-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ରାତି ପାହିଲେ ବଡ଼ଦିନ, ଉତ୍ସବ ପାଳନ ପାଇଁ କନ୍ଧମାଳ ରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

24-Dec-2023



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): ରାତି ପାହିଲେ ବଡ ଦିନ। ଏହାକୁ ଧୁମଧାମରେ ପାଳନ କରିବା ପାଇଁ ଚାଲିଛି ବିଭିନ୍ନ ସ୍ଥାନରେ ପ୍ରସ୍ତୁତି। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଧରାବତରଣ ପୂର୍ବରୁ ଖ୍ରୀଷ୍ଟ ଧର୍ମୀଙ୍କ ଦ୍ୱାରା ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ ପୁଲିସ ମୁତୟନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥା ଉପରେ ମଧ୍ୟ କଡା ନଜର ରଖାଯାଇଛି। ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସନ୍ଧ୍ୟାରେ ଚର୍ଚ୍ଚରେ କ୍ୟାଣ୍ଡେଲ ଜାଳି ସମୂହ ପ୍ରାର୍ଥନା କରିବା ସହ ଚର୍ଚ୍ଚର ପାଳକ ଓ ଖ୍ରୀଷ୍ଟୟ ଉଦଯୋଗୀ ସମିତିର ସଦସ୍ୟମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କରିଛନ୍ତି । ବିଶ୍ୱାସ ଅନୁସାରେ ଠିକ ମଧ୍ୟରାତ୍ରିରେ ପ୍ରତୀକଧର୍ମୀ ଗୁହାଳ ଭିତରେ ମଦର ମେରିଙ୍କ ଗର୍ଭରୁ ଜନ୍ମ ଗ୍ରହଣ କରିବେ ପ୍ରଭୁ ଯୀଶୁ । ଏହା ପରେ ଆରମ୍ଭ ହେବ ବଡ଼ ଦିନ ପାଇଁ ଶୁଭେଚ୍ଛାର ପର୍ବ । କନ୍ଧମାଳ ଜିଲ୍ଲାର ବିଭିନ୍ନ ଚର୍ଚ୍ଚ ରେ ଏକ ନିଆରା ଭାବେରେ ତିଆରି ହୋଇଛି ସାନ୍ତାକ୍ଲଜ l ବଡ଼ଦିନ ପାଳନ ଏବଂ ଜିରୋ ନାଇଟ ସେଲିବ୍ରେସନ ପାଇଁ କନ୍ଧମାଳ ଜିଲ୍ଲା ସମେତ ବାଲିଗୁଡା ପୁଲିସର ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like