-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ନର୍ଲା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡି ପ୍ରତିଷ୍ଠା ଦିବସ ପାଳିତ

27-Dec-2023



କର୍ଲାମୁଣ୍ଡା  (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା ବେଲଖଣ୍ଡି ସ୍ଥିତ ଐତିହାସିକ ଶୈବପୀଠ ଠାରେ ନର୍ଲା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡି ର ୨୭ ତମ ପ୍ରତିଷ୍ଠା ଦିବସ ପାଳିତହୋଇଯାଇଛି l ମରାମପୁର ସଭାପତି ଗୋବିନ୍ଦ ପ୍ରସାଦ ଶତପଥି ଙ୍କ ସଂଯୋଜନା ରେ ଆୟୋଜିତ ସଭାରେ ନର୍ଲା ବିଧାୟକ ଭୂପିନ୍ଦର ସିଂ ଯୋଗଦେଇ ସମସ୍ତ କର୍ମୀଙ୍କୁ ସଶକ୍ତି,ସମୃଦ୍ଧ ଓ ସ୍ୱାଭିମାନୀ ଓଡିଶା ଗଠନ ପାଇଁ ଶପଥ କରାଇଥିଲେ l ସେତାଙ୍କ ଉତବୋଧନ ରେ ବିଜେଡି ସୁପ୍ରିମୋ ନବୀନ ବାବୁଙ୍କୁ    ଷଷ୍ଠ ଥରପାଇଁ ଓଡିଶା ରେ ମୁଖ୍ୟମନ୍ତ୍ରୀ କରିବାକୁ ସଂକଳ୍ପ ନେବାସହ ଆଜିଠାରୁ ଅଭିଯାନ ଆରମ୍ଭ ହେଲାବୋଲି କହିଥିଲେ l ଏଥିରେ କଳାହାଣ୍ଡି ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ,କର୍ଲାମୁଣ୍ଡା ବ୍ଲକ ସଭାପତି ସୁରେନ୍ଦ୍ର ସାହୁ, ନର୍ଲା ବ୍ଲକ ସଭାପତି ପରେଶ ପଧାନ,ଜିଲ୍ଲା ଉପସଭାପତି ସାରଦା ପ୍ରସନ୍ନ ସ୍ୱାଇଁ,ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ,ବଲାଙ୍ଗୀର ଯୋନ ଛାତ୍ର  ବିଜେଡି ଜୋନାଲ ଉପ ସଭାପତି ସିନୁ ବେହେରା ଙ୍କ ସମେତ ଦଳୀୟ ଜିଲ୍ଲାପ୍ରରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ, ଯୁବ ଛାତ୍ର ସଭାପତି,ମହିଳା ଶାଖା ସଭାନେତ୍ରୀ, ମାନେ ଉଦବୋଧନ ଦେଇଥିଲେ l

କାର୍ଯ୍ୟକ୍ରମ ପରିଚାଳନା ରେ କର୍ଲାମୁଣ୍ଡା ଯୁବ ସଭାପତି ତାପସ ଭୋଇ, ନର୍ଲା ନିର୍ବାଚନ ମଣ୍ଡଳୀ ଛାତ୍ର ବିଜେଡି ସଭାପତି ଦେବେନ୍ଦ୍ର କୁମାର, କର୍ଲାମୁଣ୍ଡା ବ୍ଲକ ଛାତ୍ର ବିଜେଡି ସଭାପତି ସଲିମଶେଖର ରଣା, ଡିଜିଟାଲ ସଂଯୋଜକ ତ୍ରିଶଙ୍କ ରଣା,ଦିନ ବନ୍ଧୁ ସାହୁ,ବିରଞ୍ଚି ରଣା ନର୍ଲା, ମରାମପୁର, କର୍ଲାମୁଣ୍ଡା ଓ କେସିଙ୍ଗା ବ୍ଲକ ର ହଜାରହଜାର ପୁରୁଷ ଓ ମହିଳା କର୍ମୀ ଉପସ୍ଥିତ ଥିଲେ lତେବେ ଏହି କ୍ରମ ରେ ହଜାର ହଜାର ବିଜେଡି କର୍ମୀ ମାନେ ବିଶାଳ ମଟର ସାଇକେଲ ଶୋଭାଯାତ୍ରାରେ କର୍ଲାମୁଣ୍ଡା ଠୁଁ ବାହାରି ବେଲଖଣ୍ଡି ଠାରେ ପହଞ୍ଚିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like