-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   (18-Jul-2026)       ||      ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   (18-Jul-2026)       ||      ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ୨୭ତମ ବିଜେଡି ପ୍ରତିଷ୍ଠା ଦିବସ ବାଧକ ନ ସାଜି ସହଯୋଗ କଲେ ଅଂଚଳର ବିକାଶ ସମ୍ଭବ :ମହୀଧର

28-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ଓଡିଶା ରେ ବିଜେଡି ଶାସନ କ୍ରମାଗତ ଭାବେ ୨୬ପୁରି ୨୭ବର୍ଷରେ ପଦାର୍ପଣ କରିବା ସହ ଲଗାତାର ଶାସନର ପଞ୍ଚମ ପାଳି ଆରମ୍ଭ କରିଥିବା ଉପଲକ୍ଷେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର କଣ୍ଟାମାଳ ହାଇସ୍କୁଲ ପଡିଆରେ ମଙ୍ଗଳବାର ବିଜେଡି ଦଳ ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରିଛି l  ଏହି ଅବସରରେ କଣ୍ଟାମାଳ ସତସଙ୍ଗ ବିହାର ସ୍ଥିତ ବିଜୁ ପଟ୍ଟନାୟକଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ପରେ ଏକ ବିଶାଳ ଶୋଭାଯାତ୍ରାରେ ଆସି ହାଇସ୍କୁଲ ପଡିଆରେ ଆୟୋଜିତ ପ୍ରତିଷ୍ଠା ସମାବେଶ ଠାରେ ପହଂଚିଥିଲେ  l   ବିଜେଡି ଜିଲ୍ଲା ସଭାପତି ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିଧାୟକ ମହୀଧର ରଣାଙ୍କ ନେତୃତ୍ୱରେ ଆୟୋଜିତ ସମାବେଶକୁ ଜିଲ୍ଲା ସଂଗଠକ ପ୍ରଶାନ୍ତ ରଣା ସଂଯୋଜନା କରିଥିଲେ  l  ବିଧାୟକ ମହୀଧର ରଣାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ ରଞ୍ଜନ ନାୟକ, ସହପର୍ଯ୍ୟବେକ୍ଷକ ସୁବୋଧ ପ୍ରଧାନ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, କଣ୍ଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ଜିଲ୍ଲାପରିଷଦ ସଭ୍ୟା ସୁମିତ୍ରା ସାହୁ,ରାଜ୍ୟ ବିଜେଡି ସମ୍ପାଦକ ସୁଧୀର ମହାକୁଡ଼, ବ୍ଲକ ବେଜେଡି ସଭାପତି ପ୍ରେମରାଜ ରଣା, ବରିଷ୍ଟ ବିଜେଡି ନେତା ରମଣି ରଞ୍ଜନ ପ୍ରଧାନ,ଘନଶ୍ୟାମ ବୁଡ଼େକ, ପବିତ୍ର ରଣା,ରାଧାବଲ୍ଲଭ ପ୍ରଧାନ, ସୁରେଶ ଚନ୍ଦ୍ର ରଣା,  କାମପାଳ ବସ୍ତିଆ, ଦେବୀପ୍ରସାଦ ନାୟକ, ଜାନି ସେନାପତି,ପଞ୍ଚାନନ ସାହୁ,ସନ୍ତୋଷ ଦନ୍ତା, ଶତ୍ରୁଘନ ଶତପଥି ସମେତ ସରପଞ୍ଚ, ସମିତିସଭ୍ୟ,ବିଜୁ ଯୁବ, ବିଜୁ ଛାତ୍ର, ବିଜୁ ମହିଳା ମୋର୍ଚ୍ଚା ବିଜେଡି ନେତା କର୍ମକର୍ତ୍ତା ପ୍ରମୁଖ ଯୋଗଦେଇଥିଲେ l  ସାଧାରଣ ସଭାରେ ବିଜେଡି ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ତଥା ଜନକଲ୍ୟାଣକାରୀ ଯୋଜନା ଓ ସଫଳତା ଗାନ କରିଥିଲେ  l ଓଡିଶା ରେ ନବୀନ ପଟ୍ଟନାୟକ ଙ୍କ ନେତୃତ୍ଵାଧୀନ ବିଜେଡି ସରକାର ଆଞ୍ଚଳିକ ଦଳ ଭାବେ ରାଜ୍ୟରେ ସ୍ଵଚ୍ଚ, ନିର୍ମଳ ଓ ପ୍ରଗତିଶୀଳ ଶାସନ ଯୋଗୁଁ କ୍ରମାଗତ ଭାବେ ଲୋକଙ୍କ ପ୍ରିୟଭାଜନ ହୋଇପାରିଛି l  ତାଜ୍ୟର ପ୍ରଗତି ଓ ଉନ୍ନତିକୁ ତ୍ୱରାନ୍ୱିତ କରିବାକୁ ବିଜେଡି ସରକାର ଦୃଢ଼ ସଂକଳ୍ପ ବଦ୍ଧ ତେଣୁ ବାଧକ ନ ସାଜି ସହଯୋଗ କଲେ ଅଂଚଳର ବିକାଶ ସମ୍ଭବ ବୋଲି ବିଧାୟକ ଶ୍ରୀ ରଣା କହିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଇଆଇଏମ ସମ୍ବଲପୁରରେ ୮ମ ପିଏଚ୍‌ଡି ବ୍ୟାଚ୍ ଏବଂ ୭ମ ପିଏଚ୍‌ଡି–କାର୍ଯ୍ୟରତ ପେଶାଜୀବୀ (PhD-WP) ବ୍ୟାଚ୍ (୨୦୨୬)ର ସ୍ୱାଗତ   18-Jul-2026
  ଜିଲ୍ଲା  
ମେରା ଯୁବ ଭାରତ ସମ୍ବଲପୁର ପକ୍ଷରୁ ଜିଲ୍ଲା ପରାମର୍ଶଦାତା ଓ ଜିଲ୍ଲା ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ   18-Jul-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026

You Might Also Like