-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ରାହ୍ମଣ ସମାଜ ପକ୍ଷରୁ ଗୀତା ଜୟନ୍ତୀ

25-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ରବିବାର ବ୍ଲକ ଶ୍ରୀରାମ ମନ୍ଦିର ଠାରେ ଗୀତା ଜୟନ୍ତୀ ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି l ସମାଜର ସଭାପତି ରଘୁନାଥ ମହାପାତ୍ର ଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ସନ୍ତୋଷ କୁମାର ବିଶି ଙ୍କ ତତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l କଣ୍ଟାମାଳ ବ୍ରହ୍ମ

ସମାଜର ସମସ୍ତ ସଦସ୍ୟ ମାନଙ୍କ ଦ୍ୱାରା ଶ୍ରୀମଦ ଭାଗବତ ଗୀତା ଓ ଗୋପାଳ ସହସ୍ର ନାମ ପାଠ କରାଯାଇଥିଲା l ଅନ୍ତଃମୁଖୀ ମହାଯଜ୍ଞ ରେ ସନ୍ତୋଷ କୁମାର ମହାପାତ୍ର ଓ ପତ୍ନୀ ଶ୍ରୀମତୀ ସନ୍ତୋଷିନୀ ପାଢ଼ୀ ଯଜ୍ଞ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ l ସେହିପରି ପଣ୍ଡିତ ସନତ କୁମାର ମିଶ୍ର ଭଗବତ ଗୀତା ପାଠ କରିଥିବାବେଳେ ବାଳକୃଷ୍ଣ ମିଶ୍ର ଯଜ୍ଞ କାର୍ଯ୍ୟରେ ପୌରୋହିତ୍ୟ କରିଥିଲେ l ବ୍ରାହ୍ମଣ ସମାଜର ସର୍ଵଶ୍ରୀ ବସନ୍ତ କୁମାର ମିଶ୍ର, ସଭାପତି ରଘୁନାଥ ମହାପାତ୍ର,ସମ୍ପାଦକ ସନ୍ତୋଷ

କୁମାର ବିଶି, ସନତ ମିଶ୍ର,ଆନନ୍ଦ ଚନ୍ଦ୍ର ପାଢ଼ୀ, ଡାକ୍ତର, ଭାଗ୍ୟ ମିଶ୍ର,ରଘୁନାଥ ପାଣିଗ୍ରାହୀ,ସହଦେଵ ମିଶ୍ର, ସ୍ଵପ୍ନେଶ୍ଵର ପଣ୍ଡl, ଅନନ୍ତ ମିଶ୍ର, ସୁରେନ୍ଦ୍ର କର, ଘନଶ୍ୟାମ ମିଶ୍ର,ପୂର୍ଣ୍ଣ ଚନ୍ଦ୍ର ମିଶ୍ର ସମେତ ବହୁ ମହିଳା ଓ ପୁରୁଷ ସଦସ୍ୟ /ସଦସ୍ୟା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l କାର୍ଯ୍ୟକ୍ରମ ଶେଷରେ ସାମୁହିକ ପ୍ରସାଦ ସେବନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026

You Might Also Like