-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||     

HOME   ଜିଲ୍ଲା

୨୭ତମ ସର୍ବ ଭାରତୀୟ ଲୁତୁରପଙ୍କ କ୍ରିକେଟ କପ - ଛତିଶଗଡ଼ କୁ ହରାଇ ଭୁବନେଶ୍ବର ସେମି ଫାଇନାଲ ରେ

24-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ):
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ସ୍ଥିତ ହାଇସ୍କୁଲ ପଡିଆରେ ହେଉଥିବା ୨୭ତମ ସର୍ବଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ କପ୍ ର ରବିବାର ଥିଲା ତୃତୀୟ ଦିବସ। ରବିବାର ମ୍ୟାଚ୍ ଟି ଫରେଷ୍ଟ ଛତିଶଗଡ଼ ଓ ସ୍ପାର୍ଟନ ଭୁବନେଶ୍ୱର ମଧ୍ୟରେ ହୋଇଥିଲା। ମ୍ୟାଚ୍ ଟି ଟି-୨୦ ଓ ଟି-୧୦ ଫର୍ମାଟ ରେ ହୋଇଥିଲା। ପ୍ରଥମ ଫର୍ମାଟ ରେ ଭୁବନେଶ୍ୱର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭର ରେ ୮ ଉଇକେଟ ହରାଇ ୧୮୩ ରନ କରିଥିଲା। ଦଳର ସରୋଜ ପଣ୍ଡା ୮୩ ଓ ଚିତ୍ତ ପାତ୍ର ୩୫ ରନ କରିଥିଲେ। ଛତିଶଗଡ ର ନମନ ଅଗ୍ରୱାଲା, ବ୍ରଜେଶ ଠାକୁର ଓ ଶୁଭମ ମହାକୁର ପ୍ରତ୍ୟେକ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଜବାବରେ ଫରେଷ୍ଟ ଛତିଶଗଡ଼ ଦଳ ନିର୍ଦ୍ଧାରିତ ୨୦ ଓଭର ରେ ୬ ଉଇକେଟ ହରାଇ ୧୮୨ ରନ କରିଥିଲା। ଦଳର ପ୍ରତୀକ ଯାଦବ ୫୯, ଦେବବ୍ରତ ରାଏ ୩୭ ଓ ଋଶି ଶର୍ମା ୨୩ରନ କରିଥିଲେ। ଭୁବନେଶ୍ୱର ର କୁନା ଗୋଚ୍ଛାୟତ ଓ ଗୌରବ ରାଉତ ପ୍ରତ୍ୟେକ ୨ ଟି ଲେଖାଏଁ ଉଇକେଟ ନେଇଥିଲେ। ଦ୍ଵିତୀୟ ଫର୍ମାଟ ରେ ଭୁବନେଶ୍ୱର ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୬ ଉଇକେଟ ହରାଇ ୧୨୩ ରନ କରିଥିଲା। ଦଳର ରୋନାଲ୍ଡ ସିଂ ୩୮, ଇଲ୍ଲୁ ଗୋଚ୍ଛାୟତ ୩୧ ଓ ଚିତ୍ତ ପାତ୍ର ୩୦ ରନ କରିଥିଲେ। ଜବାବରେ ଛତିଶଗଡ ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୫ ଉଇକେଟ ହରାଇ ୧୦୭ ରନ କରିଥିଲା। ଦଳର ହେମନ୍ତ ସାହୁ ୪୬ ରନ ଓ ରୋହିତ ତିୱାରୀ ୨୦ରନ କରିଥିଲେ। ଭୁବନେଶ୍ୱର ର ଗୌରବ ରାଉତ ୩ ଟି ଉଇକେଟ ନେଇଥିଲେ। ଉଭୟ ଫର୍ମାଟ ରେ ବିଜୟୀ ହୋଇ ଭୁବନେଶ୍ୱର ସେମି ଫାଇନାଲ ରେ ପ୍ରବେଶ କରିଛି। ପୀତାମ୍ବର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣି ଉତ୍ସବରେ  ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଆତ୍ମା ଅଧ୍ୟକ୍ଷ ବିବଶ୍ଵତି ପଣ୍ଡା, ଇଂ.ବବୁରୁ ବାହନ ପ୍ରଧାନ,ସିଙ୍ଘିଯୁବା ସରପଞ୍ଚ ସଞ୍ଜୀବ ତ୍ରିପାଠୀ ଓ ଚମ୍ପାମଳ ସମିତିସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଭୁବନେଶ୍ଵର ର ଗୌରବ ରାଉତ କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ।ମ୍ୟାଚ୍ କୁ ଓସିଏ ମାନ୍ୟତାପ୍ରାପ୍ତ ଆମ୍ପାୟାର ଶ୍ୟାମ ସୁନ୍ଦର ପଣ୍ଡା ଓ ତପନ ବେହେରା ପରିଚାଳନା କରିଥିବା ବେଳେ ବାଙ୍କା ବିହାରୀ ମହାକୁର ସ୍କୋରିଙ୍ଗ ଏବଂ ମ୍ୟାକମିଲନ ମହାକୁର ଓ ପୀତାମ୍ବର ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ। ସୋମବାର ମ୍ୟାଚ୍ ଟି ଏନ ଏନ ଏସ ଆହ୍ଲାହାବାଦ ଓ ସ୍ପାର୍ଟନ ଭୁବନେଶ୍ୱର ମଧ୍ୟରେ ପୁଲ - ଏ ର ସେମି ଫାଇନାଲ ହେବ ବୋଲି ଆୟୋଜକଙ୍କ ସୂତ୍ରରୁ ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026

You Might Also Like