-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ପ୍ରଦୀପ ମହାରଥୀ ଙ୍କ ବିୟୋଗ ରେ ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଶ୍ରୀଯୁକ୍ତ ଜୟ ନାରାୟଣ ମିଶ୍ର ଙ୍କ ଶୋକ

05-Oct-2020




           ସମ୍ବଲପୁର, 5/10 - ଓଡିଶାର ରାଜନୈତିକ ଆକାଶ ରୁ ଆଜି ପୁଣି ଲିଭି ଯାଇଛି ଏକ ଉଜ୍ବଳ ତାରକା । ପୁରୀ ଜିଲ୍ଲା ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀ ରୁ ୭ ଥର ବିଜୟ ଲାଭ କରି ଓଡିଶା ସରକାରରେ ବିଭିନ୍ନ ସମୟରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିଥିବା ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକ ଶ୍ରୀଯୁକ୍ତ ପ୍ରଦୀପ ମହାରଥୀ ଙ୍କ ଗତକାଲି ବିଳମ୍ବିତ ରାତ୍ରରେ ସ୍ୱର୍ଗବାସ ହୋଇଯାଇଛି । ତାଙ୍କର ମୃତ୍ୟୁ ପରେ ଗଣମାଧ୍ୟମରେ ଓ ସାମାଜିକ ଗଣମାଧ୍ୟମ ରେ ଖବର ପ୍ରକାଶ ପାଇଲା ପରେ ସମଗ୍ର ରାଜ୍ୟରେ ଖେଳି ଯାଇଛି ଶୋକ ର ଛାୟା । ବିଜୁ ପଟ୍ଟନାୟକଙ୍କ ଅନୁଗତ ତଥା ନବୀନ ପଟ୍ଟନାୟକଙ୍କ ବିଶ୍ୱସ୍ତ ଶ୍ରୀଯୁକ୍ତ ମହାରଥୀ ଓଡିଶା ରାଜନୀତି ର ଏକ ଚର୍ଚ୍ଚିତ ଚେହେରା । ରାଜନୈତିକ ବିଚାରାଧାରରୁ ଉର୍ଦ୍ଧ୍ଵ କୁ ଉଠି ଆଜି ବହୁ ରାଜନୈତିକ ବ୍ୟକ୍ତି ବିଶେଷ ଆଜି ତାଙ୍କର ଶେଷ ଦର୍ଶନ କରିଛନ୍ତି ଓ ନିଜର ଶୋକ ପ୍ରକାଶ କରିଛନ୍ତି । 
             ପୂର୍ବତନ ମନ୍ତ୍ରୀ ତଥା ସମ୍ବଲପୁର ବିଧାୟକ ଶ୍ରୀଯୁକ୍ତ ଜୟ ନାରାୟଣ ମିଶ୍ର ମଧ୍ୟ ଆଜି ତାଙ୍କର ଶୋକ ବାର୍ତ୍ତା ରେ କହିଛନ୍ତି ଯେ.....
ଶ୍ରୀଯୁକ୍ତ ମହାରଥୀ ଙ୍କ ଦେହାନ୍ତ ରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ବହୁତ ସମୟ ଧରି ଆମେ ଏକା ସାଙ୍ଗରେ ସରକାର ରେ ଓ ବିଧାନସଭା ରେ କାମ କରିଛୁ । ସେ ସରକାର ରେ ମୁଖ୍ୟ ସଚେତକ ଥିବା ସମୟରେ ମୁଁ ଉପମୁଖ୍ୟ ସଚେତକ ଦାୟିତ୍ୱ ରେ ଥିଲି । ସେ ସବୁବେଳେ ମୋର ବଡ଼ ଭାଇ ଭଳି ବ୍ୟବହାର କରୁଥୁଲେ ଓ ମୋର ମାର୍ଗଦର୍ଶନ ମଧ୍ୟ କରୁଥୁଲେ । ସେ ଜଣେ ମେଳାପୀ, ହସମୁଖ, ମଜାକିଆ ମଣିଷ ସଙ୍ଗେ ସଙ୍ଗେ ସୁଦକ୍ଷ ସଙ୍ଗଠକ ଥିଲେ । ଓଡିଶା ରାଜନୀତି ରେ ତାଙ୍କର ବିୟୋଗ ଏକ ଅପୁରଣୀୟ ଶୂନ୍ୟସ୍ଥାନ ଅଟେ । ଇଷ୍ଟଦେବୀ ମାଁ ସମଲେଶ୍ବରୀ ଓ ପ୍ରଭୁ ଜଗନ୍ନାଥ ଙ୍କ ଠାରେ ତାଙ୍କର ପବିତ୍ର ଅମର ଆତ୍ମାର ଶାନ୍ତି ଓ ସତଗତି ପାଇଁ ପ୍ରାର୍ଥନା କରୁଛି । ତତ୍ ସଙ୍ଗେ ସଙ୍ଗେ ଶୋକ ଶନ୍ତପ୍ତ ପରିବାର ଓ ପିପିଲି ନିର୍ବାଚନ ମଣ୍ଡଳୀ ର ଜନସାଧାରଣ ଙ୍କୁ ସମବେଦନା ଜଣାଉଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like