-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    (25-Jul-2026)       ||      କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ    (25-Jul-2026)       ||      ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||     

HOME   ଜିଲ୍ଲା

ମେଦନା ସ୍ଥିତ ଗ୍ରାମ୍ୟଦେବୀ ମାଁ କାଳୀ କଙ୍କାଲୁଣୀ ଙ୍କ ବାର୍ଷିକ ଦଶହରା ପାଳିତ

25-Dec-2023



ଡାବୁଗାଁ, (ମିହିର ଶଙ୍କର ପାତ୍ର,)
ସୋମବାର ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ମେଦନା ପଞ୍ଚାୟତ ସଦର ମହକୁମା ଠାରେ ମେଦନା ଗ୍ରାମର ଗ୍ରାମଦେବୀ ମାଁକାଳୀ କଙ୍କାଳୁଣୀ ଙ୍କ ବାର୍ଷିକ ଦଶହରା ଧୁମଧାମ ରେ ପାଳିତ ହୋଇଯାଇଛି | ମାଁ କାଳୀ କଙ୍କାଳୁଣୀ ହେଉଛନ୍ତି ମେଦନା ଗ୍ରାମର ଇଷ୍ଟଦେବୀ | ସେ କେଉଁ ଆଦିମ କାଳରୁ ମେଦନା ଗ୍ରାମର ହାଟପଦା ପଡିଆ ରେ ଗ୍ରାମବାସୀଙ୍କ ଦ୍ୱାରା ପୂଜିତ ହୋଇ ଆସୁଛନ୍ତି |ବଜାର ପଡିଆ ପରିସରରେ ମାଁ ଙ୍କର ଏକ ସୁନ୍ଦର ମନ୍ଦିର ବିଦ୍ୟମାନ | ମା ଏକ ପ୍ରତକ୍ଷ୍ୟଦେବୀ ହୋଇଥିବାରୁ ଆଖପାଖ ଅଞ୍ଚଳ ରୁ ଭକ୍ତମାନେ ଆସି ମାଁ ଙ୍କ ପାଖରେ ମାନସିକ ରଖିଥାନ୍ତି | ପ୍ରତିବର୍ଷ ମାର୍ଗଶିର ମାସରେ ମାଁ ଙ୍କ ଦଶହରା ପଡେ | ଗ୍ରାମବାସୀ ଅତି ଶ୍ରଦ୍ଧାର ସହ ମାଁ ଙ୍କର ଏହି ଉତ୍ସବ ଟିକୁ ପାଳନ କରିଥାନ୍ତି |ମା ଙ୍କ ଦଶହରା ରେ ଆଖପାଖ ଗ୍ରାମ ର ଦେବାଦେବୀ ଙ୍କ ସହ ଶିରା, ପୂଜାରୀ, ଲାଠି, ପାଲିଙ୍କି, ନରିଆ ଙ୍କ ସହ ନିମନ୍ତ୍ରିତ ହୋଇ ମାଁ ଙ୍କ ପୀଠକୁ ଆସିଥାନ୍ତି |ବଡ ଆଡମ୍ବର ସହକାରେ ପାଳିତ ହୁଏ ମା ଙ୍କ ଦଶହରା | ଗାଁ ରେ ହଜାର ହଜାର ସଂଖ୍ୟକ ଭକ୍ତ ସାଙ୍ଗକୁ ଉଠା ଦୋକାନୀ ମାନଙ୍କ ପ୍ରବଳ ଭିଡ ଜମେ |ଗ୍ରାମର ମୁଖ୍ୟ ବ୍ୟକ୍ତିମାନେ ଗ୍ରାମରେ ବୈଠକ ଡାକି କମିଟି ଗଠନ କରି ଶାନ୍ତି ଶୃଙ୍ଖଳା ର ପାଳନ୍ତି ମା ଙ୍କ ଦଶହରା |ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଧୂମଧାମ ରେ ପାଳିତ ହୋଇଛି ମା ଙ୍କ ଦଶହରା | ଜମିଛି ହଜାର ହଜାର ସଂଖ୍ୟାରେ ଉଠା ଦୋକାନୀ ମାନଙ୍କ ଭିଡ଼ ସାଙ୍ଗକୁ ହଜାର ହଜାର ଲୋକଙ୍କ ସମାଗମ | ଲୋକେ ମା ଙ୍କ ଦର୍ଶନ କରିବା ସହ ଉଠା ଦୋକାନୀ ମାନଙ୍କ ଠାରୁ ନାନା ପ୍ରଜାତିର ଖାଦ୍ୟ ସାମଗ୍ରୀ ସାଙ୍ଗକୁ ଗୃହ ଉପଯୋଗୀ ସାମଗ୍ରୀ ସବୁ କିଣିବା ର ମଜା ନେଇଛନ୍ତି | ରାତ୍ରିରେ ଜନସାଧାରଣ ଙ୍କ ମନରଞ୍ଜନ ସକାଶେ ଦୁଇଗୋଟି ଦେଶିଆ ନାଟକ ର ମଧ୍ୟ ଆୟୋଜନ କରାଯାଇଛି |ଗ୍ରାମର ଭଦ୍ରବ୍ୟକ୍ତି ମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝୀ, ମେଦନା ପୂର୍ବତନ ସରପଞ୍ଚ ହିରଣ୍ୟ ମାଝୀ, ପୂର୍ବତନ ନାଏବ ସରପଞ୍ଚ ତୁଲାରାମ ଗୌଡ଼,  ଶଶୀଧର ମାଝୀ, ୱାର୍ଡ ମେମ୍ବର ମଧୁ କଲାର,ୱାର୍ଡ ମେମ୍ବର ହରି ହରିଜନ, ୱାର୍ଡ ମେମ୍ବର ଦାସ ଭତରା, ୱାର୍ଡ ମେମ୍ବର ବିଶ୍ୱନାଥ ପୂଜାରୀ, ପର୍ଶୁରାମ କଲାର , ଜଗନ୍ନାଥ ମେହେର, କମଳଛନ ମାଝୀ, ହରିବନ୍ଧୁ ଭତରା, ସୋମନାଥ ଗୌଡ଼, ଶିବ ପ୍ରସାଦ ମିଶ୍ର,  ରାଜମନ କଲାର, ଦୀନବନ୍ଧୁ ମାଝୀ, ସୁବାଷ ହରିଜନ, ପୁସ୍ତମ ମାଝୀ, ସୋନୁ ମାଝୀ,  , , ଘାସି ପୂଜାରୀ, ମଙ୍ଗଳୁ ପୂଜାରୀ, ଶୀଦାସ ଗାଣ୍ଡା ପ୍ରମୁଖ ମା ଙ୍କ ଦଶହରା ପର୍ବ ର ମୁଖ୍ୟ ଦାୟିତ୍ୱ ଗ୍ରହଣ କରି ପର୍ବ ଟିକୁ ସରସ ସୁନ୍ଦର କରିଛନ୍ତି


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଖବର ଆଜିର ତାରିଖ ୨୫/୦୭/୨୬, ଶନିବାର    25-Jul-2026
  ଜିଲ୍ଲା  
କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବକୁ କାନ୍ଧରେ ବୋହିବା ଘଟଣା: ଭାଇରାଲ ଭିଡିଓକୁ ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସ୍ପଷ୍ଟୀକରଣ ସରକାର ଙ୍କୁ ବଦନାମ ଚକ୍ରାନ୍ତ   25-Jul-2026
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026

You Might Also Like