-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ପରାମର୍ଶଦାତାଙ୍କ କଣ୍ଟାମାଳ ବ୍ଳକ ପରିଦର୍ଶନ

28-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକକୁ ରାଜ୍ୟ ମିଶନ ଶକ୍ତିର ପରାମର୍ଶଦାତା ତା: ଲୋପାମୂଦ୍ରା ବକ୍ସିପାତ୍ରଙ୍କ ଏକ ଦିନିକିଆ ପରିଦର୍ଶନରେ ଆସିଛନ୍ତି। ତାଙ୍କୁ ବ୍ଳକରେ ମିଶନ ଶକ୍ତିର ମହିଳାମାନେ ଭବ୍ୟ ସ୍ଵାଗତ କରି ପାଛୋଟି ନେଇଥିଲେ।ପରେ ବ୍ଳକର ସମ୍ମିଳନୀ କକ୍ଷରେ ମିଶନ ଶକ୍ତି ପକ୍ଷରୁ ଏକ ସଭାର ଆୟୋଜନ କରାଯାଇଥିଲ। ସଭାରେ ଡା:

ବକ୍ସିପାତ୍ର ଯୋଗ ଦେଇ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ସହିତ ରାଜ୍ୟ ସରକାରଙ୍କଦ୍ଵାରା ଘୋଷିତ ୫ ଲକ୍ଷରୁ ୧୫ ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ମିଳୁଥିବା ୠଣକୁ ଉପଯୁକ୍ତ କାର୍ଯ୍ୟରେ ଲଗାଇ ଆତ୍ମନିର୍ଭରଶୀଳ ହୋଇ ପରିବାର ବୋଝ ଉଠାଇବାରେ ସହାୟକ ହେବା ଉପରେ ଆଲୋଚନା

କରିଥିଲେ।ପରେ ମିଶନ ଶକ୍ତିର କାର୍ଯ୍ୟାଳୟ ପରିଦର୍ଶନ କରି ପଲଶାଗୋରା ପଞ୍ଚାୟତର ଘୁଲୁଘୁଲାପଦର ଗ୍ରାମର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଦ୍ଵାରା ପ୍ରେସ ଖଲିଦନା ପ୍ରସ୍ତୁତକାରୀ ସଂସ୍ଥା ଓ ଛତୁ ଉତ୍ପାଦନ କେନ୍ଦ୍ର ପରିଦର୍ଶନ କରି ସିଧାସଳଖ ଉଦ୍ୟୋଗକାରୀ ମହିଳାମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେଠାରୁ ସିଧାସଳଖ ଗୁଡ଼ଭେଲିପଦର ପଞ୍ଚାୟତ ସ୍ଥିତ ପୂର୍ଣ୍ଣମାସୀ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ଵାରା ନିର୍ମିତ ତମ୍ବା ଦ୍ଵାରା ନିର୍ମିତ ନାଗ, ଅନ୍ୟାନ୍ୟ ଦେବା ଦେବୀଙ୍କ ମୂର୍ତ୍ତୀ ଦେଖି କାରିଗରୀଙ୍କୁ ପ୍ରଶଂସା କରିଥିଲେ ଓ ସେମାନଙ୍କ ସମସ୍ୟା ଉପରେ ଆଲୋଚନା କରିଥିଲେ। ଡା.ବକ୍ସିପାତ୍ରଙ୍କ ଦିନିକିଆ ଗ୍ରସ୍ଥସମୟରେ ୨୪ଗୋଟି ପଞ୍ଚାୟର ସିଆରପି, ଏମବିକେ,ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଉପସ୍ଥିତ ରହିଥିବା ସଂଗେ ସଂଗେ ମିଶନ ଶକ୍ତି କାର୍ଯ୍ୟାଳୟର କର୍ମଚାରୀ, ଡିପିସି ରଶ୍ଳୀରଂଜନ ସେଠୀ, ବିଡିଓ ସାମୀ ଜୟଶ୍ରୀ ରେଡ୍ଡି , ସିଡିପିଓ ଜ୍ୟୋତ୍ସ୍ନା ରାଣୀ ପାଢୀ, ବିପିଏ ଅକ୍ଷୟ ପ୍ରଧାନ, ବିପିସି ବିଶ୍ଵଭୂଷଣ କହଁର,ବିପିଏ ସୁମନ୍ତ ପ୍ରଧାନ, ବିଏଲସି ବିନାୟକ ସେଠୀ ଓ ରାଧାରାଣୀ ନାୟକଙ୍କ ସହିତ ବ୍ଳକ ସ୍ତରୀୟ ମହାସଂଘର ସମସ୍ତ ମହିଳା ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like