-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||     

HOME   ଜିଲ୍ଲା

ଝରିଆଲ ପଞ୍ଚାୟତରେ ଆମ ସଂକଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ

27-Dec-2023



ବଙ୍ଗୋମୁଣ୍ଡା/ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ଠାରେ ଆମ ସଂକଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀରଙ୍କ ସଭାପତିତ୍ବରେ ସଂକଳ୍ପ ରଥକୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷକମୋର୍ଚ୍ଚା ସାଧାରଣ ସମ୍ପାଦକ, ବଙ୍ଗୋମୁଣ୍ଡା ବ୍ଲକ ସାଂସଦ ପ୍ରତିନିଧି ଅନିଲ ନାଏକ, ଜିଲ୍ଲା ପରିଷଦ ସଦସ୍ୟ ଜାମୁ ସୁନା, ବିଜେପି ମଣ୍ଡଳ ସଭାପତି ମୁନିରାମ ନାଗ, ଝରିଆଲ ସମିତି ସଭ୍ୟ ରାଜୁ ହାତୀ, ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ବ୍ଲକ ସାମ୍ବାଦିକ ସଂଘର ଉପସଭାପତି ଅନିଲ କୁମାର ତ୍ରିପାଠୀ, ସୋସିଆଲ ମିଡ଼ିଆ କୋଅର୍ଡିନେଟର ହେମନ୍ତ ସାହୁ ପ୍ରମୁଖ ଯୋଗଦେଇ ବିକାଶ ପ୍ରତି ସରକାରଙ୍କ ସଂକଳ୍ପବଦ୍ଧ କାର୍ଯ୍ୟକ୍ରମ ଯଥା ଆଦିବାସୀ ସମୁଦାୟ ପାଇଁ ସମ୍ମାନ, ଅଧିକାର, ସୁଯୋଗ, ଗରିବଙ୍କ ପାଇଁ ମୌଳିକ ଭିତ୍ତିଭୂମି ନିର୍ମାଣ, ଆତ୍ମନିର୍ଭର ଭାରତର ବିକାଶ ଇଞ୍ଜିନ, ଷ୍ଟାର୍ଟଅପ ଇଣ୍ଡିଆ, ଖାଦ୍ୟ ସୁରକ୍ଷା ଆଦି କାର୍ଯ୍ୟକ୍ରମ ବିଷୟରେ ବୁଝାଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ଅନନ୍ତ ପ୍ରସାଦ ବିଡିକା, ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂକୀର୍ତ୍ତନ ମାଝୀ ପରିଚାଳନା କରିଥିଲା ବେଳେ ପଞ୍ଚାୟତର ଓ୍ବାର୍ଡ ସଭ୍ୟ ଓ ପଞ୍ଚାୟତ କର୍ମଚାରୀ ମାନେ ସହଯୋଗ କରିଥିଲେ । ସିଏଚ ଓ , ଏଏନଏମ, ଅଙ୍ଗନବାଡ଼ି ସୁପର ଭାଇଜର, ଅଙ୍ଗନବାଡ଼ି କର୍ମଚାରୀ, ଆଶାକର୍ମୀ ମାନଙ୍କ ସହ ବହୁ ଜନସମାଗମ ହୋଇଥିଲା।


News Comment




Photo in News

Advertisment
Lastest News
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026

You Might Also Like