-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ    (25-Jul-2026)       ||      ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||     

HOME   ଜିଲ୍ଲା

ଡ଼ଃ ଅଭିଶେକ ମିଶ୍ର ଙ୍କ ପ୍ରଥମ ବାର୍ଷିକୀ ଉତ୍ସବ ପାଳିତ

25-Dec-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ):  ଡ଼ଃ ଅଭିଷେକ ମିଶ୍ର ସ୍ମୁତି କମିଟି ପକ୍ଷ ରୁ ଆଜି ସୁବର୍ଣ୍ଣପୁର ଡି ଆର ଡି ଏ ସଭାଗୃହ ରେ ସ୍ବର୍ଗତ ଅଭିଷେକ ଙ୍କ ପ୍ରଥମ ବାର୍ଷିକ ଉତ୍ସବ ପାଳିତ ହୋଇଛି l ଏହି ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଡ଼ଃ ସତ୍ୟ କାମ ମିଶ୍ର, ଅବସର ପ୍ରାପ୍ତ ପ୍ରଫେସର ତଥା ମାଧ୍ୟମିକ ଶିକ୍ଷା ବୋର୍ଡ ର ପ୍ରାକ୍ତନ ସଭାପତି ଯୋଗ ଦେଇଥିବା ବେଳେ ମୂଖ୍ୟ ବକ୍ତା ଭାବେ ଡ଼ଃ ରବି ନାରାୟଣ ପାତ୍ର ( ପ୍ରାକ୍ତନ ଅର୍ଥ ନୀତି ପ୍ରଫେସର ରେଭେନ୍ସା କଲେଜ୍, ତଥା ମାଣ୍ଡିଆ ମିଶନ ର ନୋଡାଲ ଅଫିସର)  ଯୋଗ ଦେଇ ବର୍ତମାନ ପରିପ୍ରେକ୍ଷୀ ରେ ନୈତିକ ଅବକ୍ଷୟ ଲାଗି ରହିଥିବା ବେଳେ ପ୍ରତ୍ୟେକ ବ୍ୟକ୍ତି ସମାଜ ପାଇଁ କିଛି କିଛି ଭଲ କାମ କରିବା ଉଚିତ୍ ବୋଲି କହି ଥିଲେ l  ସମ୍ମାନୀତ ଅତିଥି ଭାବେ ଏ ଡି ଏମ ସୂର୍ଯୟନାରାୟଣ ଦାଶ, ଡ଼ଃ ସୁକାନ୍ତ ନନ୍ଦ (ଉତ୍କଳ ୟୁନିଭରସିଟି ଲ ପ୍ରଫେସର୍) ଶ୍ରୀମତି ଯୁଗଳେଶ୍ଵରି  ଦାଶ, ରେଜିଷ୍ଟlର ଜି ଏମ କଲେଜ ସମ୍ବଲପୁର ) ଯୋଗ ଦେଇ ସମାଜ ଓ ଦେଶ ପ୍ରତି ଥିବା ସ୍ବର୍ଗତ ଅଭିଷେକଙ୍କ ଉଲ୍ଲେଖନୀୟ ଅବଦାନ ଉପରେ ସ୍ମୁତି ଚାରଣ କରି ଥିଲେ l  ସୁବର୍ଣ୍ଣପୁର ର ବର ପୁତ୍ର ତଥା କଲିକତା ଉଚ୍ଚ ନ୍ୟାୟଳୟ ର ବିଚାରପତି ଜଷ୍ଟିସ ଚିତ୍ତ ରଞ୍ଜନ  ଦାଶ ଉତ୍ସବ ରେ ଯୋଗ ଦେଇ ସ୍ବର୍ଗତ  ଅଭିଶେକ୍ ଙ୍କ ଫଟୋ ଚିତ୍ର ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ  l ଆଇନଜୀବୀ ପ୍ରଦୀପ ପୁରୋହିତ ଅତିଥି ଙ୍କ ପରିଚୟ ପ୍ରଦାନ୍ ପୂର୍ବକ ସଭା ସଂଯୋଜନା  କରିଥିବା ବେଳେ ଅଧ୍ୟାପକ ଦେବାଶିଷ ପଧାନ, ଓ ପ୍ରଫେସର୍ ଶ୍ରୀ   (ରିକୁ)  ପଣ୍ଡା ସ୍ମୁତି ଚାରଣ କରିଥିଲେ l ହାଇକୋର୍ଟ ର ଯୁବ ଆଇନଜୀବୀ ଅଭିଳାଷ ମିଶ୍ର  ଧନ୍ୟବାଦ ଅର୍ପଣ କରିଥିଲେ l  ସେହିପରି ଏହି ଉପଲକ୍ଷେ ଆଜି

ମେଡିକାଲ ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି l ଅତିରିକ୍ତ ଜିଲ୍ଲାପାଳ ସୁର୍ଯ୍ୟ ନାରାୟଣ ଦାଶ,  ଡ଼ା, ମନୋଜ୍ କୁମାର ମହାନ୍ତି ପ୍ରଫେସର  ଏଣ୍ଡ  ଏଚ୍ ଓ ଡି (ଏମ୍ସ) ଭୁବନେଶ୍ୱର, ବିବିଓ ଡ଼ା, ଦୁର୍ଗା ଦତ୍ତ ଦାଶ ଯୋଗ ଡେଇ ଏହାକୁ ଉଦ୍ଘାଟନ କରିଥିବା ବେଳେ ସଂଧ୍ୟା ଯାଏ ଏହି ଶିବିର ଚାଲିବ ବୋଲି  ରକ୍ତଦାତା ସଂଘ ସଭାପତି ମନୋଜ୍ ପଣ୍ଡା ଓ ଏହି ସ୍ମୃତୀ କମିଟି ଉଦ୍ୟୋକ୍ତା ରାଜ କିଶୋର ମିଶ୍ର ଙ୍କ ପକ୍ଷରୁ ପ୍ରକାଶ ପାଇଛି l ଏଠାରେ ସହରର ବହୁ ବୁଦ୍ଧିଜୀବୀ, ଶିକ୍ଷାବିତ୍ , ଆଇନଜୀବୀ, ଓ ବରିଷ୍ଠ ନାଗରିକ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଆ ସାହିତ୍ୟ ସେବା ଓ ସୁରକ୍ଷା ପରିବାରର ଆନୁକୁଲ୍ୟରେ ଭଜନ ସମାରୋହ   25-Jul-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026

You Might Also Like