-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||     

HOME   ଜିଲ୍ଲା

ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ରେ ଅନିୟମିତତା । ଉଚ୍ଚ ସ୍ତରୀୟ ତଦନ୍ତ ଦାବି

29-Dec-2023



ନର୍ଲା (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମ ପଞ୍ଚାୟତ ର ରାମଚନ୍ଦ୍ରପୁର ଗ୍ରାମରେ ଅଙ୍ଗନୱାଡ଼ି କର୍ମୀ ନିଯୁକ୍ତି ରେ ଦୁର୍ନୀତିର ଅଭିଯୋଗ, ପ୍ରାପ୍ତ ସୂଚନା ଅନୁଯାୟୀ ଗତ ବର୍ଷ ରାମଚନ୍ଦ୍ରପୁର ଗ୍ରାମରେ ଅଙ୍ଗନୱାଡ଼ି କର୍ମୀ ପଦବୀ ନିମନ୍ତେ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟଳୟ ପକ୍ଷରୁ ବିଜ୍ଞାପନ ପତ୍ର ସଂଖ୍ୟା ୮୨୯ ତା ୨୦.୧୦.୨୨ ରିଖ ଅନୁଯାୟୀ ସେହି ଗ୍ରାମର ଗରିବ ଶ୍ରେଣୀର ନିରୀହ ଆଦିବାସୀ ମହିଳା ଶ୍ରୀମତୀ ବିନିତା ମାଝୀ ସରକାରୀ ନିୟମ ଅନୁଯାୟୀ ଆବଶ୍ୟକ ଶିକ୍ଷାଗତ ଜାତିଗତ ସ୍ଥାୟୀ ବାସିନ୍ଦା ଆଧାର ଭଳି ସମସ୍ତ ପ୍ରମାଣ ପତ୍ର ସହ ନିର୍ଦ୍ଧାରିତ ସମୟ ସୀମା ଭିତରେ ଆବେଦନ କରି ସମସ୍ତ ମୂଳ ପ୍ରମାଣ ପତ୍ର ଯାଞ୍ଚ ସମୟରେ ଉପସ୍ଥିତ ରହି ଦେଖାଇଥିଲେ, କିନ୍ତୁ ବଡ଼ ପରିତାପର ବିଷୟ ଯେତେବେଳେ ଚୂଡାନ୍ତ ତାଲିକା ପ୍ରକାଶ ପାଇଲା ସମ୍ପୂର୍ଣ୍ଣ ଓଲଟ ପାଲଟ ହୋଇଥିବା ଅଭିଯୋଗ ହୋଇଛି କାରଣ ମେଧା ତାଲିକା ରେ ସର୍ବାଧିକ ୩୬୩ ମାର୍କ ରଖିଥିବା ବିନିତା ମାଝୀ ଙ୍କୁ ବାଦ୍ ଦେଇ ୨୯୯ ମାର୍କ ରଖି ଦ୍ୱିତୀୟ ସ୍ଥାନରେ ଥିବା ପ୍ରେମସିଲା ମାଝୀ ଙ୍କୁ ଅଙ୍ଗନୱାଡ଼ି ଚାକିରି ପ୍ରଦାନ କରାଯାଇଥିବା ବିନିତା କ୍ଷୁବର ସହିତ  ପ୍ରକାଶ କରିଛନ୍ତି ,ଖାଲି ସେତିକିନୁହେଁ ରାଜ୍ୟରେ ଚାଲିଥିବା 5T ଶାସନ ଓ ନବୀନ ଙ୍କ ସ୍ୱଚ୍ଛ ଶାସନ କୁ ମଧ୍ୟ ଭରସା ନ ଥିବା ପ୍ରକାଶ କରିଛନ୍ତି କାରଣ ତାଙ୍କ ପ୍ରତି କରାଯାଇଥିବା ଅନ୍ୟାୟ ର ବିଚାର ପାଇଁ ବ୍ଲକ ସିଡିପିଓ,ଉପ ଜିଲ୍ଲାପାଳ ଭବାନୀପାଟଣା ଓ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ଙ୍କୁ ଅଭିଯୋଗ କରି ଏକ ବର୍ଷ ,ବିତିଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି ଏବଂ ଗତକାଲି ନର୍ଲା ଗ୍ରସ୍ତ ରେ ଆସିଥିବା ମାନ୍ୟବର ରାଜ୍ୟସଭା ସାଂସଦ ସୁଜିତ୍ ସେଠ୍ ଙ୍କୁ ମଧ୍ୟ ଲିଖିତ ଜଣାଇ ଥିବା କହିଛନ୍ତି ଏଣୁ ବିନିତା ନ୍ୟାୟ ନ ପାଇ ଏହାର ଉଚ୍ଚ ସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବୀ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
*କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   15-Jul-2026
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026

You Might Also Like