-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟରେ ନୂଆ-ଓ,ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ*

27-Dec-2023



ନବରଙ୍ଗପୁର (ମିହିର ଶଙ୍କର ପ୍ରାତ୍ର ) ନବରଙ୍ଗପୁର ସ୍ନାତକ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ,ଯୁବ ଓଡ଼ିଶା -  ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଭାସ୍କର ନାଥ ବିଶ୍ଵାଳଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ  ନବରଙ୍ଗପୁର ବିଧାୟକ ଶ୍ରୀଯୁକ୍ତ ସଦାଶିବ ପ୍ରଧାନୀ ଓ ସମ୍ମାନିତ ଅତିଥି ଭାବେ ପୌରପାଳିକା ଅଧ୍ୟକ୍ଷ ଶ୍ରୀ କୁନୁ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦାହାଣ୍ଡି  ଶ୍ରୀମତୀ ରଶ୍ମିତା ମାଝୀ ଏବଂ ବିଶିଷ୍ଟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲାପାଳ ଡଃ. କମଳ ଲୋଚନ ମିଶ୍ର, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ, ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶାର ଜିଲ୍ଲା ନୋଡାଲ ଅଧିକାରୀ ବରିଷ୍ଠ ପ୍ରାଧ୍ୟାପକ ଶ୍ରୀଯୁକ୍ତ ଡି. ଗୋବିନ୍ଦା ରାଓ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଅତିଥିମାନେ ନୂଆ-ଓ, ଯୁବ ଓଡ଼ିଶା ନବୀନ ଓଡ଼ିଶାର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିବା ସହିତ ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ସାମଗ୍ରିକ ବିକାଶ ପାଇଁ ଛାତ୍ର ଛାତ୍ରୀମାନଙ୍କର ଲୁକ୍କାୟିତ କଳା,ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ ଏହା ଓଡ଼ିଶା ସରକାର ଙ୍କର ଏକ ଅଭିନବ ପ୍ରୟାସ ବୋଲି କହିଥିଲେ । ଛାତ୍ରଛାତ୍ରୀମାନେ ସାମାଜିକ ସେବା ମନୋଭାବ ନେଇ ନିଜର ଦକ୍ଷତା ପ୍ରତିପାଦନ କରି କର୍ତ୍ତବ୍ୟ ପଥରେ ଆଗେଇ ଯିବାକୁ ଯୁବଶକ୍ତିଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟରେ କ୍ରୀଡ଼ା, ସାହିତ୍ୟ,ସାଂସ୍କୃତିକ ଓ ସାମାଜିକ ସେବା ମୂଳକ  ବିଭିନ୍ନ ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ଓ  ପୁରସ୍କାର ଦେଇ ସମ୍ମାନୀତ କରାଯାଇଥିଲା । ଏହା ସହିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଶିଶୁ ଶ୍ରମିକ ଉପରେ "ଅଭୁଲା ଏ ଅତ୍ୟାଚାର" ନାମକ ଏକ ଛୋଟ ନାଟକ ପରିବେଷଣ କରାଯିବା ସହିତ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଇଥିଲା ।

ସମଗ୍ର କାର୍ଯ୍ୟକ୍ରମ ର ସଂଯୋଜନା ଅର୍ଥନୀତି ବିଭାଗ ର ମୁଖ୍ୟ ଶ୍ରୀ ଦିଲ୍ଲୀପ ହୋତା ଓ ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରସାଦ ହୋତା କରି ମଞ୍ଚ ପରିଚାଳନା କରିଥିବା ବେଳେ ଅଶୋକ ପାତ୍ର ଛାତ୍ରଛାତ୍ରୀମାନଙ୍କ ସହ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ପ୍ରମୁଖ  ଉପସ୍ଥିତ ରହି ସହଯୋଗ କରିଥିଲେ । ପରିଶେଷରେ ସରକାରଙ୍କ ଏହି ନୂତନ ଅଭିନବ ଯୋଜନାକୁ ଅଧ୍ୟକ୍ଷ ଡ଼. ବିଶ୍ବାଳ ଭୂୟସୀ ପ୍ରଶଂସା କରିବା ସହିତ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like