-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||     

HOME   ଜିଲ୍ଲା

ଶଡକ ଦୁର୍ଘଟଣାରେ ମୃତ ବିଦେଶୀ ପୋଡଙ୍କ ପରିବାରଙ୍କୁୁ ଭେଟିଲେ କଂଗ୍ରେସ ପ୍ରତିନିଧି ମଣ୍ଡଳୀ

25-Dec-2023



ବଲାଙ୍ଗିର(ପ୍ରେରଣା ଖବର)- ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁବେଲ ଗ୍ରାମର ବିଦେଶୀ ପୋଡ  ବଢି ଭୋର ରୁ ଭୁଜା ବିକ୍ରୟ କରିବା ପାଇଁ ବଲାଙ୍ଗିର ସହରକୁ ଆସୁଥିବା ବେଳେ ବଲାଙ୍ଗିର ସୋନପୁର ରାଜ୍ୟ ରାଜପଥ ରଣ୍ଡା ଠାରେ ଏକ ଅଜଣା ଗାଡି ଧକ୍କାରେ ବିଦେଶୀ ପୋଡଙ୍କର ଦୁର୍ଘଟଣା ଜନିତ ମୃତ୍ୟୁ ହୋଇଥିଲା । ଆଜି ବଲାଙ୍ଗିର ସଦର ବିଧାୟକ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ମଣ୍ଡଳି ବୁବେଲ ଗ୍ରାମକୁ ଯାଇ ସ୍ୱର୍ଗତ ପୋଡଙ୍କ ପତ୍ନୀ ନୂଆଦେଇ ପୋଡ ଏବଂ ଦୁଇ ପୁଅ ଓ ଦୁଇ ଝିଅଙ୍କୁ ଭେଟି ସମବେଦନା ଜ୍ଞାପନ କରିବା ସହ କିଛି ସହାୟତା ପ୍ରଦାନ କରିବା ସହ ଜିଲ୍ଲା ପ୍ରଶାସନ ଠାରେ କ୍ଷତିପୂରଣ ବାବଦକୁ ୨୦ଲକ୍ଷ ଟଙ୍କା ପରିବାରକୁ ଯୋଗାଇ ଦେବା ପାଇଁ ଦାବି କରିଥିଲେ । ଏହି ପ୍ରତିନିଧି ମଣ୍ଡଳିରେ ବିଧାୟକ ପ୍ରତିନିଧି ସରୋଜ ରଥ, ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର, ବୁବେଲ ସରପଂଚ ପ୍ରତିନିଧି ସନ୍ତୋଷ ମିଶ୍ର, ବସୁଦେବ ନାଏକ, ସତ୍ୟ ବାଗ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026

You Might Also Like