-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ରାଜନୀତି

ବଲାଙ୍ଗିର : ବିଜେପି ପକ୍ଷରୁ ବୀର ବାଲ ଦିବସ ପାଳିତ

26-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ଆଜି ସନ୍ଧ୍ୟାରେ ବଲାଙ୍ଗିର ସ୍ଥିତ ଗୁରୁଦ୍ୱାର ପରିସର ମଧ୍ୟରେ ବଲାଙ୍ଗିର ବିଜେପି ର ବରିଷ୍ଠ ନେତା ଶ୍ରୀ ଗୋପାଲଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ "ବୀର ବାଲ ଦିବସ" ପାଳନ କରାଯାଇଛି।।ଏହି କାର୍ଯ୍ୟକ୍ରମରେ ମାନ୍ୟବର ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଶିଖ ସମ୍ପ୍ରଦାୟର ପରାକ୍ରମ ର ପ୍ରତୀକ ଏବଂ ଗୁରୁ ଗୋବିନ୍ଦ ସିଂହ ଙ୍କ   ଦୁଇ ଛୋଟ ବାଳକ ସାହିବଜାଦା ବାବା ଜୋରାବର ସିଂ ଜୀ ଏବଂ ବାବା ଫତେହ ସିଂ ଜୀ, ମୋଗଲ ସମ୍ରାଟ ଔରଙ୍ଗଜେବ ଆଦେଶକୁ ଅମାନ୍ୟ କରି ଧର୍ମ ପରିବର୍ତ୍ତନ 

ବଦଳ ରେ ମୃତ୍ୟୁଦଣ୍ଡକୁ ସ୍ୱୀକାର କରି ଏହି ଦେଶ କୁ ଗୌରବାନ୍ୱିତ କରି ଯାଇଛନ୍ତି । ତାଙ୍କ ସ୍ମୃତି ରେ ପ୍ରତି ବର୍ଷ ଡିସେମ୍ବର 26 ରେ "ବୀର ବାଲ ଦିବସ "  ଦେଶବ୍ୟାପୀ ପାଳନ କରିବା ପାଇଁ ଆମର ଯସସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି  ଗତବର୍ଷ ଗୁରୁ ଗୋବିନ୍ଦ ସିଂ ଙ୍କ ପ୍ରକାଶ ପର୍ଵ ଅବସରରେ ରେ ଘୋଷଣା କରିଥିଲେ।ଆଜିର କାର୍ଯ୍ୟକ୍ରମରେ

ଶିଖ ସମ୍ପ୍ରଦାୟର ଶ୍ରୀ ଗୁରୁଦ୍ୱାରା ସିଂ ସଭା କମିଟି, ବଲାଙ୍ଗିରର ସଭାପତି ସର୍ଦାର ସୁରିନ୍ଦର ସିଂ, ସଂପାଦକ ସରଦାର ସିମ୍ରଞ୍ଜିତ ସିଂ ହଂସପାଲ, ଉପସଭାପତି ସର୍ଦାର ବଲବୀର ସିଂ, ସର୍ଦାର କମଲଜିତ ସିଂ,ସର୍ଦାର ଚିମନ ସିଂ, ସର୍ଦାର କୁଳଦୀପ ସିଂ,ସର୍ଦାର ଯସବିର ସିଂ(ବିଲ୍ଲୁ),ଶ୍ରୀମତୀ କବଂରଜିତ କାଉର , ଲୋଇସିଂହା ବିଜେପି ର ଜିଲ୍ଲା ପରିଷଦ ସଭ୍ୟ ଶିବଦତ୍ତ ମିଶ୍ର,ବଲାଙ୍ଗିର ସାଂସଦ ପ୍ରତିନିଧି ଦିନେଶ ଶର୍ମା,ପିତାମ୍ବର ଖମାରୀ, ଡ଼ ଶଶୀଭୂଷଣ ସାହୁ ପଙ୍କଜିନି ପଣ୍ଡା,ରଞ୍ଜିତା ପାଣିଗ୍ରାହୀ,ବନଶ୍ରୀ ଆଚାର୍ଯ୍ୟ, ଅନୁସୋୟା ବେଜ,ଅମରଜିତ ପଟେଲ,ପ୍ରମୋଦ ସାହୁ ଏବଂ ଶିଖ ସମ୍ପ୍ରଦାୟର ଶତାଧିକ ଜନସାଧାରଣ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like