-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||      *ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   (18-Jul-2026)       ||      ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   (18-Jul-2026)       ||      *ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   (18-Jul-2026)       ||      ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||     

HOME   ଜିଲ୍ଲା

ଦିନବେଳା ଡାବୁଗାଁ ମୁଖ୍ୟ ରାସ୍ତାରେ ହାଇୱା ଗାଡି ଚଳାଚଳ ଯୋଗୁଁ ବଡୁଛି ଟ୍ରାଫିକ ସମସ୍ୟା*

28-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,) ଡାବୁଗାଁ ଅଂଚଳାରେ ଦିନ ଦ୍ବିପ୍ରହରରେ ଜନଗହଳିପୂର୍ଣ୍ଣ ଅଣ ଓସାରିଆ ରାସ୍ତା ଦେଇ ବଡ଼ ବଡ଼ ୧୦ ଚକିଆ ୧୨ ଚକିଆ ଟ୍ରକ,ବାଲି ବୋଝେଇ ହାଇୱା ଗାଡି ଗୁଡିକ ଚଳାଚଳ କରୁଥିବାରୁ ରାସ୍ତା ଜାମ ହେବା ସହ ବିଭିନ୍ନ ସମୟରେ ଦୁର୍ଘଟଣା ଅଘଟଣ ଘଟି ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଏପରିକି ଜରୁରୀକାଳୀନ ପରିସ୍ଥିତିରେ ଆମ୍ବୁଲାନ୍ସ ଓ ଅଗ୍ନିଶମ ସେବା ପରି ଅତ୍ୟାବଶ୍ୟକ ମୌଳିକ ସେବା ବ୍ୟାହତ ହେଉଛି । ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।ନବରଙ୍ଗପୁର ଜିଲ୍ଲା, କୋଷାଗୁମଡା,ପାପଡାହାଣ୍ଡି ତଥା ଡାବୁଗାଁ ବ୍ଲକ ଅଧିନ ବିଭିନ୍ନ ଘାଟରୁ ବାଲି ବୋଝେଇ କରି ଶହ ଶହ ହାଇୱା ଗାଡି ଗୁଡିକ ଦିନ ଓ ରାତିରେ ଜନଗହଳି ପୂର୍ଣ ରାସ୍ତାରେ ଯାତାୟାତ କରୁଛି । ଭାରିଯାନ ଗୁଡିକ ଚଳପ୍ରଚଳ ଯୋଗୁଁ ପୂର୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ଦବି ଯାଇ ଶହ ଶହ ଖାଲଖମା ସୃଷ୍ଟି ହୋଇଛି । ଡାବୁଗାଁ ବସଷ୍ଟାଣ୍ଡ ଚାରି ଛକଠାରୁ ବିଭିନ୍ନ ବ୍ଲକକୁ ସଂଯୋଗ କରୁଥିବା ରାସ୍ତା ସମେତ ବାଇପାସ ରାସ୍ତା, ଗୁଡିକର ଶୋଚନୀୟ ଅବସ୍ଥାକୁ ନେଇ ଅଂଚଳବାସୀ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ଉପରୋକ୍ତ ରାସ୍ତା ଦେଇ ଯାତାୟାତ ନିମନ୍ତେ ବିଶେଷ କରି ବାଇକ ଚାଳକ ମାନେ ଅସୁବି ଧାର ସମ୍ମୁଖୀନ ହେଉଛନ୍ତି।

ବିଭିନ୍ନ  ସ୍ଥାନରେ ହାଇୱା ଗାଡି ଗୁଡିକ ରାତି ୧୦ ଟାରୁ ସକାଳ ୭ଟା ସମୟ ମଧ୍ୟରେ ରାସ୍ତାରେ ଯାତାୟାତ ବନ୍ଦ ଥିବା ବେଳେ କେବଳ ନବରଙ୍ଗପୁର ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳୁଛି । ଏନେଇ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିବା ଆବଶ୍ୟକ ମାନେ ହେଉଛି । କାରଣ ଦିନ ଓ ରାତିରେ ସଦା ସର୍ବଦା ଭାରିଯାନ ଗୁଡିକ ଯାତାୟାତ କରୁଛି । ଯାହାକି ଅଞ୍ଚଳବାସୀଙ୍କ ପାଇଁ ଅସନ୍ତୋଷ ଓ ବିପଦର କାରଣ ପାଲଟିଛି । ସକାଳ ୭ଟା ପର ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ହାଇୱା ଗାଡି ଗୁଡିକ ରାସ୍ତାରେ ଚଳାଚଳ ବନ୍ଦ ନିମନ୍ତେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ  ଅଞ୍ଚଳର ଜନସାଧାରଣ ଦାବି କରୁଛନ୍ତି । ନବରଙ୍ଗପୁର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକ ଏଥୁପ୍ରତି ଦୃଷ୍ଟିଦେବାକୁ ଦାବି ହେଉଛି। 

*ବି:ଦ୍ର:-ସକାଳ ୭ଟା ପର ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ହାଇୱା ଗାଡି ଗୁଡିକ ରାସ୍ତାରେ ଚଳାଚଳ ବନ୍ଦ ନିମନ୍ତେ  ନବରଙ୍ଗପୁର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକ ଏଥୁପ୍ରତି ଦୃଷ୍ଟିଦେଲେ କିଛିମାତ୍ରାରେ ସମସ୍ୟା ସମାଧାନ ହଇଥାନ୍ତା*


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   18-Jul-2026
  ଜିଲ୍ଲା  
କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ   18-Jul-2026
  ଜିଲ୍ଲା  
ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   18-Jul-2026
  ଜିଲ୍ଲା  
ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   18-Jul-2026
  ଜିଲ୍ଲା  
ବରପାଲି ରେ ପଞ୍ଚାୟତ ସମିତି ବୈଠକ   18-Jul-2026
  ଜିଲ୍ଲା  
*ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   18-Jul-2026
  ଜିଲ୍ଲା  
*ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   18-Jul-2026
  ଜିଲ୍ଲା  
*ଓଡ଼ିଶା ସାମ୍ୱାଦିକ ସଂଘ ପକ୍ଷରୁ ବଲାଙ୍ଗିର ସାଂସଦ ଙ୍କୁ ଦାବୀ ପତ୍ର ପ୍ରଦାନ*-   18-Jul-2026
  ଜିଲ୍ଲା  
ନର୍ଲା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଜାତୀୟ ସ୍ତରରେ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ   18-Jul-2026
  ଜିଲ୍ଲା  
*ଦୁର୍ଘଟଣା ରେ ଅଙ୍ଗନବାଡି କର୍ମୀ ମୃତ,ଅଙ୍ଗନବାଡି ସଂଘ ତରଫରୁ ଜାତୀୟ ରାଜପଥ ଅବରୋଧ*   18-Jul-2026
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026

You Might Also Like