-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ସମିତି ବୈଠକ                                     (18-Jul-2026)       ||      ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||     

HOME   ଜିଲ୍ଲା

ଆଦ୍ୟାଶକ୍ତି ନାରୀ ସଂଗଠନର ଅଷ୍ଟମ ପ୍ରତିଷ୍ଠା ସମାରୋହ

28-Dec-2023



ବଲାଙ୍ଗିର(ପ୍ରେରଣା ଖବର) - ବଲାଙ୍ଗିର ର ଅଗ୍ରଣୀ ସ୍ୱେଚ୍ଛାସେବୀ ମହିଳା ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନର ଅଷ୍ଟମ ପ୍ରତିଷ୍ଠା ଦିବସ ଟାଉନ ବାଳିକା ବିଦ୍ୟାଳୟ ଠାରେ କସ୍ତୁରୀ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପାର୍ବଣରେ ଶିକ୍ଷାବିତ୍ କୁମୁଦିନୀ ମିଶ୍ର ମୁଖ୍ୟ ଅତିଥି, ବିଶିଷ୍ଟ ଲେଖିକା ଏଲୋରା ମିଶ୍ର ମୁଖ୍ୟବକ୍ତା, ଅନୁଷ୍ଠାନର ପ୍ରତିଷ୍ଠାତା ସଭ୍ୟ ମଦନ ମୋହନ ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନାରୀ ଭିତରେ ଅନେକ ଶକ୍ତି ସାମର୍ଥ୍ୟ ରହିଛି ତାକୁ ଯଦି ଆଧ୍ୟତ୍ମିକତା ମଧ୍ୟରେ ନେଇ କାର୍ଯ୍ୟରେ ରୁପାନ୍ତର କରି ପାରିଲେ ସମାଜ ସୁଧିରିବା ସହିତ ନାରୀ ଜାଗରଣ ହୋଇ

ପାରିବ ବୋଲି ମତବ୍ୟକ୍ତ କରିଥିଲେ । ସଂପାଦିକା ମାଳତୀ ଉଦ୍‌ଗାତା ବିବରଣୀ ପାଠ କରିବା ସହିତ ଅନୁଷ୍ଠାନର ଆଭିମୁଖ୍ୟ ବ୍ୟକ୍ତ କରିଥିଲେ । ସଭା ଆରମ୍ଭରେ କବିତା ମିଶ୍ର ଅତିଥିମାଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ପ୍ରିୟା ମିଶ୍ର ସ୍ୱାଗତ ସଂଗୀତ ଗାନ କରିଥିଲେ । ଏହି ଶୁଭ ବେଳାରେ ୧୭ଥର ରକ୍ତଦାନ କରିଥିବା ମୋହନ ଅଗ୍ରୱାଲଙ୍କୁ ସମ୍ମାନିତ କରାଯାଇଥିଲା । ପୂର୍ବରୁ ହୋଇଥିବା ହୁଳହୁଳି, ବଲଟେକିଙ୍ଗ, ଗ୍ଲାସପିରାମିଡ, ଡ୍ରଇଂ ଓ ପ୍ରବଂଧ ପ୍ରତିଯୋଗିତାର କୃତି ପ୍ରତିଯୋଗିତାଙ୍କୁ ପୁରସ୍କୃତ କରାଯାଇଥିଲା ।

ଆରମ୍ଭରେ କୁଇଜ ପ୍ରତିଯୋଗିତା କବି ରତ୍ନମୟ ତ୍ରିପାଠୀ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜ୍ୟୋତିରାଣୀ ମିଶ୍ର, ନିହାରିକା ମିଶ୍ର, ଆରତୀ ଗୁରୁ, ତପସ୍ୱିନୀ ପଶାୟତ, ସନ୍ଧ୍ୟାରାଣୀ ପଣ୍ଡା, ସଂଯୁକ୍ତା ମିଶ୍ର, ଜୟରାମ ମିଶ୍ର, କପିଳ ପତି, ହୃଷୀକେଶ ପୁରୋହିତ, ପ୍ରେମଚାନ୍ଦ ମହାନ୍ତି, ଧିରେନ୍ଦ୍ର ନାରାୟଣ ସିଂଦେଓ, ଗୋଦାବରିଶ ରଥ, ପ୍ରଦୀପ ପଶାୟତ, ଅରୁଣ ଖୁଆସ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ   ବିଜୟଲକ୍ଷ୍ମୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ସମିତି ବୈଠକ                                     18-Jul-2026
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026

You Might Also Like