-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର    (15-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   (15-Mar-2026)       ||      ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   (14-Mar-2026)       ||      ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା    (14-Mar-2026)       ||      ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   (14-Mar-2026)       ||      ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   (14-Mar-2026)       ||      ମାୟାବର୍ହା ରେ ଗଣିତ ଦିବସ   (14-Mar-2026)       ||      *ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||     

HOME   ଜିଲ୍ଲା

ଘନ କୁହୁଡି ଯୋଗୁଁ ଟ୍ରକ କୁ ପିଟିଲା ପିକନିକ ବସ, ୮ଜଣ ଆହତ ୨ ଗୁରୁତର

28-Dec-2023



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଭୋର ୫ ଟା ବେଳେ ସୋନପୁର ବଲାଙ୍ଗିର ମୁଖ୍ୟ ରାସ୍ତା ଏନଚ ୫୭ ହରଡଖୋଲ ଖମ୍ବେଶ୍ୱରୀପାଲି ମଝିରେ ଏକ ବସ  ଟ୍ରକକୁ ପଛପଟୁ ଧକ୍କା ଦେଇଥିବା ଜଣାପଡ଼ିଛି। ସୁଚନା ଯୋଗ୍ୟ ଯେ ସୋନପୁର ବଡ଼ବଜାର ନୂଆପଡା ଠାରେ ଥିବା ଶ୍ରୀ ମେହେର ଙ୍କ ଓଏ ଆଇସି କମ୍ପ୍ୟୁଟର ସେଣ୍ଟରର ଛାତ୍ରଛାତ୍ରୀମାନେ ଭୋଲେନାଥ ନାମକ ଏକ ବସ ଯୋଗେ କେଉଁଝର ପିକନିକ ପାଇଁ ଯାଇ ଫେରୁଥିବା ବେଳେ ଗନ୍ତବ୍ୟ ସ୍ଥଳରୁ ମାତ୍ର ୧୫ କିମି ଦୂରରେ ସିଆଲଜୁରୀ ଠାରେ ଏକ ଟ୍ରକ୍ ବେଆଇନ ଭାବେ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଘନ କୁହୁଡି ଯୋଗୁଁ ଟ୍ରକ୍ ପଛପଟେ ଧକ୍କା ଦେଇଥିଲା ବସ। ଏଥିରେ ଡ଼୍ରାଇଭର ସହିତ ୭ ଜଣ ଆହତ ହୋଇ ସୋନପୁର ମେଡିକାଲ ରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ମଧ୍ୟରୁ ୪ ଜଣ ଛାତ୍ର ବୌଦ୍ଧ ଜିଲ୍ଲା ଗବଜୁରୀ ର ବାଦଲ ସାହୁ, ଝିଙ୍କି ର ସୁରଥ ଗହିର ଙ୍କ ସହ ଅନ୍ୟ ୨ ଜଣ ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନନ୍ତରିତ ହୋଇଥିବା ଜଣାପଡ଼ିଛି। ସୋନପୁର ଡ଼ାକ୍ତରଖାନାରେ ସୋନପୁର ଆଇଆଇସି ପଦ୍ମାସିନୀ ମେହେର ଉପସ୍ଥିତ ରହି ଆହତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ଚିକିତ୍ସା ବ୍ୟବସ୍ଥା କୁ ତ୍ୱରାନ୍ୱିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର   15-Mar-2026
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   15-Mar-2026
  ଜିଲ୍ଲା  
ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   14-Mar-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା   14-Mar-2026
  ଜିଲ୍ଲା  
ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   14-Mar-2026
  ଜିଲ୍ଲା  
ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   14-Mar-2026
  ଜିଲ୍ଲା  
ମାୟାବର୍ହା ରେ ଗଣିତ ଦିବସ   14-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   14-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026

You Might Also Like