-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||     

HOME   ଜିଲ୍ଲା

ଗୃହ ନିର୍ମାଣ କାର୍ଯ୍ୟ ରେ ବାଧାପ୍ରାପ୍ତ ହୋଇଥିବାରୁ ଥାନା ର ଦ୍ବାରସ୍ଥ ହେଲେ ବୃଦ୍ଧା

25-Dec-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ଅନ୍ତର୍ଗତ ପାଲେଶିରା ଗାଁ ରେ ଜଣେ ଅସହାୟ ଗରିବ ମହିଳାଙ୍କ ଗୃହ ନିର୍ମାଣ କାର୍ଯ୍ୟ ରେ ବାଧାପ୍ରାପ୍ତ ହୋଇଥିବାରୁ ଥାନା ର ଦ୍ବାରସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ନୁନହାଡ ପଞ୍ଚାୟତ ପାଲେଶିରା ଗାଁ ରେ ରୁହନ୍ତି ଅମ୍ବିକା କୁଅଁର (୫୫) ସ୍ବାମୀ.ଅର୍ତୁ କୁଅଁର । ତାଙ୍କ ଜମିବାଡ଼ି ନଥିବାରୁ ସେ ଦୀର୍ଘ ପଚାଶ ବର୍ଷ ହେଲା ବିଦ୍ୟାଳୟ ପଛପଟେ ସରକାରୀ ଜମି ରେ ମାଟି କୁଡିଆ ନିର୍ମାଣ କରି ରହି ଆସୁଥିଲେ । ତାଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ଗୃହ ମଞ୍ଜୁର ହୋଇଥିବା ବେଳେ ସେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ହେଲେ ଉକ୍ତ ଗ୍ରାମର କିଛି ଖଳ ପ୍ରକୃତିର ଲୋକ ୨୨/୧୨/୨୩ ଦିନ ଆସି ତୁ ଏଠି ଘର ନିର୍ମାଣ କରିପାରିବୁ ନାହିଁ।ଏହା ସରକାରୀ ଜମି ବୋଲି ଧମକ ଦେଇଥିବାରୁ ସେ ନିଃସହାୟ ମହିଳା ଜଣକ ଗାଁ ର ଜଣେ ସମାଜସେବୀ ବିଷ୍ଣୁ ସୁନା ନାମକ ବ୍ୟକ୍ତିଙ୍କୁ ଗୁହାରି କରିଥିଲେ। ବିଷ୍ଣୁ ସୁନା ଏ ବିଷୟରେ ଏଲ,ଡି,ଏ ପ୍ରତିଷ୍ଠାତା ଲବ ସୁନାଙ୍କୁ ଜଣାଇ ଥିବା ବେଳେ ଆଜି ଲବ ସୁନାଙ୍କ ନେତୃତ୍ୱରେ ଏକ ଟିମ୍ ଆସି ବେଲପଡା ଥାନା ରେ ଏତଲା ଦେଇଛନ୍ତି। ଏତଲା ରେ ଉକ୍ତ ଗାଁ ର ମହନ ଖର୍ସେଲ, ଶାନ୍ତନୁ ଖର୍ସେଲ, ଗୋବିନ୍ଦ ଖର୍ସେଲ, ନବଘନ ଖର୍ସେଲ, ରାଜକୁମାର ପାଣିଗ୍ରାହୀ ଙ୍କ ନାଁ ଉଲ୍ଲେଖ କରାଯାଇଛି। ଉକ୍ତ ବ୍ୟକ୍ତି ଙ୍କୁ ଆସନ୍ତାକାଲି ଡ଼ାକି ସମସ୍ୟାର ସମାଧାନ କରିବାକୁ ସବ୍ ଇନ୍ସପେକ୍ଟର ପଦ୍ମଲୋଚନ ଖର୍ସେଲ ପ୍ରତିଶୃତି ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026

You Might Also Like