-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||      ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   (25-Jul-2026)       ||      *ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   (25-Jul-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   (25-Jul-2026)       ||      ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||     

HOME   ଜିଲ୍ଲା

ଓୟୁଜେର ସାଙ୍ଗଠନିକ ସମ୍ପାଦକ ହେଲେ ସାମ୍ବାଦିକ ରିତ୍‌ରାଜ ସିଂହ

25-Dec-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ସହରର ବରିଷ୍ଠ ସାମ୍ବାଦିକ ରିତ୍‌ରାଜ ସିଂହ(ରିଟୁ) ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ)ର ସାଙ୍ଗଠନିକ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି । ଭୂବନେଶ୍ୱର ଓୟୁଜେ ଭବନରେ ଆୟୋଜିତ ନିର୍ବାଚନରେ ବିଜୟୀ ହେବା ପରେ ୨୦୨୩-୨୫ (ଦୁଇ ବର୍ଷ) ପାଇଁ ତାଙ୍କୁ ରାଜ୍ୟ ସଙ୍ଗଠନ ପକ୍ଷରୁ ଏହି ଗୁରୁଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ଓୟୁଜେର ରାଜ୍ୟ ସଭାପତି ଭାବେ ପ୍ରସନ୍ନ ମହାନ୍ତି ଓ ସାଧାରଣ ସମ୍ପାଦକ ଭେବେ କମ୍ବୁପାଣି ମିଶ୍ର ନିର୍ବଚାତି ହୋଇଛନ୍ତି । ଭୂବନେଶ୍ୱର ଜୟଦେବ ଭବନ ଠାରେ ଓୟୁଜେ ର ୨୬ତମ ଦ୍ୱିବାର୍ଷିକ ରାଜ୍ୟସ୍ତରୀୟ ପ୍ରତିଷ୍ଠା

ଦିବସରେ ଓୟୁଜେର ନିର୍ବାଚନ ଅଧିକାରୀ ଅକ୍ଷୟ କୁମାର ସାହୁ ନିର୍ବାଚିତ ପ୍ରତିନିଧିମାନଙ୍କ ନାମ ଘୋଷଣା କରିଥିଲେ । ଏହି ଅବସରରେ ଅତିଥିମାନେ ନବନିର୍ବାଚିତ କର୍ମକର୍ତାଙ୍କୁ ଅଭିନନ୍ଦନ ଜଣାଇଥିଲେ । ସାମ୍ବଦିକଙ୍କ ବୃହତ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମ୍ମାନ, ସୁରକ୍ଷା ଓ ଭତା ପ୍ରଦାନ ନେଇ ସରକାରଙ୍କ ନିକଟରେ ଦାବି ରଖିବେ ବୋଲି ନୂତନ କର୍ମକର୍ତାମାନେ ପ୍ରକାଶ କରିଥିଲେ । ନବନିର୍ବାଚିତ ନୂତନ ପଦାଧିକାରୀ ଓ ରାଜ୍ୟ ସାଙ୍ଗଠାନିକ ସମ୍ପାଦକ ଶ୍ରୀ ସଂହଙ୍କୁ  ଓୟୁଜେ ବଲାଙ୍ଗିର ଜିଲ୍ଲା ସଭାପତି ପ୍ରଦୀପ୍ତ ମିଶ୍ର, ସାଧାରଣ ସଂପାଦକ ଅଭୟ ତ୍ରିପାଠୀ, ଉପସଭାପତି ସରତ ମିଶ୍ର, ପ୍ରଭଜିତ ସିଂହ ସାଲୁଜା, ସଂଜୟ ବେହେରା, ସଂପାଦକ ନରେଶ କୁମାର ସାହୁ, ତାପସ ବେହେରା, ଅନିଲ ତ୍ରିପାଠୀ, ସୁରଦାଶ ବାଗ, ତରୁଣ ବେହରାଙ୍କ ସମେତ  ଓୟୁଜେର ସମସ୍ତ କର୍ମକର୍ତା ଓ ସଦସ୍ୟମାନେ ଶୁଭେଚ୍ଛା ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   25-Jul-2026
  ଜିଲ୍ଲା  
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ   25-Jul-2026
  ଜିଲ୍ଲା  
*ଶ୍ରୀ ବଡ଼ ଜଗନ୍ନାଥ ଙ୍କ ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ମହା ସମାରୋହରେ ପାଳିତ*- *ଜିଲ୍ଲାପାଳ ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ*-   25-Jul-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ନିଃଶୁଳ୍କ ମାସିକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର   25-Jul-2026
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026

You Might Also Like