-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||     

HOME   ଜିଲ୍ଲା

କାମିୟା ଜାନିଙ୍କ ବିରୋଧରେ ସୋନପୁର ରେ ବିକ୍ଷୋଭ

27-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ବର୍ତ୍ତମାନ ସାରା ଓଡ଼ିଶା ରେ କାମିୟା ଜାନୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ସମିତି ସୋନପୁର ପକ୍ଷରୁ ଜଗନ୍ନାଥ ସଂସ୍କୃତି କୁ ନଷ୍ଟ ଭ୍ରଷ୍ଟ କରୁଥିବା କାମିୟା ଜାନୀ ଙ୍କ ବିରୋଧ ରେ ବିକ୍ଷୋଭ ପ୍ରଦର୍ଶନ ହେଇଥିଲା। ସେ ସୋସିଆଲ ମିଡିଆ ରେ ବିଫ୍, ବିଶୋଲା( ଗୋମାଂସ) ର ପ୍ରଚାର କରୁଥିବା ବେଳେ ସେ ମହାପ୍ରସାଦ ସେବନର ବ୍ଲଗ୍ କରିବା ସହ ତାକୁ ସୋସିଆଲ ମିଡିଆ ରେ ଭାଇରଲ ସହ ସେ ଶ୍ରୀ ମନ୍ଦିର କୁ ବେଆଇନ ଭାବେ ପ୍ରବେଶ ଘଟଣାକୁ ନେଇ ରାଜେନ୍ଦ୍ର ନାୟକଙ୍କ ନେତୃତ୍ବରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀପ କୁମାର ତ୍ରିପାଠୀ, ମଙ୍ଗୁ ସେଠୀ, ପ୍ରଦୀପ ପୁରୋହିତ, ନାରାୟଣ ସାହୁ, ଦଶଦିପ୍ତ ମହାପାତ୍ର, ରଶ୍ମୀ ରଞ୍ଜନ ଦାସ, ଗଣେଶ ପଧାନ, ସ୍ୱରୂପ ପାତ୍ର, ଶ୍ରୀକାନ୍ତ ସାହୁ, ଗଙ୍ଗା ତରିଆ, ସୁରେଶ ବିଶ୍ଵାଳ, ବାପି ଦାଶ, ଶ୍ରଦ୍ଧାଞ୍ଜଳି ମିଶ୍ର, ଗଣପତି ପାଢ଼ୀ, ସୁରେଶ ମିଶ୍ର, ଜନ୍ମଜୟ ପାଣିଗ୍ରାହୀ, ନରସିଂହ ପୁଷ୍ଟି, ସଞ୍ଜୟ ମହାପାତ୍ର, ରାଜେଶ ସିଂ, ହୃଷିକେଶ ଭୋଇ, ଜିତୁ ବଡମାଳି, ବଳଦେବ ପ୍ରସାଦ ବେଦବାକ, ଚନ୍ଦନ ପ୍ରହରାଜ, କେଦାର ଦାଶ ପ୍ରମୁଖ ଙ୍କ ସହ ଶତାଧିକ ବିକ୍ଷୋଭ କାରି ଜଗନ୍ନାଥଙ୍କ ସୁରକ୍ଷା ପାଇଁ ଦାବି କରିବା ସହିତ ବେଧର୍ମୀ କାମୀୟ ଜାନୀଙ୍କୁ ମନ୍ଦିର ପ୍ରଶାସନ ପ୍ରବେଶ କରାଇ ମନ୍ଦିରର ସୁରକ୍ଷାକୁ ବିପଦରେ ପକାଇଛି। ରକ୍ଷକ ଭକ୍ଷକ ହେଲେ ବଞ୍ଚାଇବ କିଏ ବୋଲି ସମିତି ପ୍ରଶ୍ନ କରିଥିଲା। ଏଣୁ ଜଗନ୍ନାଥ ସୁରକ୍ଷା ସମିତି ସୁବର୍ଣ୍ଣପୁର ତରଫରୁ କାମିଆ ଜାନୀ ଓ ତାଙ୍କ ସହଯୋଗୀଙ୍କ ବିରୋଧରେ ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026

You Might Also Like