-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାଥୀଙ୍କ ଉପରେ  ପୋଲିସାର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||     

HOME   ଜିଲ୍ଲା

ସୁଶୀଳ ଗୁରୁଙ୍କୁ ଏସଡିଓଙ୍କ ଆକ୍ରମଣର ପ୍ରତିବାଦରେ କେଆରଏମଏମର ବିକ୍ଷୋଭ

27-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା)-କୋସଲବାଦୀ ନେତା ତଥା ଖପ୍ରାଖୋଲ ବ୍ଲକସରପଞ୍ଚସଂଘର ସଭାପତି ସୁଶୀଳ ଗୁରୁ ହରିଶଙ୍କର ପର୍ଯ୍ୟଟନସ୍ଥଳିରେ ହେଉଥିବା ନିମ୍ନମାନର କାମକୁ ପ୍ରତିବାଦ କରିବାରୁ କଣ୍ଟାବାଞ୍ଜି ପୂର୍ତ୍ତବିଭାଗର ଏସଡିଓ ସିଦ୍ଧାର୍ଥ ଦାସ ମାଡମାରିଛନ୍ତି । ଏହି ଘଟଣାକୁ ନେଇ ବଲାଙ୍ଗୀର ଜିଲ୍ଲାରେ ତୀବ୍ର ପ୍ରତିକ୍ରୀୟା ପ୍ରକାଶ ପାଇଛି । ଜଣେ ନିର୍ବାଚିତ ପ୍ରତିନିଧି ତଥା ଦେବୋତ୍ତର କମିଟିର ସଭ୍ୟଙ୍କୁ ପୂର୍ତ୍ତବିଭାଗର ଏସଡିଓ ମାଡମାରିବା ଘଟଣାକୁ ବିଭିନ୍ନ ମହଲରେ ନୀନ୍ଦା କରାଯାଇଛି । କୋସଲବାଦୀନେତା ପ୍ରମୋଦ ମିଶ୍ର ଘଟଣାକୁ ନୀନ୍ଦା କରିବା ସହିତ ହରିଶଙ୍କରପୀଠର ଉନ୍ନୟନକାମରେ ହୋଇଥିବା ଦୁର୍ନିତୀର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି । ସେହିପରି ଜିଲ୍ଲା ସରପଞ୍ଚ ସଂଘର ସଭାପତି ବୀରବର ସାହୁ ମଧ୍ୟ ଘଟଣାକୁ ନୀନ୍ଦା କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି । ତେବେ ଏହି ଘଟଣାକୁ କୋସଲରାଜ୍ୟ ମୁକ୍ତିମୋର୍ଚ୍ଚା ଗୁରୁତର ସହିତ ନେଇଛି । ଜଣେ ସରକାରୀ କର୍ମଚାରୀ ତଥା ଉପକୂଳ ଅଞ୍ଚଳର ବ୍ୟକ୍ତି କିଭଳି ଭାବରେ ଜଣେ ନିର୍ବାଚିତ ପ୍ରତିନିଧି ସୁଶୀଳ ଗୁରୁଙ୍କୁ ଆକ୍ରମଣ କଲା ତାହାକୁ ତୀବ୍ରନିନ୍ଦା କରିବା ସହିତ ଆଜି ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି । କୋସଲରାଜ୍ୟ ମୁକ୍ତିମୋର୍ଚ୍ଚାର ଅଚ୍ୟୁତସିପୁନ ଖମାରୀ,କୋସଲସେନାର ସଭାପତି ତଥା କୁସମେଲ ସରପଞ୍ଚ କୌସ୍ତୁଭ ସାହୁ,ଯୁବକଂଗ୍ରେସନେତା ତଥା କୋସଲବାଦୀ ଯୁବନେତା ଗଣେଶ ସାହୁଙ୍କ ନେତୃତ୍ୱରେ ଶତାଧିକ ଯୁବକମାନେ ଗତକାଲି ସଂଧ୍ୟା ୮.୩୦ମିରେ ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୋସଲନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟସରକାର ତୁରନ୍ତ ହରିଶଙ୍କର ପର୍ଯ୍ୟଟନସ୍ଥଳିର ଉନ୍ନତିକରଣ କାମରେ ହେଉଥିବା ଦୁର୍ନୀତିର ତଦନ୍ତ କରାଇବା,ସଶୀଳ ଗୁରୁଙ୍କ ନାମରେ ଦିଆଯାଇଥିବା ମିଥ୍ୟାମାମଲା ପ୍ରତ୍ୟାହାର କରିବା ଓ ଆକ୍ରମଣକାରୀ ଏସଡିଓଙ୍କୁ ଗିରଫ ସହିତ ଚାକିରିରୁ ବହିସ୍କାର କରିବାକୁ ଦାବି କରାଯାଇଛି । ସେହିପରି ଜିଲ୍ଲା କୃଷକମହାସଂଘର ସଭାପତି ଜତି ପଧାନ ମଧ୍ୟ ସୁଶିଳ ଗୁରୁଙ୍କ ଉପରେ ହୋଇଥିବା ଆକ୍ରମଣକୁ ତୀବ୍ରନୀନ୍ଦା କରିଛନ୍ତି । ଆଜିର ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ କପିଳେଶ୍ୱର ଖମାରୀ,ମୂରଲିଧାରୀ ପତି,କୋସଲମୁକ୍ତି ମୋର୍ଚ୍ଚାର ଜିଲ୍ଲାସଭାପତି ବିକାଶ ସା,ଜନାର୍ଦ୍ଦନ ସିଂ,ଲୋକେଶ,ଜିତୁ ନାଏକ,ଓଁନାଥ ମିଶ୍ର,ଅଜୟ ନାଗ,ରମଣୀ ଭାଇ,ରାଜୁ ଭାଇଙ୍କ ସହିତ ଶତାଧିକ କୋସଲସଂଗ୍ରାମୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାଥୀଙ୍କ ଉପରେ  ପୋଲିସାର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026

You Might Also Like