-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||     

HOME   ଜିଲ୍ଲା

ଡିଗ୍ରୀ କଲେଜ କୁଶଙ୍ଗର ଶୀତଦିନିଆଁ ଜାତୀୟ ସେବା ଶିବିର ଉଦଯାପିତ

27-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ଡିଗ୍ରୀ କଲେଜ କୁଶଙ୍ଗ ନିକଟବର୍ତ୍ତୀ କୁଶମେଲ ଗ୍ରାମରେ ଚାଲିଥିବା ଶୀତଦିନିଆଁ ଜାତୀୟ ସେବା ଶିବିର ଉଦଯାପିତ ହୋଇଯାଇଛି l ଏହି ଗ୍ରାମରେ ସାତ ଦିନ ଧରି ପଚାଶ ଜଣ ସ୍ବେଛାସେବକଙ୍କ ଦ୍ୱାରା ଅଞ୍ଚଳର ସ୍ୱଛତା, ସ୍ୱାସ୍ଥ୍ୟ ସଚେତନା, ନାରୀଶିକ୍ଷାର ପ୍ରସାର, ଅନ୍ଧ ବିଶ୍ୱାସ ଦୂରୀକରଣ ଇତ୍ୟାଦି ଉପରେ କାମ କରା ଯାଇଥିଲା l ଶେଷ ଦିନରେ ସ୍ବେଛାସେବୀଙ୍କ ଦ୍ୱାରା ଏକ ରେଲି ର ଆୟୋଜନ କରାଯାଇ ସମାଜ ସଂସ୍କାର ଉପରେ ବିଭିନ୍ନ ସ୍ଲୋଗାନ ଦେଇ ଜନ ସମାଜକୁ ସଚେତନ କରା ଯାଇଥିଲା l ଏହା ସହିତ ବୀଣାକାଳିଆ ନାଚ ପରିବେଷଣ ମାଧ୍ୟମରେ ଦୁର୍ନୀତିମୁକ୍ତ ସମାଜ ଗଠନ ପାଇଁ ପ୍ରେରଣା ଗର୍ଭିତ ବାର୍ତ୍ତା ପ୍ରଚାର କରା ଯାଇଥିଲା l ପରିଶେଷରେ ଡ. ଅଜିତ ଭୋଇଙ୍କ ସଭାପତିତ୍ବ ରେ ଏକ ସଭାର ଆୟୋଜନ କରାଯାଇ ସମସ୍ତ ଛାତ୍ରଛାତ୍ରୀଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l ଏଥିରେ ସ୍ଥାନୀୟ ସରପଞ୍ଚ କୌସ୍ତୁଭ ସାହୁ, ସମିତି ସଭ୍ୟ ମହାଦେବ ବିଶ୍ୱାଲ, ବରିଷ୍ଠ ଅଧ୍ୟାପକ ଶମ୍ଭୁ ପ୍ରସାଦ ସାହୁ, ଅନନ୍ତ ଆର୍ଯ୍ୟ, ପ୍ରୋଗ୍ରାମ ଅଫିସର ଲକ୍ଷ୍ମଣ ମେହେର ମଞ୍ଚାସିନ ହୋଇ ବକ୍ତବ୍ୟ ରଖିଥିଲେ l ସଭା ଶେଷରେ ବର୍ଷାରାଣୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l ସମଗ୍ର କାର୍ଯ୍ୟକ୍ରମ ଭିତରେ ସ୍ବେଛାସେବୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ ବିଚିତ୍ରା ସମସ୍ତଙ୍କ ହୃଦୟକୁ ସ୍ପର୍ଶ କରିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026
  ଜିଲ୍ଲା  
ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   18-Mar-2026
  ଜିଲ୍ଲା  
*ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   18-Mar-2026
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026

You Might Also Like