-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ଚାଣ୍ଟିମୁଣ୍ଡା ଗ୍ରାମରେ ଦ୍ଵିଦିବସୀୟ ଦ୍ଵିତୀୟ ବିଳାସିନୀ ମେମୋରିଆଲ ଫୁଟବଲ ପ୍ରତିଯୋଗିତା

28-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା ):ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ବିଡିଘାଟଗ୍ରାମ ପଞ୍ଚାୟତର ଚାଣ୍ଟିମୁଣ୍ଡା ଗ୍ରାମରେ ଦ୍ୱିଦିବସୀୟ ଫୁଟବଲ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି।ଗ୍ରାମାଞ୍ଚଳର ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ ତଥା ପାଣ୍ଡିଆ ପରିବାରର ଦିବଂଗତ ବିଳାସିନୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ନାମିତ ମେମୋରିଆଲକୁ ଆୟୋଜକ ନାତି ଦେବାଶିଷ ପାଣ୍ଡିଆ ଆରମ୍ଭ କରିଛନ୍ତି।ମୁଖ୍ୟ ଅତିଥି ଭାବରେ

ଦେବାଶିଷଙ୍କ ଅଜା ସନାତନ ନାଥ ଯୋଗଦେଇ ପ୍ରତିଯୋଗିତା କୁ ଶୁଭାରମ୍ଭ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉମାପତି ନାଥ, ରଘୁପତି ନାଥ, ଶିବାଶିଷ ପୁରୋହିତ, ପ୍ରେମାଶିସ ପାଣ୍ଡିଆ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଥମ ଦିନରେ

ଚାଣ୍ଟିମୁଣ୍ଡା ଏବଂ ଦୁଆନପାଲି ଗ୍ରାମ ମଧ୍ୟରେ ପ୍ରଥମ ସେମି ଫାଇନାଲ ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତାରେ ଦୁଆନପାଳି ଚାଣ୍ଟିମୁଣ୍ଡା କୁ ୩ ଗୋଲରେ ପରାସ୍ତ କରି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛି। ଆସନ୍ତାକାଲି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରାଯିବ ବୋଲି ଆୟୋଜକ ଦେବାଶିଷ ପାଣ୍ଡିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like