-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   (18-Jul-2026)       ||      ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସ କମିଟି ତରଫରୁ ସେବା ଓ ବଳିଦାନର ୧୩୮ତମ ବର୍ଷ

28-Dec-2023



ବଲାଙ୍ଗିର, ଆଜି ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜିଲ୍ଲା କଂଗ୍ରେସ କମିଟି ତରଫରୁ ସେବା ଓ ବଳିଦାନର ୧୩୮ ତମ ବର୍ଷ ଏବଂ ଭାରତୀୟ ଜାତୀୟ କଂଗ୍ରେସ ର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଭାରତର ଜାତ୍ୟୀ ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହରଲାଲ ନେହେରୁ, ସର୍ଦାର ବଲ୍ଲଭଭାଇ ପଟେଲ, ଲାଲ ବାହାଦୁର ଶାସ୍ତ୍ରୀ, ଇନ୍ଦିରା ଗାନ୍ଧୀ ଓ ରାଜୀବ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଦେଶ ପାଇଁ ସେମାନଙ୍କର ତ୍ୟାଗ ଓ ବଳିଦାନର ଗାଥା ସ୍ମରଣ କରାଯାଇଥିଲା । ଦଳ ପାଇଁ ସମର୍ପିତ ପ୍ରତ୍ୟେକ କର୍ମୀଙ୍କୁ ଦଳ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । କଂଗ୍ରେସ ସରକାର ଥିବା ସମୟରେ ଦେଶର ଅର୍ଥନୀତି ସୁଦୃଢ ଥିଲା

ତଥା ଦେଶରେ ସାମ୍ପ୍ରଦାୟିକତାବାଦ ନ ଥିଲା ବୋଲି ମତ ପ୍ରକାଶ ପାଇଥିଲା । ଆଜିର ଏହି ସଭାରେ ଜିଲ୍ଲା କଂଗ୍ରେସ କମିଟି ଉପସଭାପତି ମନୀଷ ମିଶ୍ର, କୋଷାଧ୍ୟକ୍ଷ ଜୁଲୁ ପଟ୍ଟନାୟକ, ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର, ଭାରତୀୟ ଯୁବ କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ଅଙ୍କିତ ସାହୁ ଓ ଅନ୍ୟମାନଙ୍କ ମଧ୍ୟରେ କୈଳାସ ମିଶ୍ର, ନାସିର ଖାନ, ନୀତିଶ ପଧାନ, ସଞ୍ଜୟ ମିଶ୍ର, ସମୀର କୁମ୍ଭାର, ରଜାକ୍ ଖାନ, କିଶୋର ଦଣ୍ଡସେନା, ଅନ୍ତ ମଛଖଣ୍ଡ ପ୍ରଭୃତି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ ♦️୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍   18-Jul-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026

You Might Also Like