-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   (18-Jul-2026)       ||      ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   (18-Jul-2026)       ||      ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||     

HOME   ଜିଲ୍ଲା

ଓଜେଏସ ପରୀକ୍ଷାରେ ଦେବାଶିଷଙ୍କ ସଫଳତା

28-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ଗ୍ରାମର ଦେବାଶିଷ ମିଶ୍ର ଓଡିଶା ଜୁଡ଼ିଶିଏଲ୍ ସର୍ଭିସରେ ସଫଳତା ଆଣି ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି | ସୂଚନା ଅନୁସାରେ କଣ୍ଟାମାଳ ଗ୍ରାମର ବାପା ଉତ୍ତର ମିଶ୍ର ଓ ମାଆ ପଦ୍ମିନୀ ମିଶ୍ରଙ୍କ ପୁଅ ଦେବାଶିଷ (୨୬) | ପିଲାଟି ଦିନରୁ ଦେବାଶିଷ ଭଲ ପାଠ ପଢୁଥିବା ବେଳେ ସେ ଭବିଷ୍ୟତରେ ଜଣେ ଉଚ୍ଚ ପଦବୀରେ ରହି ଲୋକଙ୍କ ସେବା କରିବାର ଆଗ୍ରହ ଥିଲା|ପ୍ରଥମେ ଗାଁ ସ୍କୁଲରୁ ନିଜ ପାଠ ଆରମ୍ଭ କରିଥିବା ବେଳେ ପରବର୍ତ୍ତୀ ସମୟରେ ବାହାରେ ପାଠ ପଢିଥିଲେ | ଦେବାଶିଷ ଓଡ଼ିଶା ଜୁଡ଼ିଶିଏଲ ସର୍ଭିସ ପରୀକ୍ଷା ୨୦୨୨ରେ ୪୨ରେଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି | ତାଙ୍କର ଏଭଳି ସଫଳତା ପଛରେ କଠିନ ପରିଶ୍ରମ ସହ ବାପାମାଆ, ଗୁରୁଜନଙ୍କ  ଆଶୀର୍ବାଦ ଥିବା କହିଛନ୍ତି | ଦେବାଶିଷଙ୍କ ଏଭଳି କୃତକାର୍ଯ୍ୟ ଦେଖି ବାପାମାଆ , ବନ୍ଧୂପରିଜନ , ପଡୋଶୀ ସହ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି | ଦେବାଶିଷଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି | ସୂଚନା ଥାଉ କି ବଡ଼ଭାଇ ଲକ୍ଷ୍ମଣ ମିଶ୍ର ସୋନପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବରେ କାର୍ଯ୍ୟ କରୁଛନ୍ତି | ବିଚାରପତି ଭାବରେ ନିଯୁକ୍ତି ହେବା ପରେ ଗରିବନିରିହ ଲୋକଙ୍କୁ ଉପଯୁକ୍ତ ନ୍ୟାୟ ଦେବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ   18-Jul-2026
  ଜିଲ୍ଲା  
ପାଣିରେ ରୋଗ ଭଲ କରିବା ନାଁ ରେ କୋଟି କୋଟି ଟଙ୍କା ଆଦାୟ।   18-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026

You Might Also Like