-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||     

HOME   ଜିଲ୍ଲା

ଦ୍ଵୀଦିବସୀୟ ବିଳାସିନୀ ମେମୋରିଆଲ ଫୁଟବଲ ମ୍ୟାଚ ଉଦଯାପିତ

29-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା)- ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଚାଣ୍ଟିମୁଣ୍ଡା ଗ୍ରାମରେ ଚାଲିଥିବା ଦ୍ୱୀ ଦିବସୀୟ ବିଳାସିନୀ ମେମୋରିଆଲ ଫୁଟବଲ ମ୍ୟାଚ ଉଦଯାପିତ ହୋଇଯାଇଛି।ଫାଇନାଲ ମ୍ୟାଚ ରେ ହାତୀସରା ଦଳକୁ ହରାଇ ଦୁଆନପାଲି ଦଳ ଚମ୍ପିୟାନ ହୋଇଥିଲା।ଉଦଯାପନୀ ଉତ୍ସବର ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସନାତନ ନାଥ ଏବଂ

ମାହେଶ୍ୱରୀ ସଂଗଠନର ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ,ସଭାପତି ଶୋଭନ ଅଗ୍ରୱାଲ ଉଭୟ ଦଳକୁ ପୁରସ୍କାର ପ୍ରଦାନ କରିଥିଲେ।ଦେବାଶିଷ ପାଣ୍ଡିଆ ଙ୍କ ଦ୍ଵାରା ଆୟୋଜିତ ବିଳାସିନୀ ମେମୋରିଆଲ ଫୁଟବଲ ମ୍ୟାଚ କୁ ସୁପରିଚାଳନା

କରିବା ପାଇଁ ମାହେଶ୍ୱରୀ ସଂଗଠନର ସଦସ୍ୟ ଅପ୍ରମିତ ପରିଛା,ଜିତେନ୍ଦ୍ର ସାହୁ ତଥା ସମସ୍ତ ଚାଣ୍ଟିମୁଣ୍ଡା ଗ୍ରାମ ର ଯୁବଗୋଷ୍ଠୀ ଉପସ୍ଥିତ ଥିଲେ।ବିଶ୍ୱଜିତ୍ ନାଥ ସଭା ସଂଯୋଜନା କରିଥିବା ବେଳେ ଶେଷରେ ଦେବାଶିଷ ପାଣ୍ଡିଆ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   15-Jul-2026
  ଜିଲ୍ଲା  
୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   15-Jul-2026
  ଜିଲ୍ଲା  
ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ   15-Jul-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   15-Jul-2026
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026

You Might Also Like