-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ    (25-Jul-2026)       ||      ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   (25-Jul-2026)       ||      ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||     

HOME   ଜିଲ୍ଲା

ଵେଳଖଣ୍ଡି ଧବଳେଶ୍ୱର ଶିବ ମନ୍ଦିର ରେ ୨୦୦୪ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ

26-Dec-2023



(ପ୍ରଦିପ କୁମାର ସାହୁ )
ଶିକ୍ଷକଙ୍କ ଆଦର୍ଶ ଚରିତ୍ର ଶିକ୍ଷାର୍ଥୀଙ୍କୁ ଭଲ ମଣିଷ କରି ଗଢ଼ିବାରେ ସହାୟକ ହେଇଥାଏ । ଏଣୁ ଆଦର୍ଶ ଛାତ୍ର ଗଠନରେ ଶିକ୍ଷକଙ୍କ ଭୂମିକା ସର୍ବଦା ଅତୁଳନୀୟ ବୋଲି ପଞ୍ଚାୟତ ସମିତି ହାଇସ୍କୁଲର ୨୦୦୪ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଉତ୍ସବରେ ଯୋଗଦେଇଥିଵା ଅତିଥି କର୍ଲାମୁଣ୍ଡା  ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ୨୦୦୪ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଧବଳେଶ୍ୱର ଶିବ ମନ୍ଦିର ଵେଳଖଣ୍ଡି ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ମାର୍କଣ୍ଡ ପାଢ଼ୀ,ଵିଞ୍ଜାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ରାଉତ, ସଂସ୍କୃତ ଶିକ୍ଷକ ପ୍ରଦୀପ୍ତ ଷଡ଼ଙ୍ଗୀ, ହିନ୍ଦୀ ଶିକ୍ଷକ ବସନ୍ତ ପଟ୍ଟନାୟକ,  କିରାଣୀ ଅମ୍ଵିଲାଲ ସାହୁ,ଖେଳ ଶିକ୍ଷକ ବେଣୁଧର ନାଗ, ଶିକ୍ଷକ ସୁଦର୍ଶନ ସାହୁ,ଅଶ୍ଵିନ କୁମାର ସାହୁ ,ସେବକ ଅଭି ସାହୁ, ସୁବାଷ ସାହୁ,ବିପ୍ର ସାହୁ ଯୋଗଦେଇ ୨୦୦୪ ମସିହା ଦୀର୍ଘ ୨୦ ବର୍ଷ ବିତିଯାଇଥିଵାର ସ୍ମୃତି କୁ ମନେ ପକେଇ ବାବା ଧବଳେଶ୍ଵର ମନ୍ଦିରର ଠାରେ ୨୦୦୪ ରୁ ୨୦୨୩ ପର୍ଯ୍ୟନ୍ତ ଆଜକୁ ୨୦ ବର୍ଷ ପୂର୍ତ୍ତି ହୋଇ ବନ୍ଧୁ ମିଳନ ଛାତ୍ର ଜୀବନର ମୂଲ୍ୟବାନ ସମୟ ଅତିବାହିତ କରି ଆଜି ସାଂସାରିକ ମାୟାର ରହି ମଧ୍ୟ ସମସ୍ତଙ୍କ ମନରେ ଏକତ୍ରିତ ହେବା ଏକ ବନ୍ଧନ ଯାହାକି ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ରୁ ଜଣାଯାଏ ବୋଲି ଗୁରୁଜୀଙ୍କ ଅଭିଭାଷଣରେ ମତ ପ୍ରକାଶ ଦେଇ ଥିଲେ। ଶିକ୍ଷା ,ସଂସ୍କାର , ସଂସ୍କୃତି ନିମନ୍ତେ ଶିକ୍ଷକ ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ମାଧ୍ୟମରେ ଛାତ୍ର ଛାତ୍ରୀ ଆଗାମୀ ପିଢ଼ି କୁ ମନେ ପକାଇବାକୁ ବାର୍ତ୍ତା ବହନ କରିଥିଲେ। ସମସ୍ତ ଶିକ୍ଷକ ମାନଙ୍କୁ ୨୦୦୪ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷକ ମାନଙ୍କ ଦ୍ବାରା କୁନୀ ପ୍ରତିଭା ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ମଞ୍ଚ ପରିଚାଳନା ସାମ୍ବାଦିକ ନବୀନ କିଶୋର ସାହୁ, ହେମନ୍ତ ସାହୁ ଓ ବିକ୍ରମ ସାହୁ ପରିଚାଳନା କରିଥିବା ବେଳେ ଜଗମୋହନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ୟୁଜି ପେପର୍ ଲିକ୍ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦକାରୀଙ୍କ1ଙ୍କ ଉପରେ ପୁଲିସର ବର୍ବରତାକୁ ନିନ୍ଦା କରି ସମ୍ବଲପୁର ଜିଲା କଂଗ୍ରେସ କମିଟି ପକ୍ଷରୁ ପ୍ରତିବାଦ   25-Jul-2026
  ଜିଲ୍ଲା  
ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବୀ କରିଛି ବିଜୁ ଜନତା ଦଳ ନେତାଙ୍କ ପ୍ରତିବାଦ ସମ୍ବଲପୁର ଜିଲ୍ଲା..   25-Jul-2026
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026

You Might Also Like