-+91-9937148622 |

prerana_bgr@rediffmail.com |

  Tuesday 21st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   (20-Jul-2026)       ||      ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   (20-Jul-2026)       ||      ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (20-Jul-2026)       ||      ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   (20-Jul-2026)       ||      ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   (20-Jul-2026)       ||      ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   (20-Jul-2026)       ||      ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   (20-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   (20-Jul-2026)       ||      ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   (20-Jul-2026)       ||      ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ    (20-Jul-2026)       ||      ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   (20-Jul-2026)       ||      ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   (20-Jul-2026)       ||      *ଜିଲ୍ଲା ବିଜେପି ପକ୍ଷରୁ ସଂପର୍କ ଅଭିଜାନ ଉତ୍ସବ*- *ସାଂସଦ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ବହୁ ବିଶିଷ୍ଟ ବ୍ୟକ୍ତି*   (20-Jul-2026)       ||      କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ଠାରେ ୧୧ ତମ ବିରାଟ ଧନୁଯାତ୍ରା ମସୋତ୍ସବ ବହୁ ଧୂମଧାମ ରେ ପାଳିତ

28-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ୍ ଅନ୍ତର୍ଗତ ଝାରମୁଣ୍ଡା ଠାରେ ବିରାଟ ଧନୁଯାତ୍ରା ମସୋତ୍ସବ ବହୁ ଧୁମ୍ ଧାମରେ ପାଳିତ ହୋଇଯାଇଛି l ଏହି ଉତ୍ସବ ଗତ 25 ତାରିଖ ରୁ ଆରମ୍ଭ ହୋଇ ଆଜି ତୃତୀୟ ଦିନରେ ପହଂଚିଛି l ଏହା ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ଚାଲିବ, ଆଜିର ତୃତୀୟ ରଜନୀ ରେ ଗୋପପୁର ଠାରେ ନନ୍ଦୋତ୍ସବ ଓ ପୁତନା ବଧ ନାଟ୍ୟାଭିନୟ ପ୍ରଦର୍ଶିତ ହୋଇଥିଲା।ଏହି ଗୋପପୁର ନଗରୀ କୁ ଗ୍ରାମର ତଳିପଡ଼ା ଠାରେ ନିର୍ମିତ ରଙ୍ଗମଞ୍ଚ ରେ ଅନୁଷ୍ଠିତ ହୋଇଥିଲା l ପ୍ରଥମେ ଆଜି ଏହି ଗୋପ ନଗରୀର ଉଦ୍ଘାଟନ କରା ଯାଇଥିଲା l ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ କର୍ତ୍ତା ଦାୟିତ୍ଵ କୁଲାଉ ଥିବା ଗ୍ରାମର ଶ୍ରୀ ନଟବର ଧରୁଆ ଫିତା କାଟି ଶୁଭ ଉଦ୍ଘାଟନ କରିଥିଲେ। ଏହି ସମୟରେ ଗ୍ରାମର ବହୁବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ l

