-+91-9937148622 |

prerana_bgr@rediffmail.com |

  Saturday 18th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   (17-Jul-2026)       ||      ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I    (17-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର    (17-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   (17-Jul-2026)       ||      ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   (17-Jul-2026)       ||      ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   (17-Jul-2026)       ||      ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   (17-Jul-2026)       ||      ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   (17-Jul-2026)       ||      ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   (17-Jul-2026)       ||      କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   (17-Jul-2026)       ||      ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   (17-Jul-2026)       ||      ରଥଯାତ୍ରାରେ ଦର୍ଶନାର୍ଥିଙ୍କ ମୃତ୍ୟୁରେ କଂଗ୍ରେସ ସଭାପତି ଭକ୍ତଚରଣ ଦାସଙ୍କ ଶୋକ ପ୍ରକାଶ   (17-Jul-2026)       ||      ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||     

HOME   ଜିଲ୍ଲା

ମୁରିବାହାଲ ଧନୁଯାତ୍ରା ମହୋତ୍ସବ ଉଦ୍ଘାଟିତ, ମଶାଲ ଯାତ୍ରା ସହ ମଞ୍ଚପୂଜନ ସମ୍ପୂର୍ଣ

29-Dec-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟନ ହୋଇଯାଇଛି l ପଞ୍ଚମ ବର୍ଷ ପାଇଁ ଅନୁଷ୍ଠିତ ହୋଇଥିବା ଏହି ଧନୁଯାତ୍ରା ମହୋତ୍ସବ ରେ ଏହି ବର୍ଷ ଅତି ଯାକଜାମକ ରେ ଉଦ୍ଘାଟନୀ ହୋଇଛି l ମୁରିବାହାଲ ଧନୁଯାତ୍ରା କମିଟି ସଭାପତି ଶ୍ରୀବତ୍ସ ବେହେରା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ସମ୍ମାନିତ ଅତିଥି ଭାବରେ କଣ୍ଟାବାଞ୍ଜି ଏସ. ଡ଼ି. ପି. ଓ ଗୌରାଙ୍ଗ ସାହୁ, ମୁରିବାହାଲ ତହସିଲଦାର ଆୟୁବ ମଣ୍ଡଳ, ମୁରିବାହାଲ ବନଖଣ୍ଡ ଅଧିକାରୀ ନୀଳାଦ୍ରି ଭୋଇ,ମୁରିବାହାଲ ଵି.ଇ.ଓ ଶାନ୍ତନୁ ପଢିଆରି,ଯୁକ୍ତ ଦୁଇ ପ୍ରିନସିପାଲ ରମେଶ ମହାନନ୍ଦ ଯୋଗଦେଇ ଏହି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ବିଶିଷ୍ଟ କଳାକାର ଯୁଗଳ କିଶୋର ସାହୁ ଙ୍କୁ ସମ୍ବର୍ଦ୍ଧନା କରାଯାଇ ଥିଲା l ଏହି ଦିବସରେ ପ୍ରଥମେ ଏକ ମଶାଲ ଯାତ୍ରା ରାଧାକୃଷ୍ଣ ମନ୍ଦିରରୁ ଆରମ୍ଭ ହୋଇ ସ୍ୱାମୀ ବିବେକାନନ୍ଦ ଛକ ଦେଇ ହେଇ ମୁରିବାହାଲ ବଜାର ଅରିକ୍ରମ କରି ଧନୁଯାତ୍ରା ପଡିଆ କୁ ପହଂଚି ଥିଲା ଏହି ମଶାଲ ଯାତ୍ରା ରେ ଧନୁଯାତ୍ରା କମିଟି ର ତରୁଣ ପୋଢ଼ ଓ ଚିନ୍ତାମଣି ମହାରଣା ମଶାଲ ପୂଜନରେ ଉପସ୍ଥିତ ଥିଲେ ଏହା ସହିତ ମଞ୍ଚ ପୂଜନରେ କର୍ତା ଭାବରେ ଚିନ୍ତାମଣି ମହାରଣା ଓ ପୂଜକ କାଶୀନାଥ ଦାସ ଉପସ୍ଥିତ ଥିଲେ l ସହଯୋଗ ରେ ଉପସଭାପତି ଲଷ୍ମୀକାନ୍ତ ଧାରୁଆ, ଶ୍ୟାମସୁନ୍ଦର ଝାଙ୍କର, କୋଷାଦକ୍ଷ ପଦ୍ମଲୋଚନ ସାହୁ, ସମ୍ପାଦକ ତରୁଣ ପୋଢ଼, ସଂଯୋଜକ ସୁଧାଂଶୁ ଶେଖର ପୋଢ଼, କାର୍ଯ୍ୟକାରୀ ସଭାପତି ରାଜୀବ ମହାନ୍ତି ପ୍ରମୁଖ ମଞ୍ଚ ରେ ସହଯୋଗ କରିଥିଲେ ଲ ପ୍ରଥମ ଦିନରେ ଗୋପପୁର ବାନ୍ଧବହାଲ ଓ ମୁରିବାହାଲ ରେ ଅନେକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ମିନାବଜାର ଓ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମ ଯୋଗୁଁ ପ୍ରବଳ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ (SMC) ଅଞ୍ଚଳରେ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ   17-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ I   17-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ରେଙ୍ଗାଲି ରେ ସ୍ୱତନ୍ତ୍ର ଶିବିର   17-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ଲୋକାର୍ପଣ,   17-Jul-2026
  ଜିଲ୍ଲା  
ବରପାଲି ପୋଲିସର ବଡ଼ ସଫଳତା : ୧୦ଟି ଚୋରା ମୋଟରସାଇକେଲ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ   17-Jul-2026
  ଜିଲ୍ଲା  
ସନ୍ଥ ଭୀଭୋଇ କୋଶଲି ଶ୍ରେଷ୍ଠ ବାଓପିକ ଚଳଚିତ୍ର ଭାବେ ପୁରସ୍କୃତ   17-Jul-2026
  ଜିଲ୍ଲା  
ଆଦିବାସୀ ଅଧ୍ୟୁଷିତ ସୋରଡା ବ୍ରାହ୍ମଣ ଶାସନରେ ପବିତ୍ର ରଥଯାତ୍ରା   17-Jul-2026
  ଜିଲ୍ଲା  
ପିକକ୍‌ ର ପ୍ରତିଷ୍ଠା ଦିବସ ପାଳିତ   17-Jul-2026
  ଜିଲ୍ଲା  
ଜୟ ଭାରତ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ୍   17-Jul-2026
  ଜିଲ୍ଲା  
କାଉଡୋଳା ଗ୍ରାମ ଠାରେ ଜଗତର ନାଥ ଜଗନ୍ନାଥ ଙ୍କ ଘୋଷ ଯାତ୍ରା ଅନୁଷ୍ଠିତ.   17-Jul-2026
  ଜିଲ୍ଲା  
ବଲାଙ୍ଗିରର ବିଭିନ୍ନ ରଥଯାତ୍ରାରେ ସାମିଲ ହେଲେ ବିଧାୟକ କଳିକେଶ ନାରାୟଣ ସିଂହଦେଓ   17-Jul-2026

You Might Also Like