-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||     

HOME   ଜିଲ୍ଲା

ରାଜ ବୈଦ୍ଯ ପରିବାରର ସାହିତ୍ୟ ସମ୍ରାଟ ଉପାଧି ପ୍ରଦାନ

25-Dec-2023



ବଲାଙ୍ଗିର (ଦେବାଶିଷ ବହିଦାର ): ରାଜବୈଦ୍ଯ ଚିନ୍ତାମଣି ବେହେରା ସ୍ମୃତି ପରିଷଦ,ଆଦର୍ଶ ପଡା, ବଲାଙ୍ଗିର" ଇତି ମଧ୍ୟରେ କଟକ ଗୌରୀ ଶଙ୍କର ରାୟ ଟାଉନ୍ ହଲ୍ ଠାରେ ଠାରେ ପରିଷଦର ସର୍ବୋଚ୍ଚ ସମ୍ମାନ ଓଡ଼ିଆ ଭାଷା ସାହିତ୍ୟର ସର୍ବବୃହତ୍ ସାହିତ୍ୟ ସଙ୍କଳନ "ମନସ୍ବିନୀ"ର ପ୍ରାଣ ପ୍ରତିଷ୍ଠାତା ମୁଖ୍ୟ ସମ୍ପାଦକ କବି ସାରଥି ଡ଼ଃ ଗିରିଜା ଶଙ୍କର ଶ୍ରୀ ଚନ୍ଦନ ମହାପାତ୍ରଙ୍କୁ "ସାହିତ୍ୟ ସମ୍ରାଟ" ଉପାଧି ପ୍ରଦାନ କରିଛନ୍ତି। ଅନୁଷ୍ଠାନର ସମ୍ମାନନୀୟ ଉପସଭାପତି ବୈଦ୍ଯ ଶିରୋମଣି ଝସକେତନ ଗୁରୁ, ସମ୍ପାଦକ କବିଶ୍ରୀ ନବକିଶୋର ବେହେରା, ଯୁଗ୍ମ ସମ୍ପାଦକ ପ୍ରାଧ୍ୟାପକ ଦୁର୍ବାଦଳ ଘିବେଲା, କୋଷାଧ୍ୟକ୍ଷ ରମାକାନ୍ତ ସାହୁ, ବରିଷ୍ଠ ସଦସ୍ୟ ପ୍ରାଧ୍ୟାପକ ରମେଶ ଚନ୍ଦ୍ର ପ୍ରଧାନୀ ଓ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ ପରିଷଦର ସ୍ବତନ୍ତ୍ର ପରିଚୟପତ୍ର ସହିତ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଓଡ଼ିଶାର ବିଶିଷ୍ଟ ବ୍ଯକ୍ତି ମାନଙ୍କ ମଧ୍ୟରେ ମୁଖ୍ୟ ଅତିଥି କବି ତଥା ପୂର୍ବତନ ସାଂସଦ ଡ଼ଃ ପ୍ରସନ୍ନ କୁମାର ପାଟ୍ଟଶାଣୀ, ସହଦେବ ସାହୁ, ମନସ୍ବିନୀର ସଭାପତି ଡ଼ଃ.ପ୍ରମୋଦ କୁମାର ମିଶ୍ର ଓ ବହୁ ବିଶିଷ୍ଟ ବରପୁତ୍ର ମଞ୍ଚରେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026
  ଜିଲ୍ଲା  
ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ   19-Mar-2026
  ଜିଲ୍ଲା  
*ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   19-Mar-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   19-Mar-2026
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026

You Might Also Like