-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ    (25-Jul-2026)       ||      ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   (25-Jul-2026)       ||      ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||     

HOME   ଜିଲ୍ଲା

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଦିନକୁ  ସୁଶାସନ ଦିବସ  ଭାବରେ ପାଳନ କଲା ବିଜେପି

25-Dec-2023



ବଲାଙ୍ଗିର // ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଦିନକୁ ବିଜେପି ପକ୍ଷରୁ  ସୁଶାସନ ଦିବସ  ଭାବରେ ପାଳନ କରାଯାଇଛି l ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ରାମଚନ୍ଦ୍ର ପୁର ଗ୍ରାମ ପଞ୍ଚାୟତ ଓ ଡୁମେରପିଟା  ପଞ୍ଚାୟତ ରେ ବାଜପେୟୀ ଙ୍କ ଜନ୍ମଦିବସ କୁ ଉତ୍ସାହ ଉଦ୍ଦୀପନା ସହ ପାଳନ କରା ଯିବା ସହ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା l ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଙ୍କ ନେତୃତ୍ଵରେ ଆୟୋଯିତ ଏହି ଜୟନ୍ତୀ ସଭାରେ ବହୁ ବିଜେପି କର୍ମୀ ଓ କର୍ମକର୍ତ୍ତା ଯୋଗ ଦେଇ ବିଜେପି ର ପ୍ରତିଷ୍ଠା, ସଂଗଠନ ବୃଦ୍ଧି ଓ ଭାରତୀୟ ରାଜନୀତି ରେ ବଜାପେୟୀ ଙ୍କ ଦୃଢ଼ ନେତୃତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ l ରାମଚନ୍ଦ୍ର ପୁର  ପଞ୍ଚାୟତ ଠାରେ ଅନୁଷ୍ଠିତ ଜୟନ୍ତୀ ସଭାରେ ପ୍ରଥମରେ ବାଜପେୟୀ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ସଭାକୁ ଆରମ୍ଭ କରାଯାଇ ଥିଲା l

ଏଠାରେ ସରପଞ୍ଚ ବାସନ୍ତୀ ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଟଳ ବିହାରୀ ବାଜପେୟୀ ଙ୍କ ଜୀବନ ଦର୍ଶନ ଉପରେ ବୁଝାଇ ଥିଲେ l ଡୁମେର୍ ପିଟା ପଞ୍ଚାୟତ ରେ ଅନୁଷ୍ଠିତ ଜୟନ୍ତୀ ସଭାରେ ଡୁମେର୍ ପିଟା ପଞ୍ଚାୟତର ସରପଞ୍ଚ ପଦ୍ମିନୀ ମିଶ୍ର ଯୋଗ ଦେଇ ଭାରତ ମାଟିର ମହାନ୍ ଜନନାୟକ ଅଟଳ ବିହାରୀ ବାଜପେୟୀ ନିଜର ସୁଶାସନ ଓ ବିଚକ୍ଷଣ ବୁଦ୍ଧିମତ୍ତା ପାଇଁ ସବୁ ଦିନ ପାଇଁ ମନେ ରହିବେ ବୋଲି କହିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ସାଂସଦ ଙ୍କ ଦେଓଗାଁ ପ୍ରତିନିଧି ଅମିତ ସିଂନୀନା,  ବନ୍ଧପଡା ମଣ୍ଡଳ ସଭାପତି ବାସୁଦେବ ସିଂନୀନା, ବିଜେପି ନେତା କର୍ତାର ସିଂହ, ଅନୁରାଗୀ ନାହlକ,

ପ୍ରମୋଦ ସାହୁ ପ୍ରମୁଖ ଅଟଳ ବିହାରୀଙ୍କ ରାଜନୈତିକ ଜୀବନର ବିଭିନ୍ନ ଦିଗକୁ ନେଇ ସ୍ମୃତିଚାରଣ କରିଥିଲେ l   ଏହି ଜୟନ୍ତୀ ସଭାରେ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଯୋଗ ଦେଇ ନିଜ ଅଭିଭାଷଣରେ,  ଜଣେ ବିଶ୍ୱସ୍ତରୀୟ ନେତା ଭlବରେ ବାଜପେୟୀଙ୍କ ଆଦର୍ଶ ଦଳମତ ନିର୍ବିଶେଷରେ ସମସ୍ତଙ୍କ ପାଇଁ ଅନୁକରଣୀୟ ହୋଇ ରହିବ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଳବ୍ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ   25-Jul-2026
  ରାଜ୍ୟ  
ତରାବୋଇରେ ଧୁମ,ଧାମରେ ପାଳିତ ହେଲା ୪୬ତମ ବାହୁଡ଼ା ଯାତ୍ରା   25-Jul-2026
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026

You Might Also Like