-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||     

HOME   ରାଜ୍ୟ

ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

29-Dec-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ଥିତ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦୀର୍ଘ ଏକ ମାସ ଧରି ଚାଲିଥିବା ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆଜି ଶୁକ୍ରବାର ଉଦଯାପିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା  ନିମନ୍ତ୍ରିତ ଅତିଥି ମାନେ ପ୍ରଥମେ ଭଗବାନ ଗଣେଶ,ସରସ୍ଵତୀ ଓ ମାଁ ଦୁର୍ଗାଙ୍କ ଠାରେ ପୂଜାର୍ଚ୍ଚନା କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷା ରେଖା ପ୍ରଧାନ ଉତ୍ସବରେ ସଭାପତିତ୍ବ କରି ଛାତ୍ରଛାତ୍ରୀଙ୍କ ପ୍ରତିଭାର ବିକାଶ ପାଇଁ  ସରକାର ପ୍ରଣୟନ କରିଥିବା ଏହି ମହତ ଯୋଜନା ନିଶ୍ଚିତ ଫଳପ୍ରଦ ହେବା ସହିତ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ବଲପୁରୀ ଡ୍ରେସ କୋଡ଼ ମାଗଣାରେ ଦେବାକୁ ମାନ୍ୟବର ଉପସ୍ଥିତ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ।ଏଥିରେ ମୁଖ୍ୟଅତିଥି ଭାବେ ମାନ୍ୟବର ବୟନ ଶିଳ୍ପ ଓ ହସ୍ତତନ୍ତ୍ର ମନ୍ତ୍ରୀ ରିତା ସାହୁ ଯୋଗଦେଇ ଛାତ୍ରଛାତ୍ରୀଙ୍କ ପ୍ରତିଭାର ଉନ୍ନତି ପାଇଁ ରାଜ୍ୟ ସରକାର ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପ୍ରଣୟନ କରିଛନ୍ତି ।ଶିକ୍ଷାଦାନ ସହିତ ଅନ୍ୟ ପ୍ରତିଭା ସବୁ ମଧ୍ୟ ଛାତ୍ରଛାତ୍ରୀ ମାନେ ନିଜ ଗାଁ ଠାରୁ ଆରମ୍ଭ କରି ବ୍ଲକ, ଜିଲ୍ଲା,ରାଜ୍ୟ ଏପରିକି ଜାତୀୟ ସ୍ତରରେ ନିଜର ପରିଚୟ ସୃଷ୍ଟି କରି ପାରିବେ ବୋଲି କହିଥିଲେ ।ବିଦ୍ୟାଳୟର ଅଧ୍ୟକ୍ଷା ରେଖା ମେମ ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡ୍ରେସ କୋଡ଼ ପରିଧାନ ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ସଚିବ ସ୍ତରରେ ପ୍ରସ୍ତାବ ରଖିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।ଏଥିରେ ମୁଖ୍ୟବକ୍ତା ଭାବେ ବରିଷ୍ଟ ଆଇନଜୀବୀ ତଥା ସମାଜସେବୀ ଶ୍ୟମା ଓମ ପ୍ରସାଦ ମିଶ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଏବଂ ବିକାଶ ଆଜି ରାଜ୍ୟର ଉନ୍ନତିରେ     ଅଗ୍ରଗତି ଲାଭ କରିଛି।ତାଙ୍କର ମହତ ଯୋଜନା ଯୁବ ପିଢୀଙ୍କ ଭବିଷ୍ୟତ ଉଜ୍ଜଳନୟ କରିବ ବୋଲି ବିଭିନ୍ନ କାହାଣୀ ମାଧ୍ୟମରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ ।ସମ୍ମାନିତ ଅତିଥି ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ତାଙ୍କ ଅଭିଭାଷଣରେ ବିବେକାନନ୍ଦଙ୍କ ତ୍ୟାଗକୁ ମନେ ପକାଇ ଆଜିର ଛତ୍ରଛାତ୍ର ମାନେ ସବୁ କ୍ଷେତ୍ରରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ ସହ ସ୍ବପ୍ନକୁ ବସ୍ତବତରେ ପରିଣତ କରି ଆରିଲେ ଯାଇ ରାଜ୍ୟର ବିକାଶ ଆହୁରି ଆଗେଇବ ବୋଲି କହିଥିଲେ ।ସେହିପରି  ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଜୟାନନ୍ଦ ପାଣିଗ୍ରାହୀ ୨୦୩୬ ମସିହା ସୁଦ୍ଧା ରାଜ୍ୟର ବିକାଶ ଶୀର୍ଷ ସ୍ଥାନକୁ ଅତିକ୍ରମ କରିବ ସେନେଇ ଏହି ଯୋଜନା ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା ଆରମ୍ଭ ହୋଇଥିବା କହିଥିଲେ ।ଅନୁଷ୍ଟିତ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ନେଉଥିବା ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଏହି ଯୋଜନା ତରଫରୁ ନୋଡାଲ

ଅଫିସର ତଥା ଖେଳ ଶିକ୍ଷକ ନାରାୟଣ ଚୌଧୁରୀଙ୍କ ତତ୍ତ୍ୱାବଧାନରେ କ୍ରୀଡା,ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟ ଆଦି ବିଭାଗର ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ମାନପତ୍ର ଓ ଟ୍ରଫି ଦେଇ ସମ୍ମାନିତ କରିଥିଲେ । ସଭାକୁ ଅଧ୍ୟାପକ ଧନେଶ୍ଵର ସାହୁ ସଂଯୋଜନା କରିଥିବା ବେଳେ ପୁରସ୍କାର ବିତରଣୀକୁ ଅଧ୍ୟାପକ ମାନସ ଆଚାର୍ଯ୍ୟ ପରିଚାଳନା ଏବଂ ଶେଷରେ ଅଧ୍ୟାପକ ସପ୍ତ ସାଗର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ମଞ୍ଚକୁ ଦୁଲକାଇଦେଇଥିଲା କାର୍ଯ୍ୟକ୍ରମ ପରିଚାଳନାରେ ଲାଇବ୍ରେରୀଏନ  ଗରିବ ସାଳମାଙ୍କ ସମେତ ବିଦ୍ୟାଳୟର ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଓ ଷ୍ଟାଫ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
  ଜିଲ୍ଲା  
ନାଗରିକ କମିଟିକୁ ରାଜନୀତିର ଉର୍ଦ୍ଧ୍ୱ ରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026

You Might Also Like