-+91-9937148622 |

prerana_bgr@rediffmail.com |

  Friday 17th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ    (16-Jul-2026)       ||      ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ    (16-Jul-2026)       ||      ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   (16-Jul-2026)       ||      କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   (16-Jul-2026)       ||      କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||     

HOME   ଜିଲ୍ଲା

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ୩୧ରେ କ୍ରାନ୍ତି ଦିବସ ସମାରୋହ

29-Dec-2023



ନର୍ଲା (ସଞ୍ଜିବ ଦାସ )
 ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଭାରତ ସ୍ୱାଧୀନତା ସଂଗ୍ରାମରେ କ୍ରାନ୍ତିକାରୀ ଭୂମିକାକୁ ସ୍ମରଣ କରିବା ନିମନ୍ତେ ଚଳିତ ମାସ ୩୧ ତାରିଖରେ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ "କ୍ରାନ୍ତି ଦିବସ" ପାଳନ ସମାରୋହ ଆୟୋଜନ କରାଯାଉଛି। ଭବାନୀପାଟଣା ଟାଉନହଲ ଠାରେ ପୂର୍ବାହ୍ନ ୧୦ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ ପୂଜ୍ୟ ସ୍ୱାମୀ ଜୀବନମୁକ୍ତାନନ୍ଦ ପୁରୀ ଜୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ। ଏହି ଅବସରରେ ନେତୃବୃନ୍ଦ ତଥା ଯୁବ ନେତୃତ୍ୱଙ୍କୁ ସମ୍ମାନିତ କରାଯିବ। ତତ୍ପରେ କ୍ରାନ୍ତି ପତାକା ଉତ୍ତୋଳନ ଓ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏଥିରେ କଳାହାଣ୍ଡି ଓ ସଂସ୍କୃତି ଐତିହ୍ୟପ୍ରେମୀ ଜନସାଧାରଣ ବହୁ ସଂଖ୍ୟାରେ ଯୋଗଗଦେବାକୁ କଳାହାଣ୍ଡି ବିକାଶ ପରିଷଦ ଅଧ୍ୟକ୍ଷା ଡ଼ ସୁନୀତି ମୁଣ୍ଡ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘରିଆ ଜ୍ଯୋତି ଚତୁର୍ବିଂଶ ସଂସ୍କରଣ ଉନ୍ମୋଚନ   16-Jul-2026
  ଜିଲ୍ଲା  
ବିଶ୍ଵର ସବୁଠାରୁ କ୍ଷୁଦ୍ର, ଛୋଟ,କୁନି ରଥ   16-Jul-2026
  ଜିଲ୍ଲା  
ପୁରୀ ରଥଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ   16-Jul-2026
  ଜିଲ୍ଲା  
କଟକରେ ବିଭିନ୍ନ ସ୍ଥାନମାନଙ୍କରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ରାଣୀହାଟଠାରେ ଛେରା ପହଁରା କରିଲେ ଜିଲ୍ଲାପାଳ   16-Jul-2026
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026

You Might Also Like