-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||     

HOME   ଜିଲ୍ଲା

୨୦ତମ ରାଜ୍ୟ ସ୍ତରୀୟ ତିଲେଶ୍ୱର କପ୍ ଦିତୀୟ ଦିବସ ସମ୍ବଲପୁର କୁ ହରାଇ ସେମିରେ ଖୋର୍ଦ୍ଧା

27-Dec-2023



ବୌଦ୍ଧ/ହରଭଙ୍ଗା(ଦୁର୍ଯ୍ଯୋଧନ ବିଶି): ହରଭଙ୍ଗା ବ୍ଲକ୍ ତିଲେଶ୍ୱର ଲାଲ୍ ବାହାଦୁର ବିଦ୍ୟାପୀଠ ଖେଳ ପଡିଆ ଠାରେ ୨୦ ତମ ରାଜ୍ୟସ୍ତରୀୟ ତିଲେଶ୍ଵର କପ୍ ମଙ୍ଗଳବାର ଦ୍ୱିତୀୟ ଦିନ ରେ ପହଞ୍ଚିଛି । ଦ୍ୱିତୀୟ ଦିନ ଟୁର୍ନାମେଣ୍ଟ ରେ ସମ୍ବଲପୁର ମର୍ଣ୍ଣିଙ୍ଗ କ୍ଲବ ସହିତ ଖୋର୍ଦ୍ଧା ରଘୁନାଥ କ୍ଳବ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ଖେଳ ଦର୍ଶକ ମନଭରି ଉପଭୋଗ କରିଥିଲେ l ଏହି ଦ୍ୱିତୀୟ ଦିନ ମ୍ୟାଚରେ ମୁଖ୍ୟ ଅତିଥିଭାବେ ସମାଜସେବୀ ସୁବାସ ପ୍ରଧାନ, ସମ୍ମାନିତ ଅତିଥିଭାବେ ଏସ ବି ଆଇ ପୁରୁଣାକଟକ ଶାଖା ପରିଚାଳକ ଆକାଶ ପ୍ରଧାନ , ଲୁଣିବାହାଲ ସେବାସମବାୟ ଲିଃ ର ସମ୍ପାଦକ ସଂଜୀବ ପ୍ରଧାନ, ତିଲେଶ୍ୱର ପଞ୍ଚାୟତ ନାଏବ ସରପଞ୍ଚ ରାଜେଶ୍ୱରୀ ପ୍ରଧାନ ବଜାର ଆସୋସେସନ କମିଟିର ସଭାପତି ଅର୍ଜୁନ ପ୍ରଧାା ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଖୋର୍ଦ୍ଧା ଦଳ ଘନ ଘନ ଆକ୍ରମଣ ଜାରି ରଖି ମଧ୍ୟlନ୍ତର ପୂର୍ବରୁ ଦଳର ୭ନଂ ଜର୍ସି ଖେଳାଳି ପ୍ରଥମ ଗୋଲ ସ୍କୋର କରି ମ୍ୟାନ ଅଫ ଦି ମ୍ୟାଚ ରେ ପୁରସ୍କୃତ ହୋଇ ଆଜିର ମ୍ୟାଚରେ ଦଳକୁ ବିଜେତା କରି ସେମିଫାଇନାଲ ରେ ପହଞ୍ଚାଇ ଥିଲେ l ଆଜିର ଟୁର୍ନାମେଣ୍ଟରେ ମୁଖ୍ୟ ରେଫରି ଭାବେ ସେସଦେବ ବେହେରା, ଲାଇନ୍ସମ୍ୟାନ ଭାବେ ଶଲିଳ ବେହେରା, ପ୍ରତାପ ପ୍ରଧାନ ଖେଳକୁ ପରିଚାଳନା କରିଥିଲେ l ଆୟୋଜକ କମିଟିର ସମ୍ପାଦକ ଶୁଭ୍ରଜିତ ପ୍ରଧାନ, କୋଷାଧକ୍ଷ ନାରାୟଣ ମହାନ୍ତି, ବିକାଶ ମିଶ୍ର, ସିମୁନ ନାଏକ, ଚିକୁ ମହାନ୍ତି, ମିଟୁ ବେହେରାଙ୍କ ସମେତ ତିଲେଶ୍ୱର ବଜାର ଆସୋସେସନର ସମସ୍ତ କର୍ମକର୍ତ୍ତା ଖେଳରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026

You Might Also Like