-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||     

HOME   ଜିଲ୍ଲା

ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ପାତାଳ ଗଙ୍ଗାରେ

28-Dec-2023




ବୋଡ଼େନ -  (ଡୋଲେସ୍ବର ଵାଗ )ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ତୀର୍ଥସ୍ଥଳ ପାତଲଗଙ୍ଗାର ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ତଥା ଖଡ଼ିଆଳ ବିଧାନସଭା ମଣ୍ଡଳୀର ବିଧାୟକ ପଦବୀର ଆଶାୟୀ ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ ଅଧ୍ୟକ୍ଷତାରେ  ଏକ ବିରାଟ ସଭା ଆୟୋଜିତ ହୋଇଥିଲା। ସଭାରେ ଜିଲ୍ଲା ବିଜେଡି ସହ ସମ୍ପାଦକ ତଥା ଆଇନଜିବୀ ଯୋଗେନ୍ଦ୍ର ନାଥ ମାଝୀ ଅତିଥି ପରିଚୟ ପ୍ରଦାନ ସହିତ ମଞ୍ଚ ପରିଚାଳନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ନୂଆପଡ଼ା ବି ଜେ ଡି  ଜିଲ୍ଲା କାର୍ଯ୍ୟକାରୀ ସଭାପତି ଚିତ୍ତରଞ୍ଜନ ବେହେରା , ଜିଲ୍ଲା ମହିଳା ସଭାନେତ୍ରୀ ସରସ୍ଵତୀ ବାଗ , ଜିଲ୍ଲା ପରିଷଦ ସଭ୍ୟା ସ୍ମୃତି ସିଂ ମାଝୀ , ତନୟା ଶବର , ମାଲ୍ୟବନ୍ତ ସୁନା, ପୁଷ୍ପାଞ୍ଜଳି ଗୁଆଲ୍,, ଯାଜ୍ଞସେନି କଟା, ଜିଲ୍ଲା ଛାତ୍ର ସଭାପତି ଅମିତ ସିଂହ ଦେଓ, ବୋଡ଼େନ ବ୍ଲକ ସଭାପତି ଲୋକନାଥ ଛତ୍ରିଆ , ସିନାପାଲି ବ୍ଲକରୁ ଗରୁଡ଼ଧ୍ଵଜ୍ ବେହେରା,  ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟା  ମନ୍ଦାକିନୀ ବଘେଲ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାଣ୍ଡେ , ଶେଫାଳୀ ସଲମା , ମିନତି କାଣ୍ଡ , ଭଇଁଶାଦାନି ସରପଞ୍ଚ ଗିରିଜା ମାଝୀ, ସୁନାପୁର ସରପଞ୍ଚ ମୁକ୍ତା ରାଉତ, ଜିଲ୍ଲା ଯୁବ ସଭାପତି ମହେନ୍ଦ୍ର ସୁନାନି, ଯୋଗେନ୍ଦ୍ର ପାଣ୍ଡେ, ବୋଡ଼େନ ବ୍ଲକ ଯୁବ ସଭାପତି ଦିଗପାଳ ନାଗ , ସିନାପାଲି ଯୁବ ସଭାପତି ଇନାୟାତ ଖାଁ, ପରଖିତ ସତନାମି, ଅଭିଳାଷ ଗୁଆଲ ପ୍ରମୁଖ ଅତିଥି ଭାବେ ମଞ୍ଚ୍ଛାସିନ ଥିଲେ। ଏହି ସଭାରେ ଆଗାମୀ ୨୦୨୪ ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ଉପରେ ଓ ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ବିଜେଡ଼ି ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡ଼ିକୁ  ଲୋକମାନଙ୍କ ନିକଟରେ ଉପସ୍ଥାପନ କରିଥିଲେ। ଆଗାମୀ ନିର୍ବାଚନରେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ବିଧାୟକ  ଜିତାଇବୁ ବୋଲି ଶପଥ ପାଠ  କରାଯାଇଥିଲା। ଏଥିରେ ସନ୍ଦୀପ ଦଣ୍ଡସେନା, ସୂର୍ଯ୍ୟପ୍ରକାଶ ଦେଓ, ମମତା ଥପ୍ପା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀକାନ୍ତ ସିଂ ମାଝୀ ଓ ପ୍ରବୀଣ ନିଆଲ ପ୍ରମୁଖଙ୍କ ସମେତ ବିଜେଡିର କର୍ମୀ ତଥା ସାଧାରଣ ଜନତା ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026
  ଜିଲ୍ଲା  
ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   19-Jul-2026
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026

You Might Also Like