-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   (21-Jul-2026)       ||      ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ            (21-Jul-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   (21-Jul-2026)       ||      ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   (21-Jul-2026)       ||      ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||     

HOME   ଜିଲ୍ଲା

ଆନ୍ତରାଜ୍ୟ ଚନ୍ଦୁ ସାହାଣୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ନବରଙ୍ଗପୁର ଚାମ୍ପିଅନ

27-Dec-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲା ଜୁନାଗଡ ସହର ସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମ୍ ଠାରେ ଚାଲିଥିବା ଆନ୍ତରାଜ୍ୟ ଚନ୍ଦୁ ସାହାଣୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଆଜି ଫାଇନାଲ ଦିନ ଜୟପୁର ବନାମ  ନବରଙ୍ଗପୁର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଜୟପୁର ଦଳ  ପ୍ରଥମେ ଟସ୍ ଜିତି ଫିଲିଡ଼ିଂ କରିବାର ନିଷ୍ପତ୍ତି ନେଇଥିଲେ ।  ନବରଙ୍ଗପୁର ଦଳ ପ୍ରଥମେ ବ୍ୟାଟିଂ କରି  ୩୦ ଓଭରରେ ରେ   ୨୧୨/୯ ରନ୍ କରିଥିଲେ । ଏହାର ଜବାବ ରେ ଜୟପୁର ଦଳ ୨୯ ଓଭରରେ ରେ ସମସ୍ତ ୱିକେଟ ହରାଇ ୧୮୮ ରନ୍ ସଂଗ୍ରହ କରି ଥିଲା ୨୪ ରନ ରେ  ନବରଙ୍ଗପୁର ବିଜୟୀ ହେବା ସହ  ଚାମ୍ପିଅନ  ହୋଇଥିଲେ। 
ନବରଙ୍ଗପୁର ଦଳ ର ଅର୍ଜୁନ ମଲ୍ୟୟ ସୁନ୍ଦର ଖେଳ ପ୍ରଦର୍ଶନ କରି ୨୮ ରନ ଓ ୩ୱିକେଟ ନେଇ ମେନ୍ ଅଫଦିମ୍ୟାଚ ହେଇଥିଲେ ଓ ଟୁର୍ଣ୍ଣମେଣ୍ଟ ର ଭଲ ଖେଳାଳି ମେନ୍ଅଫଦି ସିରିଜ ନବରଙ୍ଗପୁର ଦଳ ର ରବି ସଂଗର ହେଇଥିଲେ ।
 ମ୍ୟାଚରେ ଅମ୍ପାୟାର ଭାବେ  ଅସିତ୍ ପଟ୍ଟନାୟକ, ଓ ଦିପେନ୍ ସାହୁ ଖେଳ ପରିଚାଳନା କରିଥିବା ବେଳେ ସ୍କୋରର  ପରମେଶ୍ବର ପୋଢ଼ ଓ ମୁନୁ ବେହେର, ନୀତିଶ ମହାପାତ୍ର, ବିନୟ ସାହୁ, ମାନସ ସାହୁ, ସତିଶ ପ୍ରଧାନ, ଯାଭିଦ ଖାନ ଧାରା ବିବରଣୀ ପ୍ରଦାନ କରିଥିଲେ । ଆଜିର ମ୍ୟାଚରେ  ଅତିଥି ଭାବେ  ଜୁନାଗଡ ବ୍ଲକ ଅଧ୍ୟକ୍ଷା ସବିତା ମେହେର, ଏନସି ଅଧକ୍ଷ ମୁକେଶ ଅଗ୍ରୱାଲ, ସମାଜ ସେବୀ ସନ୍ତୋଷ ସାହୁ, ଉଦ୍ଧବ ସାହୁ, ଶୈଳେଶ ସାହୁ, ଏନସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରେମଲାଲ ହିଆଲ, ସ୍ବର୍ଗତ ଚନ୍ଦୁ ସାହାଣୀଙ୍କ ଧର୍ମପତ୍ନୀ ପ୍ରଭାତୀ ସାହାଣୀ ,ଇଶ୍ଵର ପୁଝାରୀ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ନ୍ୟୁରେଡ଼ଷ୍ଟାର ସ୍ପୋର୍ଟସ କ୍ଲବର ସଭାପତି ହିମାଂଶୁ ଶେଖର ବରାଡ ଙ୍କ ନେତୃତ୍ଵ ରେ ମାନସ ସାହୁ, ଦିଲୀପ ପଣ୍ଡା, ସୁଶୀଲ ଠାକୁର, ନିହାର ପଣ୍ଡା, ରମଣୀ ପଣ୍ଡା, ସୁଜିତ୍ ପଣ୍ଡା, ମାନୁ ସାହୁ, ସୁଧାଂଶୁ ବାରାଡ, ପପୁ ଭଞ୍ଜ, କ୍ରୀଷ୍ଣା ନାଏକ, ବାପୁନି, ବଣ୍ଟି, ସୁରଜ୍,ରାଜା, ବିକି, ରାହୁଲ,ରଞ୍ଜନ, ଜିତୁ, କାଶୀ ଘି, ସୁରେଶ ବାଗ, କାଳିଆ କନ୍ଧପାନ ବିଶ୍ଵ ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି ଯୁବ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା   21-Jul-2026
  ଜିଲ୍ଲା  
ବଡଟିକ। ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ           21-Jul-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,*   21-Jul-2026
  ଜିଲ୍ଲା  
ଆଦର୍ଶ ଶିକ୍ଷକ ସୁଧୀର ଚନ୍ଦ୍ର କରଙ୍କ ସ୍ମୃତିଚାରଣ ସଭା   21-Jul-2026
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026

You Might Also Like