-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

28-Dec-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲମୁଠି ଠାରେ ଦୀର୍ଘ ଏକ ମାସ ଧରି ଚାଲିଥିବା ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସରକାରଙ୍କ ଏହି ଯୋଜନା ପ୍ରଣୟନ ଯୋଗୁଁ ଅଧ୍ୟୟନରତ ଛାତ୍ରୀ ମାନଙ୍କ ସାମଗ୍ରିକ ବିକାଶ ସହିତ ତାଙ୍କ ପ୍ରତିଭାର ଦକ୍ଷତା ବୃଦ୍ଧି ପାଇଛି ବୋଲି କହିଥିଲେ ।ଏଥିରେ ସମ୍ମାନିତ ଅତିଥି ଭାବେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ଯୋଗଦେଇ ବିଦ୍ୟାଳୟରେ ଦିଆଯାଉଥିବା ଶିକ୍ଷାକୁ ଠିକ ମାର୍ଗରେ ଗ୍ରହଣ କରି ସମାଜରେ ପ୍ରତିଷ୍ଠିତ ହେବାକୁ ପରାମର୍ଶ ଦେଇଥିଲେ।ଏହି ଅବସରରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ତରଫରୁ ଅନୁଷ୍ଟିତ କ୍ରୀଡା,ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟ କଳାପ ଆଦି ବିଭାଗରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଟୁଇଙ୍କଲ ଶତପଥୀ, ରାନୁ ପ୍ରଧାନ, ଅଞ୍ଜନା ମେହେର, ଶିତିକାରାଣୀ ମଣ୍ଡଳ, ଅନାମିକା ପ୍ରଧାନ, ବଂଶିକା ନାଏକ, ସ୍ୱାଚିସ୍ମିତା ପୁଝାହାରୀ, ସୀମା ବିଶି, ଝୁମା ମେହେର, ରାସେଶ୍ୱରୀ ଖମାରୀ,ରଶ୍ମି ପ୍ରଧାନ, ଅସୀମା ସେଠୀ,ଦୀପିକା ରଣା,ସିମରନ ଷାଣ୍ଡ, ଅର୍ପିତା ମହାପାତ୍ର,ବର୍ଷା ଗରିଆ, ପ୍ରତ୍ୟାସା ମେହେର,ପିଙ୍କି ସୁନା,ସସ୍ମିତା ମେହେର, ରୋଜି ମେହେର,ସୁଶ୍ରୀ ରୀମା ଦଣ୍ଡସନା, ଅନିମା ବଗର୍ତ୍ତି,ନମ୍ରତା

ପାଢୀ, ଦିବ୍ୟରାଣୀ ଭରାସାଗର,ବିଷ୍ଣୁପ୍ରିୟା ନାଏକ, ଆରତୀ ନାଏକ, ନିକିତା ବସ୍ତିଆ,କରିନା ସାହୁ,ପୂଜା ପାତ୍ର, ରିମଝିମ ଦନ୍ତା,ମାନସୀ ରାଣୀ ଦାସ,ଶାଗରିକା ବିଭାର,କ୍ରିଷ୍ଣା ହାତୀ, କରିଶ୍ମା ଦାସ ଆଦି କୃତୀ ପ୍ରତିଯୋଗୀ ଏବଂ କ୍ରୀଡା କ୍ଷେତ୍ରରେ ଚାମ୍ପିଅନ ହୋଇଥିବା ଦିବ୍ୟାରାଣୀ ଭରାସାଗରଙ୍କୁ ଅତିଥି ମାନେ ମାନପତ୍ର ସହ ଟ୍ରଫି ଦେଇ ସମ୍ମାନିତ କରିଥିଲେ ।ସଭା ପ୍ରାରମ୍ଭରେ ଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ ହୋଇଥିବା ବେଳେ ବିଦ୍ୟାଳୟର ଅଧ୍ୟାପିକା ବୈଜୟନ୍ତୀ ସାହୁ ବାର୍ଷିକ ବିବରଣୀ ପଠନ ଓ ମଞ୍ଚ ପରିଚାଳନା, ଅଧ୍ୟାପକ ଅଶୋକ ବିଶି ପୁରସ୍କାର ବିତରଣୀ ଓ ଶେଷରେ ଅଧ୍ୟାପକ ସବ୍ୟସାଚୀ ଦନ୍ତା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ନାଚ,ଗୀତ ପରିବେଷଣ ହୋଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପିକା ସଂଗୀତା ପୁରୋହିତ,ନୋଡାଲ ଅଫିସର ତଥା ଖେଳ ଶିକ୍ଷୟତ୍ରୀ ବିନ୍ଦୁଲତା କର,ବରିଷ୍ଟ କିରାଣୀ ଚୈତନ୍ୟ ମେହେର,ଶିବ ନାରାୟଣ ମେହେର, ବିଶ୍ଵାମିତ୍ର ପାତ୍ର, ତ୍ରିସଂଧ୍ୟା ମେହେର, ମାନସ ତାଣ୍ଡି ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like