-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||      ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||     

HOME   ଜିଲ୍ଲା

ନୂଆ - ଓ ଖେଳ ପ୍ରତିଯୋଗିତା ଉଦଯାପିତ*

29-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଲକ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆ ଠାରେ ନୂଆ - ଓ ଖେଳ ପ୍ରତିଯୋଗିତା  ଶୁକ୍ରବାର ଉଦଯାପିତ ହୋଇଯାଇଛି l   ଏହି ପ୍ରତିଯୋଗିତା ରେ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତ ରୁ ମୋଟ ୧୦ ଟି ଦଳ ଭାଗ ନେଇଥିଲେ l ଉଦଯାପନୀ ଫାଇନାଲ ମ୍ୟାଚ ଟି ସ୍ଵାଗତ ଏକାଦଶ ଡାବୁଗାଁ ଓ କୋଇଲାରୀ ରାଇଡ଼ର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ଏଥିରେ କୋଇଲାରୀ ରାଇଡ଼ର ଟଚ ଜିତି ନିର୍ଦ୍ଧାରିତ ୧୦ ଓଭରରେ ୭ ୱିକେଟ ହରାଇ ଗାଙ୍ଗୁଲୀ ୧୦୯ ରନ ସଂଗ୍ରହ କରିଥିଲା | ସ୍ଵାଗତ ଏକାଦଶ ଡାବୁଗାଁ ଦଳ ୭ ଓଭର ରେ ୧ ୱିକେଟ ହରାଇ ୧୧୦ ରନ ସଂଗ୍ରହ କରି ବିଜୟୀ ହୋଇଥିଲା | ଏଥିରେ ଆମପାୟାର ଭାବେ ଖେଳ ଶିକ୍ଷକ ହେମନ୍ତ କୁମାର ସାମଲ ଓ ବାସୁଦେବ ରଥ ଦାୟିତ୍ଵରେ ରହିଥିଲେ | ଏଥିରେ କ୍ରୀଷ୍ଣା ହରିଜନ ସୁନ୍ଦର ଭାବ କମେଣ୍ଟ୍ରି କରିଥିଲେ | ଶେଷରେ ବିଜୟୀ ଦଳକୁ କପ ସହ ୨୦ ହଜାର ଟଙ୍କା, ପରାଜିତ ଦଳକୁ କପ ସହ  ୧୫ ହଜାର ଟଙ୍କା ଏବଂ ରନର୍ସ -୧ ଡ଼ଙ୍ଗରିଗୁଡା ଷ୍ଟାର ଦଳକୁ ୧୦ ହଜାର ଟଙ୍କା ଓ ରନର୍ସ -୨ ଡାବୁଗାଁ ଦିଲଦାର ଦଳକୁ ୧୦ ହଜାର ଟଙ୍କା ଦେଇ ପୁରସ୍କୃତ କରଯାଇଥିଲା | ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ଜିଲା ପରିଷଦ ସଭ୍ୟ ଗୁପ୍ତ ବିଷୋୟୀ,  ଜିଲା ଆଥେଲେଟିକ ଆସୋସିଏସନ ସଭ୍ୟ ବାବି ଜେନା,  ବିଡିଓ ଶରତ ମାଝୀ, ଏବିଡ଼ିଓ  ପଦ୍ମନାଭ ତ୍ରିପାଠୀ,  ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସମ୍ପ୍ରାସାରଣ ଅଧିନାରୀ ଆଦିତ୍ୟ ନାରାୟଣ ରଥ ପ୍ରମୁଖ ଉପସ୍ଥିତ ଥିଲେ | ଶେଷରେ ଛାତ୍ରୀ ଛାତ୍ର ଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା | ଏଥିରେ ସରସ୍ଵତୀ ଶିଶୁ ମନ୍ଦିର (୧ମ), ଉର୍ମିଳା ଓ ପ୍ରମିଳା ଗ୍ରୁପ (୨ୟ) ଓ ଶୁଭଶ୍ରୀ ପଣ୍ଡା (୩ୟ) ସ୍ଥାନ ଅଧିକାର କରିଥିଲେ | ଉକ୍ତ କୃତକାର୍ଯ୍ୟ ସାଂସ୍କୃତିକ ଦଳକୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   15-Jul-2026
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026

You Might Also Like