-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ସମ୍ବଲପୁର ବଡ଼ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ର ୨୪ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉତ୍ସବ ମହାସମାରୋହରେ ଅନୁଷ୍ଠିତ

24-Dec-2023



 

ସମ୍ବଲପୁର :(ସଂଜୀବପାଣିଗ୍ରାହୀ)  : ସମ୍ବଲପୁର ବଡ଼ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ୨୪ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୨୨/୧୨ ଶୁକ୍ରବାର ଓ ୨୩/୧୨ ଶନିବାର ଦୁଇଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି | ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷା ଶ୍ରୀମତୀ ବବିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଓ ପଲ୍ଲିଶ୍ରୀକଥା ଖବରକାଗଜ ର ସମ୍ପାଦକ ଶ୍ରୀଯୁକ୍ତ ହରିଶଙ୍କର ମିଶ୍ର ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ | ପ୍ରାରମ୍ଭରେ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ମାନଙ୍କ ଦ୍ୱାରା ମାଁ ସମଲେଶ୍ୱରୀ ଓ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ, ପୁଷ୍ପ ମାଲ୍ୟାର୍ପଣ ଓ ଧୂପଦୀପ ଦ୍ୱାରା ପୂଜାର୍ଚ୍ଚନା କରା ଯାଇଥିଲା | ସମାରୋହରେ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ( ବଡ଼ବଜାର ) ର ଛାତ୍ରଛାତ୍ରୀ ବୃନ୍ଦ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ | ଶିକ୍ଷାକେନ୍ଦ୍ରର 
ଛାତ୍ରଛାତ୍ରୀ ବୃନ୍ଦ ବିଭିନ୍ନ କ୍ରୀଡ଼ା ବିଭାଗରେ ଭାଗନେଇ କୃତିତ୍ଵର ସହିତ ନିଜର ପାରଦର୍ଶିତା ପ୍ରଦର୍ଶନ କରିଥିଲେ । ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ଆସନ୍ତା ଜାନୁଆରୀ ୧୨ ତାରିଖରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଂଶସା ପତ୍ର ଓ ପୁରସ୍କାର ଦେଇ ପୁରସ୍କୃତ କରାଯିବ । ଆଜିର ଏହି ବାର୍ଷିକ କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍'ବୋଧନ ଦେଇ ଖେଳ ଦ୍ୱାରା ଶାରୀରିକ, ମାନସିକ ଓ ସାମାଜିକ ଉନ୍ନତି ସହ ବ୍ୟକ୍ତିତ୍ୱର ପୂର୍ଣ୍ଣାଙ୍ଗ ବିକାଶ ହେଉ ଥିବାରୁ, ବିଦ୍ୟା ଅଧ୍ୟୟନ ସହିତ ଖେଳ ପ୍ରତି ମଧ୍ୟ ଆଗ୍ରହୀ ହେବାକୁ ତାଙ୍କ ଉଦ୍'ବୋଧନରେ  କହିଥିଲେ । ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନଙ୍କର ଅଭିଭାବକ ବୃନ୍ଦ ଓ ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ |
                ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ପ୍ରଭାରୀ ସୁଶ୍ରୀ ତୃପ୍ତି ମାଝି ଙ୍କ ପରିଚାଳନାରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ସୁଚାରୁରୂପେ ସମ୍ପନ୍ନ ହୋଇଥିଲା | ଶିକ୍ଷୟିତ୍ରୀ ସୁଶ୍ରୀ ସୁଜ୍ଞାନୀ ମହାନା ତାଙ୍କୁ ସାହାଯ୍ୟ କରିଥିଲେ ଏବଂ ଅନ୍ୟାନ୍ୟ ଶିକ୍ଷୟିତ୍ରୀ ବୃନ୍ଦ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନରେ ସହଯୋଗ କରିଥିଲେ | ଶେଷରେ ସଂଯୋଜିକା ସୁଶ୍ରୀ ପ୍ରତିଭାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like