-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା    (25-Jul-2026)       ||      ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||     

HOME   ଜିଲ୍ଲା

ପୂଜ୍ୟପୂଜା ସେବା ସଂଗଠନର ବାର୍ଷିକ ବନ୍ଧୁମିଳନ ଓ ଶୀତ କବିତା ଆସର ଅନୁଷ୍ଠିତ

26-Dec-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ବଲାଙ୍ଗୀର ର ସାମାଜିକ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ର ବାର୍ଷିକ ବନ୍ଧୁମିଳନ କାର୍ଯ୍ୟକ୍ରମ ବିଷ୍ଣୁମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଆଇନଜିବି ଜୟରାମ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ l ଆରମ୍ଭରେ ଆକାଶବାଣୀ କଣ୍ଠଶିଳ୍ପୀ ବିବେକାନନ୍ଦ ମିଶ୍ର, ଗୀତିକାର ହୃଷୀକେଶ ପୁରୋହିତ କଣ୍ଠ ସଂଗୀତ ପରିବେଷଣ ପରେ ଅନୁଷ୍ଠିତ କବିତା ଆସରରେ କବି କସ୍ତୁରୀ ରଥ, ଜ୍ୟୋତିରଞ୍ଜନ ମିଶ୍ର, କପିଳ ପତି, ଧୀରେନ୍ଦ୍ର ନାରାୟଣ ସିଂହଦେଓ, ଡାକ୍ତର ଅଶୋକ ସେଠି, ପ୍ରଦୀପ

ପଶାୟତ କବିତା ପାଠ କରିଥିଲେ l ଏହି ଅବସରରେ ସାମାଜିକ କର୍ମୀ ଚୂଡେଦ୍ର କୁମାର ବେହେରାଙ୍କୁ ସଂମାନିତ କରାଯାଇଥିଲା l କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ କବି ରତ୍ନମୟ ତ୍ରିପାଠୀ l ଏହି କାର୍ଯ୍ୟକ୍ରମ ରେ ଅଂକୁର ସାହିତ୍ୟ

ସଂସଦ, ଶିଶୁବିକାଶ କେନ୍ଦ୍ର, ଆଦ୍ୟାଶକ୍ତି ନାରୀ ସଂଗଠନର ଅନେକ ସଦସ୍ୟ ଉପସ୍ଥିତଥିଲେ l କାର୍ଯ୍ୟକ୍ରମକୁ ସଫଳ କରିବାରେ, ମଧୁ ସାହୁ, ଦୁର୍ଗା ସାହୁ, ସୁନାଧର ବନଛୋର, ଡାକ୍ତର ଗୋଦାବରୀଶ ରଥ, ସନ୍ଧ୍ୟା ରାଣୀ ପଣ୍ଡା, ଲଷ୍ମୀପ୍ରିୟା ସେଠି, ପ୍ରଶାନ୍ତ ଷଡ଼ଙ୍ଗୀ,ସୀତାଂଶୁ ଶେଖର ନାୟକ, ଅଶୋକ ରାୟ  ଶୁଭେଦ୍ର ନେପାକ ସହଯୋଗ କରିଥିଲେ l ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ମଦନ ମୋହନ ରଥ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିବ୍ୟଜୀବନ ସଂଘ ରେ ପବିତ୍ର ରଥ ଯାତ୍ରା ଓ ବାହୁଡ଼ା ଯାତ୍ରା   25-Jul-2026
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026

You Might Also Like