-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   (25-Jul-2026)       ||      ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||     

HOME   ଜିଲ୍ଲା

ପଟୁଆପାଲି ରେ ସିଲଭର ଜୁବଲି କ୍ରିକେଟ କପ ଉଦଘାଟିତ

26-Dec-2023



ସାଲେଭଟା,ତା.୨୬/୧୨- ସୁରେନ୍ଦ୍ର ସାଏ  ସ୍ପୋର୍ଟଙ୍ଗ ପଟୁଆପାଲି ଆନୁକୁଲ୍ୟରେ ୨୫ ତମ ମଧୁସୂଦନ ମେମୋରିଆଲ ସିଲଭର  ଜୁବଲି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ସରପଞ୍ଚ ପଟୁଆପାଲି ରବିଚନ୍ଦ୍ର ବସ୍ତିଆ ଓ ଉଦ୍ୟୋକ୍ତା ଦଶରଥ ଡ଼ାଙ୍ଗ ଓ ଶିକ୍ଷକ ଜ୍ୟୋତିର୍ମୟ ମିଶ୍ର ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। ପ୍ରଥମ ମ୍ୟାଚ ପଟୁଆପାଲି ଭ୍ୟାଟରନ 
ଓ ବାଦୀପୁଡ଼ିଆ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଉଦ୍ଘାଟନୀ ଉତ୍ସବରେ ରବି ବସ୍ତିଆ ସ୍ବର୍ଗତ ମଧୁସୂଦନ ଡାଙ୍ଗ ଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ପାଇଁ ପ୍ରସ୍ତାବ ଦେଇଥିଲେ।୨୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୬ଟି ଦଳ ଭାଗ ନେବାକୁ ସ୍ଥିର ହୋଇଛି। ଅନ୍ୟ ମାନଙ୍କ ମଧ୍ୟରେ ଅଟଲ ମିଶ୍ର, ପ୍ରଶାନ୍ତ ବେହେରା, ରବୀନ୍ଦ୍ର କଣ୍ଟା, ସୁଧୀର କୁମ୍ଭାର, ପ୍ରଦୀପ ମିଶ୍ର, ଅର୍ଜ୍ଜୁନ ଅମାତ, ଜୟନ୍ତ ମିଶ୍ର, ବସନ୍ତ ପୋଢ଼, ରାଜ କିଶୋର, ରଶ୍ମୀ ରଞ୍ଜନ, କାର୍ତ୍ତିକ କଣ୍ଟା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ   25-Jul-2026
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026

You Might Also Like