-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||     

HOME   ଜିଲ୍ଲା

ପାଟଣାଗଡ ବ୍ଲକ ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ

26-Dec-2023



ବଲାଙ୍ଗିର, (ପ୍ରେରଣା ଖବର) ବର୍ଷ ର ଶେଷ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଆଧାରରେ ଆଜି ପାଟଣାଗଡ ବ୍ଲକ ମୁଖ୍ୟାଳୟ ଠାରେ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଲ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ଙ୍କ ସମେତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୫୫ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୮ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୬ଟି ଅଭିଯୋଗ ଶୁଣାଣିର ଫଇସଲା ହେଇଥିବା ବେଳେ ବାକି  ଅଭିଯୋଗ ଗୁଡିକର ଶୁଣାଣି ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର  କରାଯାଇନାହିଁ । ଜନ-ଅଭିଯୋଗ ଶୁଣାଣୀ ପୂର୍ବରୁ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଏବଂ ମଡର୍ନ ରେକର୍ଡ କକ୍ଷ ର ଉଦଘାଟନ କରିଥିଲେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026

You Might Also Like