ସେମାନେ ହେଲେ ଧନୁଯାତ୍ରା ଆୟୋଜନ କମିଟିର ସଭାପତି ଆନନ୍ଦ ମେହେର,  ଶ୍ରୀ ଯୁବରାଜ ସାହୁ, ସତ୍ୟବାଦୀ ସାହୁ, ଶିବ ସାହୁ, ଗୋକୁଲା ସାହୁ, ଗିରିଧାରୀ ଗୁରୁ, ଲେକ୍ରୁ ମଲ୍ଲିକ, ଅବଦୂତ ସାହୁ, ବାସୁଦେବ ପୁଟେଲ, ଅଭିମନ୍ୟୁ ଧରୁଆ, ଗୋପପୁର କମିଟି ଗୋପାଳ ଧରୁଆ, ଶେଷଦେବ ଗୁରୁ, ଧନସିଂ ଧରୁଆ, ସୁରଥ ସାହୁ, ହେମସାଗର ସାହୁ, ପ୍ରମୁଖ ଯୋଗ ଦେଇଥିଲେ l ଏହି ସମସ୍ତ କାର୍ଯକ୍ରମ କୁ ସଂଯୋଜନା ତଥା ପରିଚାଳନା କରିଥିଲେ ସାଂସଦ ଙ୍କ ପ୍ରତିନିଧି ଶ୍ରୀ ବାଳକୃଷ୍ଣ ଧରୁଆ l ତା ସଙ୍ଗେ ସଙ୍ଗେ ଯାତ୍ରା କମିଟି ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l ଅତି ସୁନ୍ଦର ଭାବରେ କୃଷ୍ଣ ଜନ୍ମ, ରାଜା ଉଗ୍ରସେନ ଦେବକୀ ବାସୁଦେବ ଙ୍କ ପାଖକୁ ଗମନ ଓ କୃଷ୍ଣ ଙ୍କୁ ଯୋଷୋଦା ପାଖରେ ପହଞ୍ଚାଇବା ତଥା ପୁତନା ବଧ ଚରିତ୍ର ଉପରେ ଅତି ଚମତ୍କାର ଅଭିନୟ ପ୍ରଦର୍ଶନ କରା ଯାଇଥିଲା। ଛୋଟ ଛୋଟ ଶିଶୁ କଳାକାର ମାନେ ବହୁ ସୁନ୍ଦର ଅଭିନୟ ପ୍ରଦର୍ଶନ କରି ଦର୍ଶକଙ୍କୁ ଭାବ ବିହ୍ୱୋଲ କରିଥିଲେ l ଏହି ଯାତ୍ରା ଉପଲକ୍ଷେ ମିନାବଜାର, ବିଭିନ୍ନ ପ୍ରକାରର ଦୋଳି,ସାଂସ୍କୃତିକ କାର୍ଯକ୍ରମ ମାନ ଆୟୋଜନ ହେଉଅଛି l ଲୋକେ ବେଶ୍ ଉତ୍ସାହ ର ସହିତ ଯାତ୍ରାକୁ ଉପଭୋଗ କରୁଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ହିତ ହେଲେ ବରପାଲି ଆକାଶର ଧ୍ରୁବତାରା ବିଶିଷ୍ଟ ସମାଜସେବୀ ଧ୍ରୁବ ଚରଣ ମେହେରଙ୍କ ପରଲୋକ   20-Jul-2026
  ଜିଲ୍ଲା  
ଦ୍ୱିତୀୟ ଦିନ ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍♦️ ୧୧ ବର୍ଷ ବାଳକ ଫାଇନାଲରେ ସମର୍ଥ ଓ ଅର୍ଣ୍ଣବ ମୁକାବିଲା   20-Jul-2026
  ଜିଲ୍ଲା  
ବଡ଼ଗାଁ ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ବରପାଲିରେ ରାଜ୍ୟ ସ୍ତରୀୟ ଶ୍ରୀ ଜଗନ୍ନାଥ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ।   20-Jul-2026
  ଜିଲ୍ଲା  
ହେରା ପଞ୍ଚମୀରେ ଗୁଣ୍ଡିଚା ଆଡ଼ପ ମଣ୍ଡପରେ ପ୍ରଭୁଙ୍କ ରାମ-ଲକ୍ଷ୍ମଣ ଅବତାର ବେଶ   20-Jul-2026
  ଜିଲ୍ଲା  
ସିଂଘିଯୁବା ପଞ୍ଚାୟତ କାର୍ଯ୍ୟାଳୟରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ   20-Jul-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କ ବଦଳି ସ୍ଥଗିତ ଦାବୀରେ ଗ୍ରାମବାସୀ ସ୍କୁଲରେ ତାଲା ମାରିଲେ ।   20-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ବେଶ ଦର୍ଶନ ଓ ସାଂସ୍କୃତିକ କାର୍ଯ୍ୟ କ୍ରମ ପାଇଁ ଚଳ ଚଞ୍ଚଳ ଶ୍ରୀ ଗୁଣ୍ଡିଚା ମନ୍ଦିର*-   20-Jul-2026
  ଜିଲ୍ଲା  
ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରାର ଭବ୍ୟ ଆୟୋଜନ*   20-Jul-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ରେ ରୌପ୍ୟ ଜୟନ୍ତୀ♦️♦️ ରଥଯାତ୍ରା ଅବସରରେ ନିଆରା କାର୍ଯ୍ୟକ୍ରମ   20-Jul-2026
  ଦେଶ ବିଦେଶ  
ଅଳ୍ପରେ ଦେଶ ବିଦେଶର ଅନେକ ଖବର.....   20-Jul-2026
  ଜିଲ୍ଲା  
ଦିଗୁଲମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ   20-Jul-2026

You Might Also Like