-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||     

HOME   ଜିଲ୍ଲା

ଅଶ୍ବିନୀ ମେମୋରିଆଲ କ୍ରିକେଟ ୨ୟ ଦିନରେ- ପରାସରା ବିଜୟୀ

25-Dec-2023



କୁରସୁଡ, (ମନୋଜ କୁମାର ଜୈନ) ବଲାଙ୍ଗୀର ଜିଲ୍ଲା କୁରସୁଡ ଗ୍ରାମର ମାଁ ଭଗବତୀ ମିନିଷ୍ଠାଡିୟମ ଠାରେ ଅଶ୍ବିନୀ ମେମୋରିଆଲ କ୍ରିକେଟର ୨ୟ ଦିନରେ ପରାସରା ଓ ସିନ୍ଧେକେଲା ଦଳ ମଧ୍ଯ କ୍ରିକେଟ ଖେଳ ଅନୁଷ୍ଠିତ ହୋଇଥିଲା। ପରାସରା ପ୍ରଥମେ ବ୍ୟାଟିଙ୍ଗ କରି ୧୦ ଓଭରରେ ୧୨୦ରନ କରିଥିବା ବେଳେ ଜବାବରେ ସିନ୍ଧେକେଲା ଦଳ ସମସ୍ତ ଉଇକେଟ ହରାଇ ୯ଓଭର ୨ବଳରେ ୬୫ରନ କରିଥିଲେ। ସମାଜସେବୀ ସଜୀବ ଜୈନ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସାମ୍ବାଦିକ ମନୋଜ କୁମାର ଜୈନ ଓ ସମାଜସେବୀ କହ୍ନା ଜୈନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।  ମ୍ୟାନ ଅଫ ଦ ମ୍ୟାଚ ଭାବେ ଅଭିଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ଗଣେଶ ସାହୁ ଓ ଟୁନୁ ସାହୁ ଏମ୍ପାୟାର ଭାବେ ଖେଳ ପରିଚାଳନା କରିଥିଲେ। ରିଙ୍କୁ ବାଗ, ଭବ ସାହୁ, ମାନସ ସାହୁ, ନିହାର ବେହେରା, ଅଶୋକ ସାହୁ, କାହ୍ନା ଭୋଇ, ହେମନ୍ତ ରଣା, ରାଜୁ ବିଭାର, ସଞ୍ଜୁ ଜୈନ, ମିଳନ ସାହୁ,ଜିତୁ ଭୋଇ, ବୃନ୍ଦାବନ ଶବର ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026

You Might Also Like