-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||     

HOME   ଜିଲ୍ଲା

ଗୋଣ୍ଡୱାନା ଛାତ୍ର ସଙ୍ଗଠନ ତରଫରୁ ଶୀତ ବସ୍ତ୍ର ବଣ୍ଟନ

28-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଗତ ବୁଧବାର ଦିନ ସନ୍ଧ୍ୟା 5 ଘଣ୍ଟା ସମୟରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ଝlରମୁଣ୍ଡା, ପରଧିଆପାଲି, ମନସାପାଲି, ଲୁଚିକିବାହାଲ ଠାରେ ଗୋଣ୍ଡୱାନା ଛାତ୍ର ଆୟୋଜନ ସମିତି ତରଫରୁ ଗୋଣ୍ଡ ସମାଜ ର ଅସହାୟ ବୃଦ୍ଧବୃଦ୍ଧାଙ୍କୁ ଶୀତକାଳରେ ଶୀତ ବସ୍ତ୍ର ପ୍ରଦାନ କରାଯାଇଛି l ଏହି ବସ୍ତ୍ର ବଣ୍ଟନ ସମୟରେ ଜି ଏସ ୟୁ ସଭାପତି ଲଳିତ ମୋହନ ପୁଟା, ଗୋଣ୍ଡୱାନା ଗୋଣ୍ଡ ଜିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ, ଜି ଏସ ୟୁ ସଂପାଦକ ଚନ୍ଦ୍ରଶେଖର କୁଅଁର, ବ୍ଲକ ସଭାପତି ଭୁବନେଶ୍ୱର ଧରୁଆ, ଦେବେନ୍ଦ୍ର ପୁଟା, ରାଜ୍ୟ ସଭ୍ୟ ପବିତ୍ର ଧରୁଆ, ଭଗବାନ ଧରୁଆ, ଗୋପାଳ ଧରୁଆ ଇତ୍ୟାଦି ପ୍ରମୁଖ ସମାଜ ର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଶୀତ ବସ୍ତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026

You Might Also Like