-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ମହାନଗର

ପୁନରୁଦ୍ଧାର ହେଲା ଢିଙ୍କି, ଆରମ୍ଭ ହେଲା ‘ଆମ ଗାଁ ଢିଙ୍କିଶାଳ’

18-Dec-2020



(ପ୍ରେରଣା ଖବର) ବାଲିପାଟଣା: ଓଡ଼ିଆଙ୍କ ଘରେ ଘରେ ଶୋଭା ପାଉଥିବା ଢିଙ୍କି ଆଉ ଖୋଜିଲେ ବି ମିଳୁନାହିଁ। ବିକାଶର ସ୍ରୋତରେ ଏହା ଲୋପ ପାଇ ଯାଇଛି। ମାତ୍ର ଢିଙ୍କିକୁଟା ଖାଦ୍ୟ ସାମଗ୍ରୀ ବିକ୍ରି କରି ରୋଜଗାରର ବାଟ ପାଇଛନ୍ତି ବାଲିପାଟଣା ବ୍ଲକ୍‌ ଭୈରପୁର ଗାଁର କିଛି ମହିଳା। ସ୍ବେଚ୍ଛାସେବୀ ସଂଗଠନ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଜୁକେସନ ଆଣ୍ଡ୍‌ କେୟାର (ଆଇଆଇଇସି) ପକ୍ଷରୁ ଆରମ୍ଭ ହୋଇଥିବା ‘ଆମ ଗାଁ ଢିଙ୍କିଶାଳ’ ଆଣିଛି ଏହି ନିଆରା ସୁଯୋଗ। ଗ୍ରାମର ପ୍ରାୟ ଶହେ ପରିବାର ଏହି ପ୍ରକଳ୍ପରେ ଯୋଡ଼ି ହୋଇଛନ୍ତି। ଢିଙ୍କିକୁଟା ଚାଉଳ, ଚୁଡ଼ା, ଡାଲି ଜାତୀୟ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରାଯିବା ସହ ସୁଲଭ ମୂଲ୍ୟରେ ବଜାରକୁ ଛଡ଼ା ଯାଉଛି। ଲୋକେ ବେଳକୁ ବେଳ ସ୍ବାସ୍ଥ୍ୟ ସଚେତନ ହେଉଥିବା ବେଳେ ଢିଙ୍କିକୁଟା ଶସ୍ୟ ପ୍ରତି ମଧ୍ୟ ଆଦର ବଢ଼ୁଛି। ତେଣୁ ମହିଳାମାନେ କିଛି ରୋଜଗାରର ରାହା ପାଇଛନ୍ତି ବୋଲି ଆଇଆଇଇସିର ନିର୍ଦେଶକ ଡ. ଶିଶିର କୁମାର ଦାସ କହିଛନ୍ତି। ବୟସ୍କା ମହିଳାଙ୍କଠାରୁ ଯୁବତୀମାନେ ଓଡ଼ିଆ ଘରର ଏହି ଦୁର୍ଲଭ ଜିନିଷକୁ ପୁନର୍ଜୀବିତ କରିବା ସହ ରୋଜଗାରକ୍ଷମମ ହୋଇପାରିବେ। ଏହି ପ୍ରକଳ୍ପକୁ ଦୀର୍ଘସ୍ଥାୟୀ କରାଯିବ ବୋଲି ନିର୍ଦେଶିକା ଶର୍ମିଳା ପଟ୍ଟନାୟକ କହିଛନ୍ତି। ଗତକାଲି ‘ଆମ ଓଡ଼ିଶା’ର ସମ୍ପାଦକ ସ୍ବରାଜ ମିଶ୍ର ପ୍ରକଳ୍ପକୁ ବୁଲି ଦେଖିବା ସହ ପ୍ରଶଂସା କରିଥିଲେ। ତୁଷାର ପରିଡ଼ା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like