-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ବିଜୁ ଜନତା ଦଳ (ବିଜେଡି)ର ୨୭ତମ ପ୍ରତିଷ୍ପା ଦିବସ ଅନୁଷ୍ଠିତ*

26-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ଠାରେ ବିଜୁ ଜନତା ଦଳ (ବିଜେଡି)ର ୨୭ତମ ପ୍ରତିଷ୍ପା ଦିବସ ଅନୁଷ୍ଠିତ। ଡାବୁଗାଁ ବ୍ଲକ ସଭାପତି ଶ୍ରୀ ସୁରେନ୍ଦ୍ର କୁମାର ମିଶ୍ରଙ୍କ ନେତୃତ୍ୱରେ ଆଜି ଏହି ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହେଲା ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ଲୋକ ପ୍ରିୟ ବିଧାୟକ ଯୋଗଦେଲେ।ବିଜୁ ଜନତା ଦଳ (ବିଜେଡି) ୨୬ ବର୍ଷ ପୂରଣ ହୋଇଛି। ୨୭ ବର୍ଷରେ ପଦାର୍ପଣ କରିଛି ଦଳ। ୨୬ ଡିସେମ୍ବର ୧୯୯୭ ମସିହାରେ ପ୍ରତିଷ୍ଠିତ ଓଡ଼ିଶାର ଏହି ସର୍ବବୃହତ ଆଞ୍ଚଳିକ ଦଳର ବିଶେଷତ୍ବ ହେଲା-ଏହି ଦଳ ଜନ୍ମ ନେବା ପରଠାରୁ କେବେ ବି ନିର୍ବାଚନରେ ପରାଜୟର ସମ୍ମୁଖୀନ ହୋଇନି ବା କ୍ଷମତାରୁ ଦୂରେଇ ରହିନି। ୨୦୦୦ ମସିହାରୁ ଆଜିଯାଏଁ ଓଡ଼ିଶାବାସୀ ବିଜୁ ଜନତା ଦଳ ଉପରେ ଆସ୍ଥା ପ୍ରକଟ କରିଆସୁଛନ୍ତି। ଦଳ ଗଠନରୁ ଏପର୍ଯ୍ୟନ୍ତ ସଭାପତି ଥିବା ନବୀନ ପଟ୍ଟନାୟକ କ୍ରମାଗତ ୫ମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଦୀର୍ଘବର୍ଷ କ୍ଷମତାରେ ରହିବା ସତ୍ତ୍ବେ ଦଳ ଆଜି ଓଡ଼ିଶାରେ ଏକ ମଜଭୁତ ବା ଶକ୍ତିଶାଳୀ ସ୍ଥିତିରେ ରହିଛି, ଯାହା ବିରୋଧୀ ଦଳଗୁଡ଼ିକ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି।ଆଗକୁ ୨୦୨୪ ନିର୍ବାଚନ। ଓଡ଼ିଶାରେ ପୁଣିଥରେ କ୍ଷମତା ଦଖଲ କରିବା ଲକ୍ଷ୍ୟରେ ବିଜେଡି ନିଜର ସାଙ୍ଗଠନିକ ଶକ୍ତିକୁ ବୃଦ୍ଧି କରିଚାଲିଛି।ନବୀନଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରି ସାରା ଦେଶରେ ରେକର୍ଡ ସୃଷ୍ଟି କରିବାକୁ ଦଳର ଯୋଜନା ରହିଛି। ୨୬ ବର୍ଷ ତଳେ ଗଠିତ ବିଜେଡି ଆଞ୍ଚଳିକ ଦଳ ଭାବେ ନିଜ ସ୍ଥିତିକୁ ମଜଭୁତ କରିଛି। ବିଜେଡି ଆଜି କେବଳ ଏକ ରାଜନୈତିକ ଦଳ ହୋଇ ରହିନି; ବରଂ ଏହା ସାମାଜିକ ଆନ୍ଦୋଳନର ରୂପ ନେଇ ଓଡ଼ିଶା ବାସୀଙ୍କ ନିକଟତର ହୋଇ ପାରିଛି। ୧୯୯୭ ମସିହା ଏପ୍ରିଲ ୧୭ରେ ବିଜୁବାବୁଙ୍କ ଦେହାନ୍ତ ପରେ ରାଜ୍ୟରେ ଅଣକଂଗ୍ରେସ ରାଜନୀତିର ନେତୃତ୍ବ ନେବାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଥିଲ‌ା। ଠିକ୍ ଏହି ସମୟରେ ବିଜୁବାବୁଙ୍କ ନାମରେ ଦଳ ଗଠନ ଏବଂ ନବୀନ ପଟ୍ଟନାୟକଙ୍କ ଆବିର୍ଭାବ ରାଜ୍ୟ ରାଜନୀତିରେ ଅଣ କଂଗ୍ରେସ ନେତୃତ୍ବର ଶୂନ୍ୟସ୍ଥାନକୁ ପୂରଣ କଲା। ଏହାକୁ ମାନେ ପକାଇବା ପାଇଁ ଆଜି ରାଜ୍ୟରେ ପାଳିତ ହେଉଛି ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ। ଆଜି ଏହି ପବିତ୍ର ଦିନରେ ଜିଲ୍ଲା ପରିଷଦ ଅଦକ୍ଷ ଶ୍ରୀ ମତିରାମ ନାୟାକଙ୍କ  ସହ ଡାବୁଗାଁ ନିର୍ବାଚନ ମଣ୍ଡଳୀର ଅର୍ଥାତ ଡାବୁଗାଁ, ପାପଡାହାଣ୍ଡି ଏବଂ କସାଗୁମଡା ବ୍ଲକର ବରିଷ୍ଟ ବିଜେଡି ନେତା ମାନେ ଏବଂ ପ୍ରାୟ ୧୦ ହଜାରରୁ ଉର୍ଦ୍ଧ ବିଜୁପ୍ରେମୀ ଭାଇ ଭଉଣୀ ଏବଂ ଦଳୀୟ କର୍ମୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like