-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ଜିଲ୍ଲା

ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ମାଟିଲଗ୍ନା ଶୁଭାନୁଧ୍ୟାୟୀ ସମ୍ମାନ

26-Dec-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଦେଉଲମୁଣ୍ଡାର ଯୁବକବି ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ଶ୍ରୀକ୍ଷେତ୍ର ପୁରୀରେ ସମ୍ବର୍ଦ୍ଧିତ କରିଛି  ରାଜ୍ୟର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦ ।  ପ୍ରାପ୍ତ ବିବରଣୀରୁ ପ୍ରକାଶ ଯେ ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମାଟିଲଗ୍ନା ସାହିତ୍ୟ ସଂସଦ ମଙ୍ଗଳବାର ପୁରୀ ଜିଲ୍ଲା ସଂସ୍କୃତି ଭବନ ପରିସରରେ  ରାଜ୍ୟସ୍ତରୀୟ ଶୀତକାଳୀନ ସାରସ୍ଵତ ସମାରୋହ  ମହା ଆଡମ୍ବର ସହିତ ଆୟୋଜନ କରିଥିଲା । ଏହି ଅବସରରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ତଥା ସୁବର୍ଣ୍ଣପୁର ଜିଲ୍ଲା ବିରମହରଜପୁର ଅଞ୍ଚଳର ଯୁବକବି ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ମାଟିଲଗ୍ନା ଶୁଭାନୁଧ୍ୟାୟୀ ସମ୍ମାନରେ ସମ୍ବର୍ଦ୍ଧିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ   ଅନୁଷ୍ଠାନର ସଭାପତି  କିଶୋର ଚନ୍ଦ୍ର ପ୍ରଧାନ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଓଡ଼ିଆ ଭାଷା ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଡ. କୈଳାଶ ଚନ୍ଦ୍ର ତିକାୟତ ରାୟ, ଏବଂ  ନଗର ଉନ୍ନୟନ ବିଭାଗର ପୂର୍ବତନ ନିର୍ଦ୍ଦେଶକ  ମୀନକେତନ ଦାସ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ସେହିପରି ଶିଶୁ ସାହିତ୍ୟିକ  ବୀରେନ୍ଦ୍ର ମହାନ୍ତି ଏବଂ ଦେବଗଡ଼ ଜିଲ୍ଲା କଂସର ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ବିନିତା ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଏବଂ ଉତ୍ତର ପୂର୍ବାଞ୍ଚଳର ପୂର୍ବତନ ନିର୍ଦ୍ଦେଶକ  ମାନସ ରଞ୍ଜନ ମହାପାତ୍ର ସମ୍ମାନିତ ବକ୍ତା ଭାବରେ ଯୋଗ ଦେଇଥିଲେ । ସାଧାରଣ ସମ୍ପାଦକ  ଶୁଭ୍ରାଂଶୁ ଶେଖର ପାଢ଼ୀ ସଂପାଦକୀୟ ବିବରଣୀ ପାଠ କରିଥିବା ବେଳେ  ମଞ୍ଚ ପରିଚାଳନା କରିଥିଲେ ସ୍ଵର୍ଣ୍ଣକାନ୍ତି ପତି । ଅନ୍ୟ ମାନଙ୍କ ମଧ୍ୟରେ ଜୟନ୍ତ ମହାଳିକ,  ଗୋଦାବରୀଶ ଦାସ   ମୁଖ୍ୟ ଉପଦେଷ୍ଟା ନୁରାବତୀ ସାହୁ, ଉପଦେଷ୍ଟା ନରସିଂହ ପ୍ରସାଦ ନାୟକ, ପ୍ରମୁଖ ମଞ୍ଚାସୀନ ଥିଲେ ।  ରଶ୍ମି ରଞ୍ଜନ ସାହୁ ସ୍ଵାଗତ ଭାଷଣ ଓ ସୁଦୃମା ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସୁବାସ ଚନ୍ଦ୍ର ତାର


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like