-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ କଂଗ୍ରେସର ୧୩୯ତମ ପ୍ରତିଷ୍ଠା ଦିବସ

28-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ କଂଗ୍ରେସ ତରଫରୁ ସଦର ବ୍ଳକ କଂଗ୍ରେସ କାର୍ଯ୍ୟାଳୟ ଠାରେ ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୩୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ପ୍ରଭାରୀ ବିଳାସିନୀ ନାୟକ ଯୋଗ ଦେଇ କଂଗ୍ରେସର ଦଳୀୟ ପତlକା ଉତ୍ତୋଳନ କରିଥିଲେ। ବ୍ଳକ କଂଗ୍ରେସ ସଭାପତି ସୁଶାନ୍ତ ମଲିକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ

ପ୍ରଦେଶ କଂଗ୍ରେସ ସଦସ୍ୟ ପ୍ରଶାନ୍ତ କୁମାର ସାହୁ,ବ୍ଲକ ଉପସଭାପତି ଗୋପ ରଣା,ମୁଖ୍ୟ ପ୍ରବକ୍ତା କେଶବ ଚନ୍ଦ୍ର ଖେତି,ବ୍ଲକ ସମ୍ପାଦକ ଉଗ୍ରସେନ ପଟ୍ଟନାୟକ,ସଦସ୍ୟ ନିତ୍ୟାନନ୍ଦ କର୍ମୀ,ଗୋବର୍ଦ୍ଧନ ରଣା, ସୁନାଧର ପଟେଲ , ସରୋଜ ସାହୁ, ପବିତ୍ର ରଣା ସନ୍ତୋଷ ତାଣ୍ଡି, ସୁକଦେବ ମଙ୍ଗରାଜ ,ବିଶ୍ଵାମିତ୍ର ପାଢ଼ୀ ,ପ୍ରତାପ ମାହାର, ଗରିବ ପ୍ରଧାନ, ହୃଦାନନ୍ଦ କହଁର ,ତ୍ରିଲୋଚନ ରାଉତ ସୁଦାମ କୁମ୍ଭାର ପ୍ରମୁଖ ଯୋଗଦେଇଥିଲେ  l କଂଗ୍ରେସ ଦଳକୁ ତୃଣମୂଳ ସ୍ତରରୁ ସୁଦୃଢ କରିବାକୁ ହେଲେ ବୁଥ ସ୍ତରରୁ କର୍ମୀ ସଂଗ୍ରହ ଓ ଦଳର ଆଭିମୁଖ୍ୟ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ଉପରେ ଆଲୋଚନା ହୋଇଥିଲା   l ରାଜ୍ୟର ବିଜେଡି ସରକାର ଓ କେନ୍ଦ୍ରର ବିଜେପି ସରକାର କିଭଳି ବେକାରୀ ସମସ୍ୟା ଦୂର କରିବା, ବିଦ୍ୟାଳୟ ରେ ଶିକ୍ଷକ ଅଭାବ, ଡାକ୍ତରଖାନା ରେ ଡାକ୍ତର ମରୁଡି, ଚାଷୀ, ଜଳସେଚନ ଆଦି ବିଭିନ୍ନ ସମସ୍ୟା ରେ ସରକାରଙ୍କ ବିଫଳତା ଉପରେ ବକ୍ତବ୍ଯ ରଖିଥିଲେ l  ଶେଷରେ ବ୍ଳକ ସଂପାଦକ ଉଗ୍ରେସନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like