-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||     

HOME   ଜିଲ୍ଲା

ସ୍ତ୍ରୀକୁ ନୃଶଂସ ଭାବେ ପିଟିପିଟି ମାରି ଦେଲା ସ୍ବାମୀ, ଡାକ୍ତରଖାନାରେ ମୃତ ଦେହ ଛାଡି ଫେରାର

29-Dec-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ସୁବଳୟା ଥାନା ଅନ୍ତର୍ଗତ ତିଲେଇମାଲ ଗ୍ରାମରେ ଶୁକ୍ରବାର ନିଜ ସ୍ତ୍ରୀକୁ ନୃଶଂସ ଭାବେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ,  ଗତ ରାତିରେ ସ୍ବାମୀ ସ୍ତ୍ରୀ ମଧ୍ୟରେ କୈାଣସି କଥା ନେଇ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ଏଥିରେ ସ୍ବାମୀ ବିରକ୍ତି ହୋଇ ନିଜ ସ୍ତ୍ରୀ କୁ ନୃଶଂସ ଭାବେ ପିଟି ଥଲା। ନିଜ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିବା ପରେ ହତ୍ୟା ପରେ ଡାକ୍ତରଖାନାରେ ମୃତଦେହ ରଖି ସ୍ବାମୀ ଫେରାର ମାରିଛି। ମୃତ ମହିଳା ହେଲେ ମିତା ପଧାନ। ଅଭିଯୁକ୍ତ ସ୍ବାମୀ ଗଣପତି ପଧାନ ଫେରାର ଅଛି।ସୂଚନା ଅନୁସାରେ ତିଲେଇମାଲ୍ ଗାଁର ସାଗର ପଧାନର ପୁଅ ଗଣପତି ପଧାନ ବରପଦର୍ ଗାଁର ରେଞ୍ଚା ପଧାନଙ୍କ ଝିଅ ମିତା ପଧାନଙ୍କୁ ୫ ବର୍ଷ ପୂର୍ବେ ବିବାହ କରିଥିଲା। ବିବାହର କିଛି ମାସ ପରେ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା। ଅନ୍ୟ ଦିନ ଭଳି ଆଜି ମଧ୍ୟ ପାରିବାରିକ ସମସ୍ୟା ନେଇ ଆଜି ସକାଳୁ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଗଣପତି ଉତ୍ତେଜିତ ହୋଇ ମିତାଙ୍କୁ ନିର୍ଦ୍ଧୁମ ପିଟିଥିଲେ। ସେ ଅଚେତ୍ ହୋଇ ପଡ଼ିଯିବାରୁ ତାଙ୍କୁ ବୀରମହାରାଜପୁର ଉପଖଣ୍ଡ ଡ଼ାକ୍ତରଖାନାକୁ ଆଣିଥିବାବେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ତେବେ ସ୍ତ୍ରୀ ମରି ଯାଇଥିବା ଜାଣି ଡ଼ାକ୍ତରଖାନା ବାରଣ୍ଡାରେ ସ୍ତ୍ରୀର ମୃତଦେହ ଛାଡି ଫେରାର ମାରିଛି ଗଣପତି। ଏନେଇ ଖବର ପାଇ ମିତାଙ୍କ ଭାଇମାନେ ଡାକ୍ତରଖାନାରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ଡାକ୍ତରଖାନାରୁ ପୁଲିସ ପହଞ୍ଚି ମୃତଦେହକୁ ଜବତ୍ କରିଛି। ସେପଟେ ଟଙ୍କା ପାଇଁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ମୃତ ମହିଳାଙ୍କର ତିନି ବର୍ଷର ଏକ ଝିଅ ମଧ୍ୟ ଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026

You Might Also Like