-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ପୂର୍ଣ୍ଣଚନ୍ଦ୍ର ସାହୁ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ,ବଲାଙ୍ଗୀର ଚମ୍ପିଆନ

24-Dec-2023



 

ସମ୍ବଲପୁର:(ସଂଜୀବପାଣିଗ୍ରାହୀ) : (କବରାପାଲି):ରାଧାକୃଷ୍ଣ ଯୁବକ ସଂଘ କବରାପାଲି ପକ୍ଷରୁ ଆଜି ପୂର୍ଣ୍ଣ ଚନ୍ଦ୍ର ସାହୁ ସ୍ମାରକୀ ଦିନିକିଆ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଓ ବରଗଡ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇ   ବଲାଙ୍ଗୀର ଦଳ ଚମ୍ପିଆନ ହୋଇଥିଲେ। ଉଦଯାପନି ଉତ୍ସବରେ ମୁଖ୍ୟଅତିଥି ଭାବେ  ପ୍ରଶାସନିକ ଅଧିକାରୀ ଗୋପିନ୍ଦ୍ର ଭୋଇ ଓ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ମାଧବ ମିର୍ଦ୍ଧା, ଯୁଯୋମୁରାଞୋନ-୧ ଜିଲ୍ଲା ପରିଷଦ ସଦସ୍ୟା କବିତା ସାହୁ, କବରାପାଲି ସରପଞ୍ଚ୍ ଅନ୍ତର୍ଜାମୀ ପ୍ରଧାନ,ବାହାମ ସରପଞ୍ଚ୍ ସରସ୍ୱତୀ ଭୋସାଗର,ନୂଆଁ ବରଙ୍ଗାମାଲ ସରପଞ୍ଚ୍  ସେବୀକା ସାହୁ,କୁକୁଡାପାଲି ସରପଞ୍ଚ୍  ଗୀତାଞ୍ଜଳି ଦେହୂରୀ,ବାହାମ ସମବାୟ ସେବା ସମିତିର ପୁର୍ବତନ ସଭାପତି ଅଶୋକ ପୁରୋହୀତ,କ୍ରୀଡା ଶିକ୍ଷକ ଲକ୍ଷ୍ମନାଥ ଓ ସାମାଜିକ କର୍ମୀ ଡାକ୍ତର ରାଜାରାମ ଷଡଙ୍ଗୀ ଯୋଗ ଦେଇଥିଲେ ।ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ଜିଲ୍ଲାପରିଷଦ ସଦସ୍ୟା କବିତା ସାହୁ ଟୁର୍ନାମେଣ୍ଟକୁ ଉଦଘାଟନ କରିଥିଲେ । ଏହି ସମୟରେ ପୂଜକ ରମେଶ ଚନ୍ଦ୍ର ଦାଶ,ସରପଞ୍ଚ୍ ଅନ୍ତର୍ଜାମୀ ପ୍ରଧାନ ଓ ସଂଘର ସଞ୍ଜୟ ପ୍ରଧାନ,ହେମନ୍ତ ପ୍ରଧାନ,ମହିମା ପ୍ରସାଦ ବଢେଇ,ସୁରେନ୍ଦ୍ର ବଗର୍ତ୍ତି,ଅଜିତ ବାଗ୍,ସୁବାସ ବଢାଇ, କ୍ଷୀରୋଦ ସାହୁ, ଶରତ ଚନ୍ଦ୍ର ସାହୁ,ଦିବ୍ୟ ସ୍ୱରୂପ ସାହୁ,ବିଶ୍ୱ ସ୍ୱରୁପ ସାହୁ,ଦିଲ୍ଲିପ ବଢେଇ,ଜୟରାଜ ଧର ପ୍ରମୁଖ ଉପସ୍ଥିତ ରହିଥିଲେ। ପ୍ରଥମ ମ୍ୟାଚରେ ଗେଙ୍ଗୁଟିପାଲି ଓ ହୀରାକୁଦ ଏଫସି ମଧ୍ୟରେ ଖେଳ ଅରମ୍ଭ ହୋଇଥିଲା ଏଥିରେ ମୋଟ ୮ ଟିମ ଅଂଶ ଗ୍ରହଣ କରିଥିବା ବେଳେ ଅରୁଣ ଭୋଇ,ପରେଶ ଭୋଇ,ପରେଶ ମିର୍ଦ୍ଧା,ଲିଙ୍ଗରାଜ ପ୍ରଧାନ,ରୋସନ ଖାନ,ବିଜୟ ଓରାମ ରେଫରି ଭାବେ ରହି ଖେଳ ପରିଚାଳନା କରିଥିଲେ।ଏହି ଅବସରରେ ଆନ୍ତ ଜାତୀୟ ଫୁଟବଲ ଖେଲାଲୀ ଶ୍ରୀକାନ୍ତ ଭୋଇ,ଲକ୍ଷ୍ମଣ ନାଥ,ଡା.ରାଜାରାମ ଷଡଙ୍ଗୀଙ୍କ ଭଳି ୧୫ରୁ ଉର୍ଦ୍ଧ୍ବ ପ୍ରତିଭାଧାରୀ ଓ ପୂର୍ଣ୍ଣଚନ୍ଦ୍ରଙ୍କ ବନ୍ଧୁଙ୍କୁ ସମ୍ମାନୀତ କରାଯିବା ସହିତ କୃତି ପ୍ରତିଯୋଗୀ ଓ ଖେଲାଲିଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ।ଏହାକୁ ସୁରେନ୍ଦ୍ର ବଗର୍ତ୍ତୀ ସଂଯୋଜନା କରିଥିବା ବେଳେ ଶେଷରେ ସଞ୍ଜୟ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like